Odisha Link
Bridging the Missing Links in Odisha

ଆଗକୁ ନିର୍ବାଚନ; ଶଙ୍ଖ ଭବନରେ ମିଶ୍ରଣ…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏସବୁ ଭିତରେ ନେତା ମାନଙ୍କ ଦଳ ଡିଆଁ ପର୍ବ…

ମାହାଙ୍ଗା ଡବଲ୍ ମର୍ଡର ମାମଲା: ବଦଳିବେ…

ଓଏଲ୍‌ ବ୍ୟୁରୋ: ମାହାଙ୍ଗା ଡବଲ୍ ମର୍ଡର ମାମଲାରେ ପ୍ରତାପ ଜେନାଙ୍କୁ ଆଶ୍ବସ୍ତି ମିଳିଛି। ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବୃଦ୍ଧି କରାଯାଇଛି। ହାଇକୋର୍ଟରେ ଏହି ମାମଲାର ଶୁଣାଣି କରାଯାଇଥିବାବେଳେ ବିଚାରପତି ବଦଳିବା ପାଇଁ ଖୋଦ ବିଚାରପତି କହିଛନ୍ତି। ମୁଖ୍ୟ ବିଚାରପତିଙ୍କ ସହଯୋଗରେ ବିଚାର ହେଉ…

ପାଟଣାଗଡ଼ ବିସ୍ଫୋରଣ ଘଟଣା: ମୃତ୍ୟୁ…

ଓଏଲ୍ ବ୍ୟୁରୋ: ବେଲପଡ଼ା ଥାନା କାନୁଟ ଗାଁରେ ଭୟଙ୍କର ବିସ୍ଫୋରଣ ହୋଇଥିବା ଖବର ସାମ୍ନାକୁ ଆସିଥିଲା। ଗ୍ୟାସ ପାଇପରେ ନିଆଁ ଲାଗିବାରୁ ବିସ୍ଫୋରଣ ହୋଇଥିଲା। ଏହି ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ଗତ ୧୨ରେ ଜଣେ ଓ ଗତକାଲି ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ବର୍ତ୍ତମାନ ରାଉରକେଲା ଘରୋଇ ମେଡିକାଲରେ…

ନୂଆ-ଓ ଛାତ୍ରବୃତ୍ତି: ଜାଣନ୍ତୁ ଆବେଦନ…

ଓଏଲ୍ ବ୍ୟୁରୋ: ଯାଜପୁର ଗସ୍ତରେ ଯାଇ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଛାତ୍ରଛାତ୍ରୀଙ୍କୁ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଭବିଷ୍ୟତ ପାଇଁ ସଫଳତାର ଟିପ୍ସ ଦେଇଥିଲେ। ଏହି ଅବସରରେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଏକ ବଡ଼ ଘୋଷଣା କରି…

ଆଜିଠୁ ଖଣ୍ଡଗିରି ମେଳା; ଜପତପରେ…

ଓଏଲ୍ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଖଣ୍ଡଗିରିରେ ମାଘସପ୍ତମୀ କୁମ୍ଭମେଳା। ସାଧୁସନ୍ଥମାନେ ହୋମଜଜ୍ଞ, ଜପତପ, ପୂଜାର୍ଚ୍ଚନା କରିବେ ଖଣ୍ଡଗିରି ମେଳାରେ। ଏହି ମେଳା ପାଇଁ ବିଭିନ୍ନ ରାଜ୍ୟରୁ ଶତାଧିକ ବାବା ଆସି ଏଠାରେ ପହଞ୍ଚି ସାରିଛନ୍ତି। କଟକଣାମୁକ୍ତ ମେଳାର ଆୟୋଜନ ହେଉଥିବାରୁ ପ୍ରବଳ ଭିଡ…

ଶିଳ୍ପ କ୍ଷେତ୍ରରେ ନୂଆ ଅଧ୍ୟାୟ; ୩ଟି…

ଓଏଲ୍ ବ୍ୟୁରୋ: ଓଡ଼ିଶା ହେବ ବିଶ୍ୱ ମାନଚିତ୍ରରେ ଏକ ସମୃଦ୍ଧ ଶିଳ୍ପଶକ୍ତି। ଶିଳ୍ପ କ୍ଷେତ୍ରରେ ଯୋଡିହେଲା ନୂଆ ଅଧ୍ୟାୟ। ଯୁବବର୍ଗଙ୍କ ପାଇଁ ରାଜ୍ୟରେ ଶିଳ୍ପାୟନ ଦ୍ଵାରା ସୃଷ୍ଟି ହେବ ବ୍ୟାପକ ନିଯୁକ୍ତି ସୁଯୋଗ। ଆଜି ପାରାଦୀପରେ ୩ଟି ନୂଆ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।…

ମହଙ୍ଗା ପଡ଼ିଲା ଆୟ ବହିର୍ଭୂତ ସମ୍ପତ୍ତି;…

ଓଏଲ୍ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ ଆଉ ଜଣେ ସରକାରୀ ବାବୁ। ଭିଜିଲାନ୍ସ ପଞ୍ଝାରେ ପଡିଥିବା ସରକାରୀ ବାବୁ ଜଣକ ହେଉଛନ୍ତି ବୌଦ୍ଧ ଆରଟିଓ ବସନ୍ତ ମହାପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍‌ ଜାରି ହୋଇଥିଲା। ବୌଦ୍ଧ, ଗଞ୍ଜାମ ଓ ଭୁବନେଶ୍ବରରେ ଚାଲିଛି ଭିଜିଲାନ୍ସ ରେଡ୍। ଏକକାଳୀନ ୧୦ଟି…

ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ୍…

ଓଏଲ୍‌ ବ୍ୟୁରୋ: ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ। ୨୦୨୪ ବର୍ଷ ପାଇଁ ଏହା ତୃତୀୟ କ୍ୟାବିନେଟ୍ ବୈଠକ ହେବ। ଆଜି ସନ୍ଧ୍ୟାରେ ଲୋକସେବା ଭବନରେ କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ…

ସ୍ୱାସ୍ଥ୍ୟ ବିଭାଗର ବଡ଼ ନିଷ୍ପତି:…

ଓଏଲ୍‌ ବ୍ୟୁରୋ: ବାଜିଲାଣି ସାଧାରଣ ନିର୍ବାଚନ ବିଗୁଲ। ନିର୍ବାଚନ ପାଖେଇ ଆସୁଥିବାବେଳେ ପ୍ରସ୍ତୁତି ନେଇ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ କମିଶନ। ନିର୍ବାଚନ କମିଶନ ଓ ଅଧିକାରୀ ମାନେ ଓଡ଼ିଶା ଆସି ଏଠାରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ ବୋଲି ସୂଚନା ମିଳିଥିଲା। ଗତକାଲିଠୁ ୩ଦିନିଆ…

କୃଷକ ସଙ୍ଗଠନ ପକ୍ଷରୁ ଭାରତ ବନ୍ଦ ଡାକରା;…

ଓଏଲ୍‌ ବ୍ୟୁରୋ: ଜାତୀୟ ରାଜଧାନୀ ଦିଲ୍ଲୀରେ ଉଗ୍ରରୂପ ନେଉଛି କୃଷକ ଆନ୍ଦୋଳନ। ଏସବୁ ମଧ୍ୟରେ ଆଜି ଭାରତ ବନ୍ଦ ଡାକରା ଦେଇଛନ୍ତି ଦେଶର, ରାଜ୍ୟର ବିଭିନ୍ନ କୃଷକ ସଙ୍ଗଠନ। ଭୁବନେଶ୍ୱର ସହ ରାଜ୍ୟର ବିଭିନ୍ନ ସ୍ଥାନରେ ପିକେଟିଂ ସହ ବିକ୍ଷୋଭ ଆରମ୍ଭ ହୋଇଛି। ରାଉରକେଲା ଓ ଅନୁଗୁଳର ବିଭିନ୍ନ ସ୍ଥାନରେ ବନ୍ଦ…