ରାଜ୍ୟରେ ୧୧୦ ଛୁଆ କରୋନା ପଜିଟିଭ
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୬୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୩୬୭ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୭୧ ଜଣ ଲୋକାଲ୍ କେସ୍ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ…