Odisha Link
Bridging the Missing Links in Odisha
Browsing Category

ବାଣିଜ୍ୟ

ବ୍ୟାଙ୍କ କର୍ମଚାରୀଙ୍କ ୨ ଦିନିଆ ଧର୍ମଘଟ

ନୂଆଦିଲ୍ଲୀ: ଆଜିଠୁ ସାରା ଦେଶରେ ୨ ଦିନିଆ ବ୍ୟାଙ୍କ ଧର୍ମଘଟ। ସରକାରଙ୍କ ବ୍ୟାଙ୍କ ଘରୋଇକରଣ ବିରୋାଧରେ ବ୍ୟାଙ୍କ ୟୁନିଅନଗୁଡ଼କ ୨ ଦିନିଆ ଧର୍ମଘଟ ଡାକରା ଦେଇଛନ୍ତି। ଗୁରୁବାର ଓ ଶୁକ୍ରବାର ୨ ଦିନ ଏଥିପାଇଁ ବ୍ୟାଙ୍କ ବନ୍ଦ ରହିବ। ଧର୍ମଘଟ ଡାକରା ଫଳରେ ଆଜି ଓ କାଲି ବ୍ୟାଙ୍କ ସେବା ପ୍ରଭାବିତ ହେବ।…

ପୁଣି ବଢ଼ିଲା ତୈଳ ଦର

ନୂଆଦିଲ୍ଲୀ: ପୁଣି ବଢ଼ିଲା ତୈଳ ଦର। ଅନ୍ତରାଷ୍ଟ୍ରୀୟ ବଜାରରେ ତେଲ ଦର ବୃଦ୍ଧି ହେବା ଫଳରେ ଦେଶରେ ମଧ୍ୟ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି। ତେଲ ବିତରଣ କମ୍ପାନୀମାନେ ଆଜି ଜାରି କରିଥିବା ନୂଆ ଦାମ ଅନୁଯାୟୀ ପେଟ୍ରୋଲ ୨୦ ରୁ ୨୨ ପଇସା ପ୍ରତିଲିଟର ମହଙ୍ଗା ହୋଇଛି । ସେହିଭଳି ଡିଜେଲ ଦର ୨୫ ପଇସା…

ଅକ୍ଟୋବର ମାସରେ ୨୧ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ : ପାର୍ବଣ ଋତୁ ପାଇଁ ଅକ୍ଟୋବର ମାସରେ ବ୍ୟାଙ୍କଗୁଡିକ ୨୧ ଦିନ ପାଇଁ ବନ୍ଦ ରହିବ। ଦେଶର ଭିନ୍ନ ଭିନ୍ନ ରାଜ୍ୟ ପାଇଁ ଭିନ୍ନ ଭିନ୍ନ ଦିନ ବନ୍ଦ ରହିବ ବ୍ୟାଙ୍କ୍। ଅକ୍ଟୋବର ମାସରେ ଯଦି ବ୍ୟାଙ୍କରେ ଆପଣଙ୍କର କୌଣସି କାମ ଥାଏ ତେବେ ଛୁଟିଦିନ ତାଲିକା ଆଗ ଦେଖିନିଅନ୍ତୁ। ଅକ୍ଟୋବର ମାସରେ ଗାନ୍ଧୀ…

ପୁଣି ବଢିଲା ତୈଳ ଦର

ନୂଆଦିଲ୍ଲୀ: ପୁଣି ବଢିଲା ତୈଳ ଦର। ଲଗାତାର ତୃତୀୟ ଦିନ ପାଇଁ ପୁଣି ଥରେ ବଢିଛି ଡିଜେଲ ଦର। ଆଜି ଅଏଲ ମାର୍କେଟିଂ କମ୍ପାନୀଗୁଡ଼ିକ ଡିଜେଲ ଦର ପୁଣି ଥରେ ୨୫ ପଇସାରୁ ୨୭ ପଇସା ବୃଦ୍ଧି କରିଛନ୍ତି। ଆଜିର ଦର ବୃଦ୍ଧି ପରେ ଦିଲ୍ଲୀରେ ଡିଜେଲ ଦର ଲିଟର ପିଛା ୮୯.୦୭ ଟଙ୍କାରୁ ବୃଦ୍ଧି ପାଇ ୮୯.୩୨ ଟଙ୍କାରେ…

ରେକର୍ଡ କଲା ସେନସେକ୍ସ

ନୂଆଦିଲ୍ଲୀ: ଆଜି ଶୁକ୍ରବାରରେ ସେୟାର ବଜାର ରେକର୍ଡ ସ୍ତରରେ ପହଞ୍ଚି ବନ୍ଦ ହୋଇଛି। ସର୍ବକାଳୀନ ରେକର୍ଡ ସ୍ତରରେ ପହଞ୍ଚିଛି ସେନସେକ୍ସ। ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ପ୍ରମୁଖ ଇଣ୍ଡେକ୍ସ ସେନସେକ୍ସ ୧୬୩.୧୧ ଅଙ୍କ (୦.୨୭%) କୁ ବୃଦ୍ଧି ହୋଇ ୬୦,୦୪୮.୪୭ ପଏଣ୍ଟ ସ୍ତରରେ ବନ୍ଦ ହୋଇଛି। ସେହପିରି ନ୍ୟାସନାଲ୍…

ଏଣିକି ମହଙ୍ଗା ହେବ ଅନଲାଇନ୍ ଫୁଡ…

ନୂଆଦିଲ୍ଲୀ: ଏଣିକି ମହାଙ୍ଗା ହେବ ଅନଲାଇନ୍ ଫୁଡ ଡେଲିଭରି। ଜିଏସଟି କାଉନସିଲ କମିଟିର ବୈଠକରେ ଏନେଇ ଆଲୋଚନା ହେବ । ସ୍ୱିଗି ଓ ଜୋମାଟୋ ପରି ଫୁଡ ଡେଲିଭରି ଆପ୍ସ ଗୁଡିକୁ ୫ ପତିଶତ ଜିଏସଟି ଅନ୍ତର୍ଭୁକ୍ତ କରିବାକୁ କିମଟିର ଫିଟମେଣ୍ଟ ପ୍ୟାନେଲ ସୁପରିଶ କରିବା ପରେ ଏନେଇ ନିଷ୍ପତ୍ତି ନେବ ଜିଏସଟି କାଉନସିଲ…

ଏକାଠି ହେଲେ ରିଲାଏନ୍ସ ଏଣ୍ଟରଟେନ୍‌ମେଣ୍ଟ…

ମୁମ୍ବାଇ: ଦେଶର ବହୁ ନାମୀଦାମୀ କମ୍ପାନୀ ରିଲାଏନ୍ସ ଏଣ୍ଟରଟେନମେଣ୍ଟ ଓ ହିନ୍ଦୀ ସିନେମା ଜଗତର ପ୍ରତିଷ୍ଠିତ କମ୍ପାନୀ ଟି-ସିରିଜ୍ ଖୁବ୍ ଶୀଘ୍ର ମିଳିତ ଭାବେ କାମ କରିବାକୁ ଯାଉଛନ୍ତି। ରିଲାଏନ୍ସ ଏଣ୍ଟରଟେନମେଣ୍ଟ ଓ ଟି-ସିରିଜ୍, ମିଳିତ ସହଯୋଗରେ ୧୦ଟି ଫିଲ୍ମ ପ୍ରସ୍ତୁତ କରିବା ନେଇ ଘୋଷଣା କରିଛନ୍ତି।…

କମିପାରେ ଖାଇବା ତେଲ ଦର

ନୂଆଦିଲ୍ଲୀ: ଏକ ବର୍ଷ ଭିତରେ ଖାଇବା ତେଲ ମୂଲ୍ୟ ୬୪% ବୃଦ୍ଧି ହୋଇଥିବା ବେଳେ ଖୁବ ଶୀଘ୍ର ଖାଇବା ତେଲ ମୂଲ୍ୟ ଶସ୍ତା ହୋଇପାରେ। କାରଣ ପାମୋଲିନ ତେଲ, ସୋୟା ତେଲ ଏବଂ ସୂର୍ଯ୍ୟମୁଖୀ ତେଲ ଭଳି ଖାଇବା ତେଲର ଆମଦାନୀ ଉପରେ କେନ୍ଦ୍ର ଆମଦାନୀ ଶୁଳ୍କକୁ କେନ୍ଦ୍ର ସରକାର ୨.୫ ପ୍ରତିଶତକୁ ହ୍ରାସ କରିଛନ୍ତି।…

କମିଲା ସୁନା ଓ ରୁପା ଦର

ନୂଆଦିଲ୍ଲୀ: କମିଲା ସୁନା ଓ ରୁପା ଦର। ଘରୋଇ ବଜାରରେ କ୍ରମାଗତ ଦ୍ୱିତୀୟ ଦିନ ପାଇଁ ସୁନାର ମୂଲ୍ୟ ହ୍ରାସ ପାଇଥିବାବେଳେ ରୂପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଏମସିଏକ୍ସରେ, ସୁନା ୦.୦୪ ପ୍ରତିଶତ ହ୍ରାସ ପାଇ ୧୦ ଗ୍ରାମ ପିଛା ୪୭,୪୦୬ ଟଙ୍କା ହୋଇଛି। ସେହିପରି ରୂପା ଦାମ୍ ୦.୧୩ ପ୍ରତିଶତ ହ୍ରାସ ପାଇ ୬୫,୨୦୮…

ରାଜ୍ୟରେ ବନ୍ଦ ହୋଇଛି ୩୨୦୭ ଉଦ୍ୟୋଗ

ଭୁବନେଶ୍ୱର: କରୋନା ମହାମାରୀର ପ୍ରଭାବ ଅର୍ଥନୀତି ଉପରେ ବିଶେଷଭାବେ ପଡିଛି। ଫଳରେ କେତକେ ଶିଳ୍ପାନୁଷ୍ଠାନ ବନ୍ଦ ହୋଇ ପଡିଛି ତ କେତେକର ଅବସ୍ଥା ଅତି ଶୋଚନୀୟ ହୋଇଛି। ଏହାରି ମଧ୍ୟରେ କରୋନା ସ୍ଥିତି ପାଇଁ ଉଦ୍ୟୋଗ ବନ୍ଦ ନେଇ ଗୃହରେ ଉତ୍ତର ରଖିଛନ୍ତି ଶିଳ୍ପମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର।…