Browsing Category
ଶିକ୍ଷା
ପ୍ରକାଶ ପାଇଲା +୨ ଇଣ୍ଟରନାଲ, ପ୍ରୋଜେକ୍ଟ…
ଓଏଲ୍ ବ୍ୟୁରୋ: ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ପ୍ରକାଶ ପାଇଲା ଇଣ୍ଟରନାଲ, ପ୍ରୋଜେକ୍ଟ ଏବଂ ପ୍ରାଟିକାଲ ପରୀକ୍ଷା ତାରିଖ। ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।
ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ଇଣ୍ଟରନାଲ ଓ ପ୍ରୋଜେକ୍ଟ ପରୀକ୍ଷା…
ଅଷ୍ଟ୍ରେଲିଆ ଅନ୍ତର୍ଜାତୀୟ ଶିକ୍ଷା…
ମେଲବର୍ଣ୍ଣ: ଭାରତ ଓ ଅଷ୍ଟ୍ରେଲିଆର ମିଳିତ ସହଯୋଗ ଦୁଇ ଦେଶର ଜ୍ଞାନ ବ୍ୟବସ୍ଥାକୁ ଆଗକୁ ନେବ । ବିଶ୍ୱ ଆହ୍ୱାନର ସମାଧାନ ପାଇଁ ଜ୍ଞାନକୌଶଳର ଉପଯୋଗ କରିପାରିବ । ଛାତ୍ରଛାତ୍ରୀଙ୍କ ପାଇଁ ଉନୋଭେସନ ଏବଂ ଉଦ୍ୟମିତା କ୍ଷେତ୍ରରେ ପର୍ଯ୍ୟାପ୍ତ ସୁଯୋଗ ସୃଷ୍ଟି କରିପାରିବ । ବିଶ୍ୱ-ବନ୍ଧୁ ହିସାବରେ ଭାରତ ମାନବ…
୨୭ରେ ହେବନି ଓସିଏସ୍ ପ୍ରିଲିମିନାରୀ,…
ଓଏଲ୍ ବ୍ୟୁରୋ: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଓସିଏସ୍) ପ୍ରିଲିମିନାରୀ ପରୀକ୍ଷା ସ୍ଥଗିତ ରଖାଯାଇଛି। ବାତ୍ୟା ପାଇଁ ଏହି ପରୀକ୍ଷା ସ୍ଥଗିତ ରଖାଯାଇଛି। ଓପିଏସ୍ସି ପକ୍ଷରୁ ଏହାର ଅଫିସିଆଲ ୱେବସାଇଟ୍ରେ ସୂଚନା ପ୍ରକାଶ ପାଇଛି। ଅକ୍ଟୋବର ୨୭ରେ…
ବାତ୍ୟା ଦାନା: ୩ ଦିନ ପାଇଁ ଅଙ୍ଗନବାଡି…
ଓଏଲ୍ ବ୍ୟୁରୋ: ବଢୁଛି ବାତ୍ୟା ଭୟ। ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସମ୍ଭାବ୍ୟ ବାତ୍ୟା…
ବଡ଼ ଖବର: ବାତ୍ୟା ପାଇଁ ସମସ୍ତ ପରୀକ୍ଷା…
ଓଏଲ୍ ବ୍ୟୁରୋ: ବଢୁଛି ବାତ୍ୟା ଭୟ। ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟରେ ବାତ୍ୟା ଭୟ…
ବାତ୍ୟା ଦାନା: ୩ ଦିନ ପାଇଁ ସ୍କୁଲ ଛୁଟି…
ଓଏଲ୍ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଉପରୋକ୍ତ ୧୪ଟି ଜିଲ୍ଲାରେ…
ବାତ୍ୟା ଭୟ: ମେଧାବୃତ୍ତି ପରୀକ୍ଷା…
ଓଏଲ୍ ବ୍ୟୁରୋ: ବଢୁଛି ବାତ୍ୟା ଭୟ। ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଏହା ପ୍ରଭାବରେ ସୋମବାର ସକାଳ ସୁଦ୍ଧା ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି…
OSSSC ପରୀକ୍ଷା ବିବାଦ: ଜାରି ହେଲା…
ଓଏଲ୍ ବ୍ୟୁରୋ: ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ(OSSSC) ଦ୍ୱାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା-୨୦୨୪କୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି। ଏନେଇ ଗତକାଲି ସ୍ପଷ୍ଟୀକରଣ ରଖିଛି ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ। ରାଜ୍ୟ ସରକାର ଏହି ବିଷୟକୁ ଅତି ଗୁରୁତ୍ୱ ଦେବା ସହ ବିଚାରକୁ…
ସିବିଏସ୍ଇର କଡ଼ା ନିୟମ, ୭୫ ପ୍ରତିଶତ…
ଓଏଲ୍ ବ୍ୟୁରୋ: ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ନୈରାଶ୍ୟଜନକ ହେଉଥିବାରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ୭୫ ପ୍ରତିଶତ ଉପସ୍ଥାନ ନ ଥିଲେ ପରୀକ୍ଷା ଦେଇପାରିବେନି ଛାତ୍ରଛାତ୍ରୀ। ୭୫ ପ୍ରତିଶତ ଉପସ୍ଥାନ ଥିବା ଛାତ୍ରୀଛାତ୍ର ହିଁ ପରୀକ୍ଷା ଦେବା ଲାଗି ଯୋଗ୍ୟ ବିବେଚିତ ହେବେ। କେନ୍ଦ୍ରୀୟ…
ବିଦ୍ୟାଳୟରେ କମିବ ଡ୍ରପଆଉଟ୍ ହାର, ମାଧୋ…
ଓଏଲ୍ ବ୍ୟୁରୋ: ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟ ସରକାର ସହିଦ ମାଧୋ ସିଂହ ଛାତ୍ରବୃତ୍ତି ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀଙ୍କୁ ଶିକ୍ଷା କ୍ଷେତ୍ରରେ ପ୍ରୋତ୍ସାହିତ କରିବା ତଥା ଡ୍ରପଆଉଟ ସଂଖ୍ୟାକୁ କମାଇବା ଭଳି ମହତ ଉଦ୍ଦେଶ୍ୟ ରଖି ଏହି…