Browsing Category
ଶିକ୍ଷା
ନୂଆ ସିଲାବସ୍ ଜାରି କଲା ସିବିଏସ୍ଇ,…
ଓଏଲ୍ ବ୍ୟୁରୋ: ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେସନ (ସିବିଏସଇ) ୧୦ମ ଓ ଦ୍ୱାଦଶ ଶ୍ରେଣୀ ନିମନ୍ତେ ନୂଆ ସିଲାବସ୍ ଜାରି କରିଛନ୍ତି। ଏହି ନୂଆ ସିଲାବସ ୨୦୨୫-୨୬ ନିମନ୍ତେ ଦଶମ ଓ ଦ୍ୱାଦଶ ଶ୍ରେଣୀ ନିମନ୍ତେ ଜାରି ହୋଇଛି। ଏହି ସିଲାବସ ଏବେ ସିବିଏସଇ ର ଅଧିକାରୀକ ୱେବସାଇଟରେ ଉପଲବ୍ଧ ହେଉଛି।…
ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ, ୧୬ ହଜାର…
ଓଏଲ୍ ବ୍ୟୁରୋ: ଆଜିଠୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ ହେଉଛି। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଖରାକୁ ଆଖିରେ ରଖି ଦୁଇଟି ସିଫ୍ଟରେ ଖାତା ଦେଖାଯିବ। ପ୍ରଥମ ସିଫ୍ଟ ସକାଳ ସାଢେ ୭ଟାରୁ ୧୨ଟା ୩୦ ଏବଂ ଦ୍ୱିତୀୟ ସିଫ୍ଟ ଗୋଟାଏ ୩୦ରୁ ସାଢେ ୬ଟା…
କାଲିଠୁ ଯୁକ୍ତ ଦୁଇ ପରୀକ୍ଷା ଖାତା…
ଓଏଲ୍ ବ୍ୟୁରୋ: ଫେବୃଆରୀ ୧୮ ତାରିଖରୁ ଆରମ୍ଭ ହୋଇଥିବା +୨ ପରୀକ୍ଷା ମାର୍ଚ୍ଚ ୨୭ ତାରିଖରେ ଶେଷ ହୋଇଛି। କାଲିଠୁ +୨ ଖାତାଦେଖା ଆରମ୍ଭ ହେବ। ମେ ୧୫ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ…
ବଢୁଛି ତାପମାତ୍ରା, ରାଜ୍ୟରେ ସକାଳୁଆ…
ଓଏଲ୍ ବ୍ୟୁରୋ: ଆଜିଠୁ ରାଜ୍ୟରେ ସକାଳୁଆ ସ୍କୁଲ ପାଠପଢ଼ା ଆରମ୍ଭ ହୋଇଛି। ଅସହ୍ୟ ଖରା ଓ ଗୁଳୁଗୁଳି ପାଇଁ ତାରିଖ ଓ ସମୟରେ ପରିବର୍ତ୍ତନ କରାଯାଇଛି । ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୬ଟା ୩୦ରୁ ସ୍କୁଲ…
ଏପ୍ରିଲ୍ ୨ରୁ ପ୍ରଥମ ଶ୍ରେଣୀରେ ନାମଲେଖା…
ଓଏଲ୍ ବ୍ୟୁରୋ: ରାଜ୍ୟରେ ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ଏପରିକି ରାଜ୍ୟର କିଛି ସ୍ଥାନରେ ୪୦ ଡିଗ୍ରୀ ସେଲସିୟସ୍ ଉପରେ ରହୁଛି ତାପମାତ୍ରା। ରାଜ୍ୟରେ ବଢ଼ୁଥିବା ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ। ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରୁ…
ଏପ୍ରିଲ ୨ରୁ ସକାଳୁଆ ସ୍କୁଲ, ସୂଚନା ଦେଲେ…
ଓଏଲ୍ ବ୍ୟୁରୋ: ରାଜ୍ୟରେ ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ଏପରିକି ରାଜ୍ୟର କିଛି ସ୍ଥାନରେ ୪୦ ଡିଗ୍ରୀ ସେଲସିୟସ୍ ଉପରେ ରହୁଛି ତାପମାତ୍ରା। ରାଜ୍ୟରେ ବଢ଼ୁଥିବା ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ। ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରୁ…
ଆଜିଠୁ ମାଟ୍ରିକ୍ ପରୀକ୍ଷା ଖାତାଦେଖା,…
ଓଏଲ୍ ବ୍ୟୁରୋ: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଶେଷ ହୋଇଥିବାବେଳେ ଆଜିଠୁ ଖାତାଦେଖା ଆରମ୍ଭ ହେଉଛି। ମୋଟ ୫୧ଟି କେନ୍ଦ୍ରରେ ଖାତା ଦେଖା ପାଇଁ ବ୍ୟବସ୍ଥା କରାଯାଇଛି। ୧୨ଶହ ଶିକ୍ଷକ ଶିକ୍ଷୟିତ୍ରୀ ଖାତାଦେଖାରେ ସାମିଲ ହେବେ। ଫେବୃଆରୀ ୨୧ ତାରିଖରେ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷାର ଶେଷ ଦିନରେ ହିନ୍ଦୀ…
ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ବୟସସୀମା…
ଓଏଲ୍ ବ୍ୟୁରୋ: ସ୍କୁଲ ସ୍ତରରେ ଲାଗୁ ହୋଇଛି ଜାତୀୟ ଶିକ୍ଷାନୀତି-୨୦୨୦। ଏହି ‘ଜାତୀୟ ଶିକ୍ଷାନୀତି’ ୨୦୨୪-୨୫ରୁ ଲାଗୁ କରିବାକୁ ଗଣଶିକ୍ଷା ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି। ଏହା ସହ ପ୍ରଥମ ଶ୍ରେଣୀରେ ନାମଲେଖା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଟ୍ୱିଟ କରି ବଡ ସୂଚନା ଦିଆଯାଇଛି। ଟ୍ୱିଟ କରି ଗଣଶିକ୍ଷା…
ମେ’ ପ୍ରଥମ ସପ୍ତାହରେ ପ୍ରକାଶ…
ଓଏଲ୍ ବ୍ୟୁରୋ: ଶାନ୍ତି ଶୃଙ୍ଖଳାରେ ସରିଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା। କେଉଁଠୁ ବି ପ୍ରଶ୍ନପତ୍ର ଭାଇରାଲ ହେବାର ଅଭିଯୋଗ ଆସିନାହିଁ। ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ ଖାତା ଦେଖା। ମେ' ମାସ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ସିରିଏଲ ନମ୍ବର ଓ କ୍ୟୁ ଆର୍ କୋଡ ଯୋଗୁଁ ରୋକି…
ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶେଷ, ୧୫…
ଓଏଲ୍ ବ୍ୟୁରୋ: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଶେଷ ହୋଇଛି। ଫେବୃଆରୀ ୨୧ ତାରିଖରେ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଆଜି ଶେଷ ହୋଇଛି। ଶେଷ ଦିନରେ ଶେଷ ଦିନରେ ହିନ୍ଦୀ ଓ ସଂସ୍କୃତ ବିଷୟରେ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଚଳିତବର୍ଷ ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷରୁ ଅଧିକ…