Odisha Link
Bridging the Missing Links in Odisha
Browsing Category

ଅପରାଧ

ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ…

ଓଏଲ୍‌ ବ୍ୟୁରୋ: ମହଙ୍ଗା ପଡିଲା ଆୟ ବହିର୍ଭୂତ ସମ୍ପତ୍ତି। ଖୋର୍ଦ୍ଧା ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ ଗିରଫ ହୋଇଛନ୍ତି। ବୁଧବାର ସୂର୍ଯ୍ୟମଣିଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ…

ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ…

ଓଏଲ୍‌ ବ୍ୟୁରୋ: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ଅଧିକାରୀ ତାଙ୍କ ଘରେ ପହଞ୍ଚି ବୟାନ ରେକର୍ଡ କରିଛନ୍ତି। ଆଜି ବିରୋଧୀଙ୍କ ପକ୍ଷରୁ ଗୃହରେ ଆଗତ ମୁଲତବୀ ପ୍ରସ୍ତାବ ଆଲୋଚନାରେ ଉତ୍ତର ରଖି ଉପରୋକ୍ତ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ…

ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଦୁର୍ନୀତି…

ଓଏଲ୍‌ ବ୍ୟୁରୋ: ଗନ୍ଧମାର୍ଦନ ଲୋଡିଂ ଏଜେନ୍ସି ମାମଲାରେ ବିଜେଡି ନେତା ରାଜା ଚକ୍ରଙ୍କ ପାଇଁ ଅଡ଼ୁଆ ବଢ଼ିଛି। ଆଗୁଆ ଜାମିନ ଆବେଦନକୁ ଉଚ୍ଚ ନ୍ୟାୟାଳୟ ବୁଧବାର ଖାରଜ କରିଥିବାବେଳେ ଗିରଫ ହୋଇଛନ୍ତି ବିଜେଡି ନେତା ରାଜା ଚକ୍ର। ଏନେଇ ସାମ୍ବାଦିକ ସମ୍ମିଳନୀ କରି କ୍ରାଇମବ୍ରାଞ୍ଚ ଏଡିଜି ସୂଚନା ଦେଇଛନ୍ତି।…

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଘଟଣା:…

ଓଏଲ୍ ବ୍ୟୁରୋ: ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ ଭୁବନେଶ୍ଵର। ଚୋରି, ରାହାଜାନୀ, ଛିନତାଇ ବଢ଼ିଛି। ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ। ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଭୁବନେଶ୍ଵର ଘରୁ ଚୋରି ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ନିରଞ୍ଜନ ପ୍ରଶ୍ନ ଉଠାଇଥିବାବେଳେ ଚୋରକୁ କାବୁ କରି…

କିଟ୍ ଛାତ୍ରୀ ମୃତ୍ୟୁ ମାମଲା: ଦୁଃଖ…

ଓଏଲ୍‌ ବ୍ୟୁରୋ: ଭୁବନେଶ୍ୱରର କଳିଙ୍ଗ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟର ହଷ୍ଟେଲ କ୍ୟାମ୍ପସରେ ଜଣେ ବି.ଟେକ୍‌ ତୃତୀୟ ବର୍ଷର ଛାତ୍ରୀଙ୍କ ମୃତଦେହ ମିଳିବା ପରେ ସାରା ଦେଶରେ ଚହଳ ସୃଷ୍ଟି କରିଛି। ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ କିଟ୍ ଲିଖିତ ଉତ୍ତର…

ରାଜ୍ୟରେ ବଢୁଛି ଅପରାଧ, ଚିନ୍ତା ବଢ଼ାଇଲା…

ଓଏଲ୍‌ ବ୍ୟୁରୋ: ବିଧାନସଭା ବଜେଟ ଅଧିବେଶନର ଆଜି ଚତୁର୍ଥ କାର୍ଯ୍ୟ ଦିବସ। ବିଭିନ୍ନ ବିଭାଗର ରହିଛି ପ୍ରଶ୍ନକାଳ। ଗୃହରେ ବିଭାଗୀୟ ମନ୍ତ୍ରୀ ବିଭିନ୍ନ ପ୍ରଶ୍ନର ଉତ୍ତର ରଖୁଛନ୍ତି। ଏସବୁ ଭିତରେ ଚିନ୍ତା ବଢ଼ାଇଛି ରାଜ୍ୟରେ ଘଟୁଥିବା ଅପରାଧିକ ମାମଲା ସଂଖ୍ୟା। ୨୦୨୩ ତୁଳନାରେ ୨୦୨୪ରେ ଅପରାଧିକ ମାମଲା…

ଠାବ ହେଲା ବିପୁଳ ସମ୍ପତ୍ତି, ବନ୍ଧା ହେଲେ…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ସୁନ୍ଦରଗଡ଼ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ ସାହୁଙ୍କ ବିଭିନ୍ନ ଠିକଣାରେ ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କୁ ଗିରଫ କରାଯାଇଛି। ଆୟ ବହିର୍ଭୁତ ସଂପତ୍ତି ଠୁଳ ମାମଲାରେ ତାଙ୍କ ଅଫିସ ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ପରେ ଆଖି…

ନବ ଦାସ ହତ୍ୟାକାଣ୍ଡ ମାମଲା: ସାମ୍ନାକୁ…

ଓଏଲ୍‌ ବ୍ୟୁରୋ: ଆଉ ଦିନ କେଇଟା ପରେ ଓଡ଼ିଶାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ୨ ବର୍ଷ ପୂରିବ। ନବ ଦାସଙ୍କ ମୃତ୍ୟୁକୁ ନେଇ ଆସିଛି ବଡ଼ ଖବର। ନବ ଦାସଙ୍କୁ ଏକାଧିକ ବନ୍ଧୁକରୁ ହୋଇଥିଲା ଗୁଳିମାଡ଼। ରାଜ୍ୟ ଫରେନ୍‌ସିକ୍‌ ସାଇନ୍ସ ଲାବ୍ରୋଟାରି ରିପୋର୍ଟରେ ଅନେକ ଗୁରୁତ୍ବପୂର୍ଣ୍ଣ…

ଇମ୍ରାନ୍‌ ଖାନ୍‌ଙ୍କୁ ୧୪ ବର୍ଷ ଜେଲ୍…

ଓଏଲ୍‌ ବ୍ୟୁରୋ: ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ ୧୪ ବର୍ଷ ଜେଲ୍ ଦଣ୍ଡାଦେଶ ଦେଲେ ପାକିସ୍ତାନ କୋର୍ଟ। ଦୁର୍ନୀତି ମାମଲାରେ ୧୪ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଲେ କୋର୍ଟ। ଇମ୍ରାନ୍‌ ଖାନ୍‌ଙ୍କ ପତ୍ନୀଙ୍କୁ ମଧ୍ୟ ୭ ବର୍ଷ ସଜ୍ଜା ଦେଲେ ପାକିସ୍ତାନ କୋର୍ଟ।ଅଲକାଦିର ଟ୍ରଷ୍ଟ…

ସୈଫ୍ ଅଲ୍ଲି ଖାନ୍‌ଙ୍କୁ ହତ୍ୟା ଉଦ୍ୟମ:…

ଓଏଲ୍‌ ବ୍ୟୁରୋ: ବଲିଉଡ୍ ଜଗତରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ଆକ୍ରମଣକାରୀ ଗିରଫ। ସୁପରଷ୍ଟାର ସୈଫ ଅଲ୍ଲି ଖାନଙ୍କୁ ଛୁରାମାଡ଼ ଘଟଣାରେ ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ମୁମ୍ବାଇ ପୁଲିସ। ପଚରାଉଚରା ପାଇଁ ବାନ୍ଦ୍ରା ଥାନାକୁ ଆଣିଛି ପୁଲିସ। ସିସିଟିଭି ମାଧ୍ୟମରେ ଆକ୍ରମଣକାରୀ ଚିହ୍ନଟ ହୋଇଥିଲା। ସୂଚନା…