Odisha Link
Bridging the Missing Links in Odisha

ଆଫଗାନିସ୍ତାନରେ ସହଶିକ୍ଷା ଉପରେ ଲାଗିଲା…

କାବୁଲ: ଆଫଗାନିସ୍ତାନକୁ ଅକ୍ତିଆର ପରେ ତାଲିବାନୀଙ୍କ ରାଜ। ଆଫଗାନିସ୍ତାନରେ ସହଶିକ୍ଷା ଉପରେ ଲାଗିଲା ରୋକ୍।ଆଫଗାନିସ୍ତାନରେ ନୂତନ ସରକାର ଗଠନ କରିବା ପାଇଁ ଚେଷ୍ଟା କରୁଥିବା ତାଲିବାନ ଶେଖ ଅବଦୁଲ ବାକି ହକାନୀଙ୍କୁ ଆଫଗାନିସ୍ତାନର ଉଚ୍ଚଶିକ୍ଷା ମନ୍ତ୍ରୀ ଭାବରେ ନିଯୁକ୍ତ କରିଛି। କ୍ଷମତା ଦଖଲ ପରେ…

ବିବାହ ମଣ୍ଡପରେ ବର-କନିଆଁଙ୍କ…

ନୂଆଦିଲ୍ଲୀ: ନିଜ ବିବାହକୁ ସ୍ମରଣୀୟ କରିବାକୁ ବର-କନିଆଁ ସବୁ ବେଳେ କିଛି ନୂଆ ପ୍ରୟାସ କରିଥାନ୍ତି। ଏଥିସହ ବିବାହ ପୂର୍ବରୁ କିଭଳି ସ୍ଲିମ ଏବଂ ଫିଟ୍‌ ରହିବେ ସେଥିପାଇଁ ମଧ୍ୟ ତତ୍ପର ଥାଆନ୍ତି। କିନ୍ତୁ ଏଭଳି ଏକ ବର-କନିଆଁ ଯିଏ ବିବାହ ମଣ୍ଡପ ଉପରେ ଫିଟ୍‌ ରହିବା ପାଇଁ ଉଦ୍ୟମ କରୁଥିବା ଦେଖିବାକୁ…

ସେପ୍ଟେମ୍ବର ୧ରୁ ସୁପ୍ରିମକୋର୍ଟରେ…

ନୂଆଦିଲ୍ଲୀ: ଆସନ୍ତା ସେପ୍ଟେମ୍ବର ୧ରୁ ସୁପ୍ରିମକୋର୍ଟରେ ହେବ ଅଫ୍‌ଲାଇନ ଶୁଣାଣି। କୋଭିଡ ସ୍ଥିତି ଯୋଗୁ ଦୀର୍ଘ ଦିନ ଧରି ସର୍ବୋଚ୍ଚ ଅଦାଲତରେ ଭିଡିଓ କନଫରେନ୍ସିଂ ଜରିଆରେ ଶୁଣାଣି ହୋଇ ଆସୁଥିଲା। ସେପ୍ଟେମ୍ବର ୧ରୁ ସୁପ୍ରିମକୋର୍ଟରେ ସ୍ବାଭାବିକ ଶୁଣାଣି ହେବ। ଭର୍ଚୁଆଲ ଶୁଣାଣି ନେଇ ଓକିଲ ମାନଙ୍କୁ…

ତାଲିବାନୀଙ୍କ ବନ୍ଧୁକ ମୁନରେ…

କାବୁଲ: ବନ୍ଧୁକ ମୁନରେ ସାମ୍ବାଦିକଙ୍କ ଖବର ପରିବେଷଣ। ଷ୍ଟୁଡିଓ ଭିତରେ ସାମ୍ବାଦିକଙ୍କୁ ଘେରି ରହିଛନ୍ତି ବନ୍ଧୁକଧାରୀ ତାଲିବାନୀ। ଏଭଳି ପରିସ୍ଥିତିରେ ନ୍ୟୁଜ ପଢ଼ୁଛନ୍ତି ଜଣେ ସାମ୍ବାଦିକ। ନିଜେ ଭୟଭୀତ ଥିଲେ ମଧ୍ୟ ଅନ୍ୟମାନଙ୍କୁ ‘ଭୟ କର ନାହିଁ’ ବୋଲି ସେ କହୁଛନ୍ତି। ଆଫଗାନିସ୍ତାନରୁ ଏଭଳି ଏକ ଚିତ୍ର…

ଉତ୍ତରାଖଣ୍ଡରେ ଭୂସ୍ଖଳନ: ୨ ମୃତ, ୫…

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ଗତ କିଛି ଦିନ ଧରି ପ୍ରକୃତି ତାଣ୍ଡବ କରୁଛି। ଉତ୍ତରାଖଣ୍ଡରେ ପିଥୌରାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା କାରଣରୁ ଭୂସ୍ଖଳନ। ଗତକାଲି ବିଳମ୍ବିତ ରାତିରେ ପ୍ରବଳ ବର୍ଷା କାରଣରୁ ଭୁସ୍ଖଳନ ହୋଇଛି ଫଳରେ ଅନେକଙ୍କ ଘର ଭାଙ୍ଗିବା ସହ ଅନେକ କ୍ଷୟକ୍ଷତି ଘଟିଛି। ଏଥିରେ ଦୁଇ ଜଣଙ୍କର ପ୍ରାଣ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଓଡିଶାରେ ସ୍ନାତକ (ୟୁଜି) ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ କଲ୍ୟାଣ ଏବଂ କ୍ୟାରିୟରକୁ ଦୃଷ୍ଟିରେ ରଖି ସ୍ନାତକ ଶେଷ ସେମିଷ୍ଟାରର ପରୀକ୍ଷାର ଫାଇନାଲ…

ଟ୍ରେନ୍‌ ଧକ୍କାରେ ଚାଲିଗଲା ୩ ଜୀବନ

ଗଞ୍ଜାମ:  ବ୍ରହ୍ମପୁର ହଳଦିଆପଦରରେ ମର୍ମନ୍ତୁଦ ଦୁର୍ଘଟଣା। ଟ୍ରେନ୍ ଧକ୍କାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ଲେଭଲ୍‌ କ୍ରସିଂ ନିକଟରେ ଏହି ଦୁର୍ଘଟଣା ଘଟିଛି। ରେଳ ଧାରଣା ଅତିକ୍ରମ କରୁଥିବା ବେଳେ ସେମାନଙ୍କୁ ଟ୍ରେନ୍ ଧକ୍କା ଦେଇଥିବା ସନ୍ଦେହ କରାଯାଉଛି। ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ଘଟଣାସ୍ଥଳରେ…

ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସାଧାରଣ…

ପୁରୀ: ଆଜି ପବିତ୍ର ଜନ୍ମାଷ୍ଟମୀ। ଜନ୍ମାଷ୍ଟମୀ ଉପଲକ୍ଷେ ଶ୍ରୀମନ୍ଦିରରେ ବନ୍ଦ ରହିବ ଭକ୍ତଙ୍କ ସାଧାରଣ ଦର୍ଶନ। ଅଧିକ ଗହଳି ଆଶଙ୍କାରେ ମନ୍ଦିର ରଖିବାକୁ ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଜନ୍ମାଷ୍ଟମୀରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ଅନୁଷ୍ଠିତ ହେବ। ପରମ୍ପରା ଅନୁସାରେ ଜନ୍ମାଷ୍ଟମୀ ନୀତି…

କରୋନା ନେଲା ଆଉ ୬୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯୦୧କୁ ବୃଦ୍ଧି ପାଇଛି। ଏନେଇ…

ରାଜ୍ୟରେ ଦିନକରେ ୯୭ ଛୁଆ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୩୫୪ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୫୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା…