Odisha Link
Bridging the Missing Links in Odisha

କମିଲା ସୁନା ଓ ରୁପା ଦର

ନୂଆଦିଲ୍ଲୀ: କମିଲା ସୁନା ଓ ରୁପା ଦର। ଘରୋଇ ବଜାରରେ କ୍ରମାଗତ ଦ୍ୱିତୀୟ ଦିନ ପାଇଁ ସୁନାର ମୂଲ୍ୟ ହ୍ରାସ ପାଇଥିବାବେଳେ ରୂପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଏମସିଏକ୍ସରେ, ସୁନା ୦.୦୪ ପ୍ରତିଶତ ହ୍ରାସ ପାଇ ୧୦ ଗ୍ରାମ ପିଛା ୪୭,୪୦୬ ଟଙ୍କା ହୋଇଛି। ସେହିପରି ରୂପା ଦାମ୍ ୦.୧୩ ପ୍ରତିଶତ ହ୍ରାସ ପାଇ ୬୫,୨୦୮…

କୂଳ ଲଙ୍ଘି ଜନବସତି ମୁହାଁ ସମୁଦ୍ର

ଜଗତସିଂହପୁର: କୂଳ ଲଙ୍ଘି ଜନବସତି ମୁହାଁ ସମୁଦ୍ର। ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ୍ ଶିଆଳି ନିକଟରେ ଜନବସତି ଆଡ଼କୁ ମାଡିଆସିଲା ସମୁଦ୍ର। ସମୁଦ୍ର କୂଳ ଲଙ୍ଘିବା ଫଳରେ ଦୁଇ ଶହ ମିଟର ଲମ୍ବ ଏବଂ ୫୦ ମିଟର ଚଉଡାର ଅତଡ଼ା ଖସି ପଡ଼ିଛି। ସମୁଦ୍ର ନିକଟବର୍ତ୍ତୀ ପଦ୍ମପୁର, ଶିଆଳି, ରାମତରା ଓ କଳାବେଦୀ ଆଦି…

ଚିଟ୍‌ଫଣ୍ଡ ଲିଙ୍କରେ ପୂର୍ବତନ ବିଧାୟକ…

ଭୁବନେଶ୍ବର: ଚିଟ୍‌ଫଣ୍ଡ ଲିଙ୍କରେ ପୂର୍ବତନ ବିଧାୟକ ଗିରଫ। ବିଶାଖାପାଟଣା ପଶ୍ଚିମ ଜୋନ୍‌ର ପୂର୍ବତନ ବିଧାୟକ ତଥା ୱାଇଏସ୍‌ଆର୍‌ସିପି ନେତା ମଲ୍ଲା ବିଜୟ ପ୍ରସାଦଙ୍କୁ ଗିରଫ କରିଛି ଓଡ଼ିଶା ପୁଲିସ। ୨୦୧୯ ଚିଟ୍‌ଫଟ୍‌ ମାମଲାରେ ତାଙ୍କର ସମ୍ପୃକ୍ତି ଥିବା ଅଭିଯୋଗରେ ବିଶାଖାପାଟନାରୁ କ୍ରାଇମବ୍ରାଞ୍ଚ…

ତାଲିବାନୀଙ୍କ ଉପରେ ଅଜ୍ଞାତ ସାମରିକ…

କାବୁଲ: ତାଲିବାନ୍ ପଞ୍ଜଶିରକୁ ସଂପୂର୍ଣ୍ଣ ଦଖଲ କରିବା ସହ ପଞ୍ଜଶିର ଗଭର୍ଣ୍ଣର ହାଉସରେ ତାଲିବାନ୍ ପତାକା ଉଡ଼ାଇଛି। ତଥାପି ଶେଷ ହୋଇନି ଯୁଦ୍ଧ। ପଞ୍ଜଶୀର ଘାଟିରେ କିଛି ଅଜ୍ଞାତ ସାମରିକ ବିମାନ ଆକ୍ରମଣ କରିଥିବା ଖବର ମିଳିଛି। ତାଲିବାନୀଙ୍କ ଠିକଣାକୁ ଟାର୍ଗେଟ କରି ଏହି ଆକ୍ରମଣ କରାଯାଇଛି। ଗତକାଲି…

ଶ୍ରେଣୀ ମଝିରେ ପରଦା: ଗୋଟିଏ ପାର୍ଶ୍ୱରେ…

ଆଫଗାନିସ୍ତାନ: ତାଲିବାନ ଆଫଗାନିସ୍ତାନକୁ ଦଖଲ କରିବା ପରେ ବଦଳି ଯାଇଛି ବିଶ୍ୱବିଦ୍ୟାଳୟ ଚିତ୍ର। ଆଉ ଶ୍ରେଣୀରେ ଏକାଠି ବସୁ ନାହାନ୍ତି ଛାତ୍ରଛାତ୍ରୀ। ଏବେ ଶ୍ରେଣୀ ମଝିରେ ଟଣା ଯାଉଛି ପରଦା। ପରଦାର ଗୋଟିଏ ପାର୍ଶ୍ୱରେ ଛାତ୍ର ଏବଂ ଅନ୍ୟ ପାର୍ଶ୍ୱରେ ଛାତ୍ରୀ ବସିଥିବାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ…

ଆସନ୍ତା ୧୩ରେ କଟକ ବନ୍ଦ ଡାକରା

କଟକ: ଆସନ୍ତା ୧୩ରେ କଟକ ବନ୍ଦ ଡାକରା। ପାର୍ବଣରେ ୪ ଫୁଟ ମୂର୍ତ୍ତି ଓ ମଣ୍ଡପରେ ପରଦା ଟାଣି ପୂଜା ନିର୍ଦ୍ଦେଶକୁ ବିରୋଧ କରି କଟକରେ ପ୍ରତିବାଦ। ବିଭିନ୍ନ ସାମାଜିକ ସଂଗଠନର ସଦସ୍ୟ ଓ କାର୍ଯ୍ୟକର୍ତା ସମେତ ବିଜେପି ପକ୍ଷରୁ କଟକ ବନ୍ଦ ଡାକରା ଦିଆଯାଇଛି। ଗଣେଶ ପୂଜାରେ ବିଭିନ୍ନ ପୂଜା ମଣ୍ଡପରେ ମୃଣ୍ମୟୀ…

ରାଜ୍ୟରେ କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୬୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ରାଜ୍ୟରେ ୨୪ ଘଣ୍ଟାରେ ୬୩୮ କରୋନା…

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୬୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୨୮୦୫ରେ ପହଞ୍ଚିଛି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୨ ଜଣ କ୍ୱାରେଣ୍ଟାଇନ୍‌ରୁ…

ନାବାଳକକୁ ହତ୍ୟା, ବେଳାଭୂମିରୁ ମୃତଦେହ…

ପୁରୀ: ସାଙ୍ଗକୁ ହତ୍ୟା କରି ନାବାଳକ ଫେରାର୍। ପୁରୀରେ ଜଣେ ନାବାଳକକୁ ହତ୍ୟା ପରେ ବେଳାଭୂମିରେ ମୃତଦେହ ଫିଙ୍ଗି ହତ୍ୟାକାରୀ ଫେରାର୍‌। ମୃତ ନାବାଳକ ହେଲେ ବଳିଆପଣ୍ଡା ବସ୍ତିର ଦୀନବନ୍ଧୁ ସାହୁଙ୍କ ପୁଅ ଶୁଭମ୍‌ ସାହୁ (୧୬)। ମୃତଦେହ ମିଳିବା ପରେ ପୁଲିସ ଏକ ହତ୍ୟା ମାମଲା ରୁଜୁ କରିଛି। ମୃତଦେହ…

ଲକ୍‌ଡାଉନ୍‌ରେ ଅମାନିଆ ଗଣିଲେ ୫୦ କୋଟି…

ଭୁବନେଶ୍ୱର: ଲକ୍‌ଡାଉନ୍‌ରେ ଗତ ୨ ବର୍ଷରେ କମିଶନରେଟ ପୁଲିସ୍‌ ଅମାନିଆଙ୍କ ଠାରୁ ଆଦାୟ କରିଛି ୫୦ କୋଟି। କଟକଣା ନ ମାନିବା ଏବଂ ଟ୍ରାଫିକ୍ ଉଲଂଘନ କରିବା ଅଭିଯୋଗରେ କମିଶନରେଟ୍ ପୋଲିସ ଏହି ଟଙ୍କା ଆଦାୟ କରିଛି। କେବଳ ଭୁବନେଶ୍ୱରରୁ ୪୫ କୋଟି ଟଙ୍କା ଆଦାୟ ହୋଇଥିବା ବେଳେ କଟକବାସୀ ତଣ୍ଡ ଗଣିଛନ୍ତି ୫…