ମୂର୍ତ୍ତି ଉଚ୍ଚତା ପ୍ରସଙ୍ଗ: ଆସନ୍ତାକାଲି…
କଟକ: ହାଇକୋର୍ଟରେ ଶେଷ ହୋଇଛି ମୂର୍ତ୍ତି ଉଚ୍ଚତା ପ୍ରସଙ୍ଗ ମାମଲାର ଶୁଣାଣି। ଆସନ୍ତାକାଲି ରାୟ ଶୁଣାଇବେ ହାଇକୋର୍ଟ। ତେବେ ମୂର୍ତ୍ତି ଉଚ୍ଚତା ବିବାଦକୁ ନେଇ ବାଲୁବଜାର ପୂଜା କମିଟି ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ। ପୂଜା କମିଟି ଏସଆରସିଙ୍କ ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ କରି ହାଇକୋର୍ଟର ଦ୍ୱାରସ୍ଥ…