Odisha Link
Bridging the Missing Links in Odisha

ଓଡ଼ିଶାର ମଣ୍ଡା ମଇଁଷିକୁ ମିଳିଲା ଜାତୀୟ…

ଭୁବନେଶ୍ୱର: ଓଡ଼ିଶାର ମଣ୍ଡା ମଇଁଷିକୁ ମିଳିଲା ଜାତୀୟ ମାନ୍ୟତା। ବିରଳ ପ୍ରଜାତିର ଏହି ମଇଁଷି କେବଳ ଓଡ଼ିଶାରେ ହିଁ ଦେଖିବାକୁ ମିଳେ। ତେବେ ବର୍ତ୍ତମାନ ଏହି ମଇଁଷିକୁ ସାରା ଦେଶରେ ୯ମ ବ୍ରିଡ ଭାବେ ଘୋଷଣା କରାଯାଇଛି। ଏହି ମଇଁଷିର ଦେହର ରଙ୍ଗ ସାଧାରଣତଃ ପାଉଁଶିଆ ଓ ଧୁସର ରଙ୍ଗର। ମଣ୍ଡା ମଇଁଷି ଯାହାର…

୬ ଜିଲ୍ଲାରେ ବର୍ଷା ଆଶଙ୍କା, ୟେ‌ଲୋ…

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଏହାର ପ୍ରଭାବରେ ମଙ୍ଗଳବାର ବି ରାଜ୍ୟରେ ବର୍ଷା ଲାଗି ରହିବ। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜାଗାରେ ବର୍ଷା ସମ୍ଭାବନା ଅଛି। ମଙ୍ଗଳବାର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ…

ରାଜ୍ୟରେ ଅପରାଧିକ ମାମଲା ବଢୁଛି: ଗୃହ…

ଭୁବନେଶ୍ବର: ବିଧାନସଭା ମୌସୁମୀ ଅଧିବେଶନର ପଞ୍ଚମ ଦିନରେ ଗୃହକାର୍ଯ୍ୟ ସ୍ବାଭାବିକ ଚାଲିଛି। ଗୃହରେ ବିଧାୟକ ଗଣେଶ ରାମ ଖୁଣ୍ଟିଆଙ୍କ ପ୍ରଶ୍ନର ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଉତ୍ତର ରଖିଛନ୍ତି। ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଅପରାଧିକ ମାମଲା ବଢୁଛି। ୨୦୧୯-୨୦ ବର୍ଷରେ କେତେ ଅପରାଧିକ…

ବ୍ୟବସାୟୀଙ୍କୁ ଅପହରଣ ମାମଲା: ୱେବ୍…

ଭୁବନେଶ୍ୱର: ଜଣେ ବ୍ୟବସାୟୀଙ୍କୁ କିଛି ସାମ୍ବାଦିକ ଅପହରଣ ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଉକ୍ତ ୱେବ ପୋର୍ଟାଲର ସିଇଓ ଗିରଫ। ୱେବ ପୋର୍ଟାଲ ସିଇଓଙ୍କୁ ଓଡିଶା ପୋଲିସର ଏକ ଟିମ କୋଲକାତାରୁ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ ୱେବ ପୋର୍ଟାଲ ଲାଇଭ କଳିଙ୍ଗ ସିଓଓ ତଥା ମୁଖ୍ୟ ଅଭିଯୁକ୍ତ ହେଉଛି ରଘୁନାଥ…

ସ୍ତ୍ରୀକୁ ଦେହ ବ୍ୟବସାୟରେ ଲଗାଇ ସ୍ୱାମୀ…

ଅନୁଗୁଳ: ସ୍ତ୍ରୀକୁ ଦେହ ବ୍ୟବସାୟରେ ଲଗାଇ ସ୍ୱାମୀ କରୁଥିଲେ ବ୍ଲାକ୍‌ମେଲିଂ। ପ୍ରଥମେ ଶାରୀରିକ ସମ୍ପର୍କ ଓ ପରେ ଘଟଣାର ଭିଡିଓ କରି ବ୍ଲାକ୍‌ମେଲିଂ। ଜଣେ ବିଉଟି ପାର୍ଲର ମାଲିକ ଓ ତାଙ୍କ ସ୍ତ୍ରୀ ଏପରି ଷଡ଼ଯନ୍ତ୍ର ରଚିଥିଲେ। ଅନୁଗୁଳ ଜିଲ୍ଲାରେ ଏଭଳି ଘଟଣା ଦେଖିବାକୁ ମିଳିଛି। ପୁଲିସ୍‌ ଏହି ଘଟଣାରେ ୪…

ଆସନ୍ତା ବର୍ଷରୁ କାର୍ଯ୍ୟକ୍ଷମ ହେବ…

ଭୁବନେଶ୍ବର: ଆସନ୍ତା ବର୍ଷରୁ ସୁନ୍ଦରଗଡ଼ ମେଡ଼ିକାଲ କଲେଜ କାର୍ଯ୍ୟକ୍ଷମ ହେବ। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ। ଗୃହରେ ବିବୃତି ରଖି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି, ୨୦୨୨-୨୩ ରୁ ଆଡମିସନ ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି। ଶହେ ଏମବିବିଏସ୍ ସିଟ୍ ଓ ୫୦୦…

ପଞ୍ଜଶୀରକୁ ସମ୍ପୂର୍ଣ୍ଣ ଦଖଲ କଲା…

କାବୁଲ: ପଞ୍ଜଶୀରକୁ ଦଖଲ ତାଲିବାନ। ପଞ୍ଜଶୀର ଘାଟିରେ ଉଡ଼ିଲା ତାଲିବାନ ପତାକା। ଦୀର୍ଘ ଦିନର ସଂଘର୍ଷ ପରେ ଶେଷରେ ପଞ୍ଜଶିରକୁ ସମ୍ପୂର୍ଣ୍ଣ ରୂପେ ଦଖଲ କରିଥିବା ନେଇ ତାଲିବାନ ଦାବି କରିଛି। ଆତଙ୍କବାଦୀ ସଙ୍ଗଠନର କହିବାନୁସାରେ, ସେମାନେ ପଞ୍ଚଶିରକୁ ନିଜ ନିୟନ୍ତ୍ରଣକୁ ନେଇଛନ୍ତି। ସେମାନେ ରେଜିଷ୍ଟାନ୍ସ…

ଆଜିଠୁ ଖୋଲିଲା ସବୁ ବୈଷୟିକ…

ଭୁବନେଶ୍ୱର: ଆଜିଠୁ ଖୋଲିଲା ସବୁ ବୈଷୟିକ ଶିକ୍ଷାନୁଷ୍ଠାନ। କ୍ଲାସ ରୁମରେ ଆରମ୍ଭ ହେବ ଶିକ୍ଷାଦାନ। ବୈଷୟିକ ବିଶ୍ୱବିଦ୍ୟାଳୟ, ଇଞ୍ଜିନିୟରିଂ ଏବଂ ଧନ୍ଦାମୂଳକ କଲେଜ, ପଲିଟେକ୍‌ନିକ୍‌, ଡିପ୍ଲୋମା କଲେଜ, ଆଇଟିଆଇ କଲେଜର ଛାତ୍ରଛାତ୍ରୀମାନେ କ୍ଲାସ ରୁମ୍‌ରେ ଶିକ୍ଷାଗ୍ରହଣ କରିବେ। କ୍ଲାସ ରୁମରେ ଗହଳି…

ଭବାନୀପୁର ଆସନରୁ ପ୍ରତିଦ୍ୱନ୍ଦିତା କରିବେ…

ପଶ୍ଚିମବଙ୍ଗ: ଉପନିର୍ବାଚନ ପାଇଁ ସାନି ତାରିଖ ଘୋଷଣା କରିଛନ୍ତି ଜାତୀୟ ନିର୍ବାଚନ କମିଶନ। ଉପନିର୍ବାଚନ ତାରିଖ ଘୋଷଣା ପରେ ତୃଣମୂଳ କଂଗ୍ରେସ ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛି।  ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭବାନୀପୁର ଆସନରୁ ପ୍ରତିଦ୍ୱନ୍ଦିତା କରିବା ନେଇ ଦଳ ଘୋଷଣା କରିଛି।…

ଆମ୍ବୁଲାନ୍ସରେ ଲାଗିଲା ନିଆଁ

କେନ୍ଦ୍ରାପଡା: ୧୦୮ ଆମ୍ବୁଲାନ୍ସରେ ଲାଗିଲା ନିଆଁ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରପଡା ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ମହିପାଳ ଛକରେ।  ରୋଗୀ ଛାଡି ଫେରୁଥିବା ବେଳେ ୧୦୮ ଆମ୍ବୁଲାନ୍ସରେ ନିଆଁ ଲାଗିଯାଇଛି। ବ୍ୟାଟେରୀ ସଟ୍ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଇଛି।…