DRDO ତଥ୍ୟ ଲିକ୍ରେ ହନି ଟ୍ରାପ୍…
ବାଲେଶ୍ୱର: ବାଲେଶ୍ୱର ଚାନ୍ଦିପୁର ସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେ୍ଞ୍ଜ, ITRରୁ DRDO ତଥ୍ୟ ଲିକ୍। DRDOର ୪ ଠିକା କର୍ମଚାରୀ ଗିରଫ ଘଟଣାରେ ଏହି ନୂଆ ତଥ୍ୟ ମିଳିଛି। ଏହି ଘଟଣାରେ ହନି ଟ୍ରାପ୍ ଲିଙ୍କ୍ ଥିବା ଜଣାପଡିଛି। ଏହି ୪ ଠିକା କର୍ମଚାରୀ ଜଣେ ମହିଳାଙ୍କ ସହ ଯୋଗାଯୋଗରେ ଥିଲେ ବୋଲି ସୂଚନା…