Odisha Link
Bridging the Missing Links in Odisha
Browsing Category

ଶିକ୍ଷା

ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ମିଳିବ…

ଓଏଲ୍‌ ବ୍ୟୁରୋ: ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଦିଆଯାଉଥିବା ମଧ୍ୟାହ୍ନ ଭୋଜନର ଖାଦ୍ୟ ନିରାପତ୍ତା ଓ ସ୍ବଚ୍ଛତା ସମ୍ପର୍କିତ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜିଲ୍ଲା ଅଧିକାରୀମାନଙ୍କୁ ନେଇ ଆୟୋଜନ କରାଯାଇଥିଲା । କୃଷି ଭବନର ସମ୍ମିଳନୀ କକ୍ଷରେ ଏହି କାର୍ଯ୍ୟକ୍ରମର ଆୟୋଜନ ହୋଇଯାଇଛି ।…

‘ପିଏମ୍ ବିଦ୍ୟାଲକ୍ଷ୍ମୀ ଯୋଜନା’ରେ ଲାଭ…

ଓଏଲ୍‌ ବ୍ୟୁରୋ: ଏବେ ପ୍ରତିଭାବାନ୍ ଛାତ୍ରଛାତ୍ରୀଙ୍କୁ ଅଧାରୁ ପାଠପଢ଼ା ଛାଡ଼ିବାକୁ ପଡ଼ିବ ନାହିଁ । ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବା ନିମନ୍ତେ ‘ପିଏମ୍ ବିଦ୍ୟାଲକ୍ଷ୍ମୀ ଯୋଜନା’ ଆରମ୍ଭ କରିଛନ୍ତି କେନ୍ଦ୍ର ସରକାର । ଗତକାଲି କେନ୍ଦ୍ର କ୍ୟାବିନେଟ୍ ଏହି ଯୋଜନାକୁ ଅନୁମୋଦନ କରିଛି । ଏହା…

ରାଜ୍ୟରେ ଆରମ୍ଭ ହେବ ‘ଗୋଦାବରୀଶ ମିଶ୍ର…

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ। ଏହି ଯୋଜନା…

ଏବେ ୩ଥର ଜେଇଇ ଆଡଭାନ୍ସ ଦେଇପାରିବେ…

ଓଏଲ୍‌ ବ୍ୟୁରୋ:ଜେଇଇ ଆଡଭାନ୍ସ ଦେଇଥିବା ଛାତ୍ରଛାତ୍ରୀମାନେ ଏବେଠାରୁ ୩ ଥର ଜେଇଇ ଆଡଭାନ୍ସ ପରୀକ୍ଷା ଦେଇପାରିବେ । ନୂଆ ଗାଇଡଲାଇନ ମୁତାବକ, ଇଚ୍ଛୁକ ପ୍ରାର୍ଥୀ ଲଗାତାର ୩ ବର୍ଷ ପାଇଁ ୩ ଥର ପରୀକ୍ଷା ଦେଇପାରିବେ। ଏହାପୂର୍ବରୁ ଜେଇ ଆଡଭାନ୍ସ ପରୀକ୍ଷା ୨ ବର୍ଷରେ ଦୁଇଥର ଦେଇପାରୁଥିଲେ ଛାତ୍ରଛାତ୍ରୀ ।…

ବଡ଼ ଖବର: ଡିସେମ୍ବର ୧୫ରେ ଓସିଏସ୍…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଓସିଏସ୍) ପ୍ରିଲିମିନାରୀ ପରୀକ୍ଷା ନେଇ ବଡ ଖବର ସାମ୍ନାକୁ ଆସିଛି। ସ୍ଥଗିତ ରଖାଯାଇଥିବା ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଓସିଏସ୍) ପ୍ରିଲିମିନାରୀ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ଡିସେମ୍ବର ୧୫…

ଆର.ଆଇ ପରୀକ୍ଷା ବାତିଲ ଦାବିରେ ଆଶାୟୀଙ୍କ…

ଓଏଲ୍‌ ବ୍ୟୁରୋ: ଓଏସଏସଏସସିର ଆର.ଆଇ, ପରୀକ୍ଷାରେ ବ୍ୟାପକ ଅନୀୟମିତତା ଓ ନିଯୁକ୍ତି ଦୁର୍ନୀତିକୁ ବିରୋଧରେ ବନ୍ଦ ହେଉନି ଆନ୍ଦୋଳନ। ଷ୍ଟୁଡ଼େଣ୍ଟସ ଏଗନେଷ୍ଟ କରପସନ ନେତୃତ୍ବରେ ହଜାର ହଜାର ମେଧାବୀ ଜାରି ରଖୁଛନ୍ତି ବିରୋଧ । ପରୀକ୍ଷା ବାତିଲ ଓ ନିଯୁକ୍ତି ଦୁର୍ନୀତିର ତଦନ୍ତ ଦାବି କରି ଲୋୟର ପି.ଏମ୍.ଜିରେ…

ଓଡ଼ିଶାରେ ହିନ୍ଦୀ ଭାଷାର ପ୍ରସାର ପାଇଁ…

ଓଏଲ୍‌ ବ୍ୟୁରୋ:ନୂଆଦିଲ୍ଲୀରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ହିନ୍ଦୀ ସମିତିର ୩୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି।  ଏହି ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାରେ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ପାଇଁ କେତେକ ପ୍ରସ୍ତାବ ରଖିଥିଲେ। ଓଡ଼ିଶାରେ…

ମାଟ୍ରିକ ପରୀକ୍ଷା: ଆଜିଠୁ ଫର୍ମ ଫିଲଅପ୍‌…

ଓଏଲ୍‌ ବ୍ୟୁରୋ: ୨୦୨୪-୨୫ ଶିକ୍ଷାବର୍ଷର ମାଟ୍ରିିକ୍‌ ପରୀକ୍ଷା ନିମନ୍ତା ଆଜିଠୁ ଆରମ୍ଭ ହୋଇଛି ଫର୍ମ ଫିଲଅପ୍‌ ପ୍ରକ୍ରିୟା। ଏହି ପ୍ରକ୍ରିୟା ଆଜିଠୁ ୧୮ ତାରିଖ ରାତି ୧୧ଟା ୪୫ ମିନିଟ ପର୍ଯ୍ୟନ୍ତ ଚାଲିବ। ମାଟ୍ରିକ୍ ରେଗୁଲାର ଓ ଏକ୍ସରେଗୁଲାରର ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ଅନ୍‌ଲାଇନରେ ବିଦ୍ୟାଳୟ…

ହାଇକୋର୍ଟଙ୍କ ବଡ଼ ନିଷ୍ପତି: ୨୦ରୁ କମ୍…

ଓଏଲ୍‌ ବ୍ୟୁରୋ: ବିଦ୍ୟାଳୟ ମିଶ୍ରଣ ନିଷ୍ପତ୍ତିକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ୨୦ରୁ କମ୍ ପିଲା ଥିବା ସ୍କୁଲକୁ ବନ୍ଦ କରି ପାଖ ସ୍କୁଲରେ ମିଶ୍ରଣ ଲାଗି ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ହାଇକୋର୍ଟ କାଏମ ରଖିଛନ୍ତି। ତେବେ ମିଶ୍ରଣକୁ ବିରୋଧ କରୁଥିବା ଆବେଦନକାରୀ ଜିଲ୍ଲା ଅଭିଯୋଗ ସେଲରେ ଅଭିଯୋଗ…

MBBS କାଉନସେଲିଂ ନେଇ ବିଜ୍ଞପ୍ତି…

ଓଏଲ୍‌ ବ୍ୟୁରୋ: MBBS/BDS ତୃତୀୟ ରାଉଣ୍ଡ କାଉନସେଲିଂକୁ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଅପଗ୍ରେଡିଂ ସିଟ୍‌ ଆଲଟମେଣ୍ଟ ନେଇ ଓଜେଇଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଚୂଡ଼ାନ୍ତ ଆଲଟମେଣ୍ଟ ଲେଟର ଡାଉନ୍‌ଲୋଡ କରି ରିପୋର୍ଟିଂ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୪ରୁ ୨୬ ମଧ୍ୟରେ କଲେଜରେ ଫିଜିକାଲି…