Browsing Category
ସହର
ରାଜଧାନୀରେ ବୃଦ୍ଧି ପାଇଲା କଣ୍ଟେନମେଣ୍ଟ…
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବୃଦ୍ଧି ପାଇଲା କଣ୍ଟେନମେଣ୍ଟ୍ ଜୋନ୍ ସଂଖ୍ୟା। ମଙ୍ଗଳବାର ବମିଖାଲ ଜୟଦୁର୍ଗା ନଗର ଓ ଭିଏଏସ୍ଏସ୍ ନଗରକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଥିବା ବେଳେ ଆଜି କସମପଲିସର ୪ଟି ଫ୍ଲାଟକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ବିଏମସି।
ଗତକାଲି ୨ଟି ସ୍ଥାନ କୁ ଘୋଷଣା…
ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍
ଭୁବନେଶ୍ବର: ରାଜ୍ୟରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ଏଣ୍ଟ୍ରି। ଅନ୍ୟପଟେ ରାଜଧାନୀ ଭୁବନେଶ୍ବରକୁ ପୁଣିଥରେ ଫେରିଲା କଣ୍ଟେନମେଣ୍ଟ ଜୋନ୍। ବମିଖାଲ ଜୟଦୁର୍ଗା ନଗର ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ବିଏମସି।
ବମିଖାଳ ଜୟଦୁର୍ଗା ଅଞ୍ଚଳରେ ଥିବା ପ୍ଲଟ୍ ନଂ ୧୩୦୩/ ୧୩୦୪ ଅଞ୍ଚଳରୁ ଏକାଧିକ…
ରାତି ୧୦ଟା ପରେ ବାଜିବନି ଡିଜେ, ଫୁଟିବନି…
ଭୁବନେଶ୍ବର: ଚାଲିଛି ବାହାଘରର ଋତୁ। ହେଲେ କଟକଣାକୁ ଖୁଲମଖୁଲା ଉଲ୍ଲଘଂନ କରୁଛନ୍ତି ଲୋକେ। ଏଣିକି ରାତି ୧୦ଟା ପରା ବିବାହ ପ୍ରସେସନରେ ଡିଜେ ସାଉଣ୍ଡ ଓ ବାଣ ଫୁଟାଇବା ମନା। ଏନେଇ କଟକଣା କଡ଼ାକଡ଼ି କଲା କମିଶନରେଟ୍ ପୋଲିସ। ପୂର୍ବରୁ ଏହି ନିୟମ ବଳବତ୍ତର ରହିଥିଲେ ବି ଏହି ନିୟମକୁ ଲୋକେ ମାନୁନଥିଲେ।…
ରାଜଧାନୀରୁ ୫୫ କେଜି ଗଞ୍ଜେଇ ଜବତ
ଭୁବନେଶ୍ବର: ରାଜଧାନୀରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ। ଏନେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଗିରଫ ଯୁବକଙ୍କ ନାମ ମାଧବା ଦିଗାଲ ବୋଲି ଜଣାପଡିଛି।
ସୂଚନା ମୁତାବକ, ଗଞ୍ଜେଇ କାରବାର ନେଇ ଅକବାରୀ ନିକଟରେ ଖବର ରହିଥିଲା। ପୂର୍ବ ସୂଚନାନୁସାରେ ଅବକାରୀ ବିଭାଗ ବରମୁଣ୍ଡା…
CHSE ସାମ୍ନାରେ ହାତ କାଟିଲେ ଛାତ୍ରୀ
ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ଆଗରେ ହାତ କାଟିଲେ ଛାତ୍ରୀ। ଉଚିତ୍ ମୂଲ୍ୟାୟନ ଦାବିରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ଆଗରେ ହାତ କାଟିଦେଇଛନ୍ତି ଛାତ୍ରୀ। ଯୁକ୍ତ ୨ ଏକ୍ସ ରେଗୁଲାର୍ ଡ୍ରପଆଉଟ୍ ଛାତ୍ରୀ ହାତ କାଟିଥିବା ନେଇ ଜଣାପଡିଛି। ଉଚିତ୍ ମୂଲ୍ୟାୟନ ଦାବି…
ଉଦ୍ଧାର ଛାତ୍ରଙ୍କ ମୃତଦେହ ଚିହ୍ନଟ କଲେ…
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପାଣି ସୁଅରେ ଭାସି ଯାଇଥିବା ଦଶମ ଶ୍ରେଣୀର ଛାତ୍ରଙ୍କର ମୃତଦେହ ଉଦ୍ଧାର ହୋଇଛି। ଉଦ୍ଧାର ହେବା ପରେ ଛାତ୍ରଙ୍କ ମୃତଦେହ ଚିହ୍ନଟ କରିଛନ୍ତି ନିକଟ ସମ୍ପର୍କୀୟ। ସେ ଜ୍ୟୋତିପ୍ରକାଶ ବେହେରା ଓରଫ୍ ରାଜା ବୋଲି ତାଙ୍କର ମାଉସୀ ଏମ୍ସରେ ଚିହ୍ନଟ କରିଥିବା ଜଣାଯାଇଛି।…
ଅନନ୍ତ ବ୍ରତ ପାଇଁ ଗାଇଡଲାଇନ ଆଣିଲା…
ଭୁବନେଶ୍ବର: ଅନନ୍ତ ବ୍ରତ ପାଇଁ ଗାଇଡଲାଇନ୍ ଆଣିଲା ବିଏମସି। ଆସନ୍ତାକାଲି ଅନନ୍ତ ବ୍ରତ ପଡୁଥିବାରୁ କୋଭିଡ୍ ସଂକ୍ରମଣକୁ ଆଖି ଆଗରେ ରଖି ଗାଇଡଲାଇନ ଧାର୍ଯ୍ୟ କରିଛି ଭୁବନେଶ୍ୱର ମହାନଗର ନିଗମ। ଆସନ୍ତାକାଲି ଅନନ୍ତ ବ୍ରତ ସକାଶେ ଭୁବନେଶ୍ୱର ଅନନ୍ତ ବାସୁଦେବ ମନ୍ଦିରରେ ଭକ୍ତଙ୍କ ଗହଳି ହୋଇପାରେ। ଯାହା…
କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ
ଭୁବନେଶ୍ୱର: ଏସଟିଏଫ ପଞ୍ଝାରେ ବ୍ରାଉନସୁଗାର ବେପାରୀ। ଭୁବନେଶ୍ୱରରୁ ଦୁଇ ଆନ୍ତରାଜ୍ୟ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିଛି ଏସଟିଏଫ୍। ପାଖାପାଖି କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ କରିଛି ଏସଟିଏଫ ଟିମ୍। ଗିରଫ ଦୁଇ ଅଭିଯୁକ୍ତ ରକିବୁଲ ଲସ୍କର ଓ ସୁଧନ୍ୟ ଗୟାନ ପଶ୍ଚିମବଙ୍ଗର ବୋଲି ଜଣାପଡିଛି।…
ବର୍ଷାର ପ୍ରଭାବରୁ ଆଜି ନନ୍ଦନକାନନ ବନ୍ଦ
ଭୁବନେଶ୍ୱର: ଲଗାଣ ବର୍ଷା କାରଣରୁ ଆଜି ନନ୍ଦନକାନନକୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଛି। ନନ୍ଦନକାନନର ୪ଟି ସଫାରୀ ସମେତ ବୋଟିଂକୁ ବି ବନ୍ଦ କରିଦିଆଯାଇଛି। ପର୍ଯ୍ୟଟକ ଓ ଜୀବଜନ୍ତୁଙ୍କ ସୁରକ୍ଷା ପାଇଁ ଆଜି ଏହାକୁ ବନ୍ଦ କରିବା ନେଇ ନିଷ୍ପତି ନିଆଯାଇଛି।
ତେବେ ଲଗାଇ ବର୍ଷା କାରଣରୁ କୌଣସି…
ଲଗାଣ ବର୍ଷା ସତ୍ତ୍ୱେ କଟକରେ ବିଜେପି…
କଟକ: ଲଗାଣ ବର୍ଷା ସତ୍ତ୍ୱେ କଟକ ବାଦାମବାଡ଼ି ଠାରେ ବିଜେପି କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ କଟକ ବନ୍ଦ ଡାକରା ଦିଆଯାଇଛି। ଏହାସହ ସହରର ବିଭିନ୍ନ ଅଞ୍ଚଳରେ ମଧ୍ୟ୍ୟ ଏହି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତେବେ କଟକ ବନ୍ଦ ଡାକରା ଦିଆଯାଇଥିବାବେଳେ ଲଗାଣ…