Odisha Link
Bridging the Missing Links in Odisha
Browsing Category

ଶିକ୍ଷା

ରାଜ୍ୟ ସରକାରଙ୍କ ନିଯୁକ୍ତ ପର୍ବ: ୪୧୬୬…

ଓଏଲ୍‌ ବ୍ୟୁରୋ: ଆଜି ରାଜ୍ୟ ସରକାରଙ୍କ ବିଭିନ୍ନ ବିଦ୍ୟାଳୟଗୁଡିକରେ ୪୧୬୬ ଜଣ ମାଧ୍ୟମିକ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି। ଏଥିପାଇଁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏକ ନିଯୁକ୍ତି ପର୍ବ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପିଲାମାନଙ୍କ…

ଏବେବି ଓଡ଼ିଶାରେ ୪୯.୯ ପ୍ରତିଶତ ପିଲା…

ଓଏଲ୍‌ ବ୍ୟୁରୋ: ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ମଧ୍ୟରେ ଆଉ ଏକ ଖବର ସାମ୍ନାକୁ ଆସିଛି। ଏବେବି ଓଡ଼ିଶାରେ ୫୦ ପ୍ରତିଶତ ଡ୍ରପ୍ ଆଉଟ୍ ହୋଇଥିବା ଏକ ରିପୋର୍ଟରେ ଉଲ୍ଲେଖ ହୋଇଛି। ଓଡ଼ିଶାରେ ୪୯.୯ ପ୍ରତିଶତ ପିଲା ଅଧାରୁ ପାଠ ଛାଡିଛନ୍ତି। ଏହି କ୍ରମରେ ବିହାରରେ ୪୨.୧, ମେଘାଳୟରେ ୩୫.୫ ଓ କର୍ଣ୍ଣାଟକରେ…

ଫେବ୍ରୁଆରୀ ୧୬ରୁ +୨ ପରୀକ୍ଷା; ଜାଣନ୍ତୁ…

ଓଏଲ୍‌ ବ୍ୟୁରୋ: ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା। ଫେବ୍ରୁଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଅନ୍ୟପଟେ, ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୪ରେ ଶେଷ ହେବ।…

ଫେବ୍ରୁଆରୀ ୨୦ରୁ ମାଟ୍ରିକ ପରୀକ୍ଷା,…

ଭୁବନେଶ୍ୱର :ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୪ରେ ଶେଷ ହେବ। ମାଟ୍ରିକ ପରୀକ୍ଷା ସୂଚୀ ନେଇ ବୁଧବାର ବୋର୍ଡ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଯୋଗେ ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ ୨୦ ତାରିଖରେ ଓଡ଼ିଆ, ୨୩ରେ ଇଂରାଜୀ, ୨୬ରେ ଗଣିତ, ୨୮ରେ ହିନ୍ଦୀ/ସଂସ୍କୃତ,…

ଫେବୃଆରୀ ୧୫ରୁ ସିବିଏସ୍‌ଇ ଦଶବ ଓ ଦ୍ବାଦଶ…

ଓଏଲ୍‌ ବ୍ୟୁରୋ: ସିବିଏସ୍‌ଇ ୧୦ମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ହେଲା ତାରିଖ ଘୋଷଣା। ଉଭୟ ଦଶମ ଓ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫେବୃଆରୀ ୧୫ରୁ ଆରମ୍ଭ ହୋଇ ଏପ୍ରିଲ ୨ ଯାଏ ଚାଲିବ। ଦଶମ ପରୀକ୍ଷା ଫେବୃଆରୀ୧୫ ତାରିଖରୁ ମାର୍ଚ୍ଚ ୧୩ ତାରିଖ ଯାଏଁ ହେବାକୁ ଥିବାବେଳେ, ଯୁକ୍ତ ଦୁଇ ପରୀକ୍ଷା…

ଫେବ୍ରୁଆରୀ ୧୪ରେ ଯୁକ୍ତ ଦୁଇ ପରୀକ୍ଷା;…

ଓଏଲ୍‌ ବ୍ୟୁରୋ: ଜାନୁଆରୀରେ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତା ୨୬ ତାରିଖରୁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ପଠାଯିବ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର ଏବଂ ଉତ୍ତର ଖାତା। ଚଳିତ ମାସ ୩୧ ସୁଦ୍ଧା ସମସ୍ତ ଉଚ୍ଚ…

୧୦ ବର୍ଷରେ ବନ୍ଦ ହେଲାଣି ୭୪୭୮ଟି ସ୍କୁଲ,…

ଓଏଲ୍‌ ବ୍ୟୁରୋ: ଶିକ୍ଷାର ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ହେଲେ ଏସବୁ ମଧ୍ୟରେ ଏଭଳି ଏକ ଖବର ଆସିଛି ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ସ୍କୁଲ ବନ୍ଦ କରିବାରେ ଲାଗିଛନ୍ତି। ବିଗତ ୧୦ବର୍ଷ ମଧ୍ୟରେ ରାଜ୍ୟ ସରକାର ମୋଟ ୭୪୭୮ଟି ସରକାରୀ ସ୍କୁଲକୁ…

୫ ମାସ ହେଲା ସରୁନି ୟୁଜି ନାମଲେଖା

ଓଏଲ୍‌ ବ୍ୟୁରୋ: ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଏକକ ଶିକ୍ଷା କ୍ୟାଲେଣ୍ଡର ଲାଗୁ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଥିଲା। ହେଲେ ଖୋଦ୍‌ ଉଚ୍ଚଶିକ୍ଷା ବିଭାଗ ନିଜେ କରିଥିବା ନିୟମକୁ ଉଲ୍ଲଂଘନ କରିଚାଲିଛି।ଯେଉଁ ସମୟରେ ପ୍ରଥମ ସେମିଷ୍ଟର ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବା କଥା…

୫-ଟି ପରେ ୫-ସି

ଓଏଲ୍‌ ବ୍ୟୁରୋ: ରାଜ୍ୟର ଶିକ୍ଷା କ୍ଷେତ୍ରର ହେବ ବିକାଶ। କାରଣ ୫-ଟି ପରେ ଏବେ ଲାଗୁ ହେବାକୁ ଯାଉଛି ୫-ସି। ଏହା ଏକ ଯୋଜନା ନୁହେଁ ମୋ ସ୍କୁଲ ଅଭିଯାନର ଏକ ଅଂଶବିଶେଷ। ୫-ସି କୌଣସି ନୂଆ ଯୋଜନା ନୁହେଁ ଏହା ଏକ ନୂତନ ଚିନ୍ତାଧାରା। ୫-ସିର ଅର୍ଥ ହେଉଛି କମ୍ୟୁନିଟି, କନେକ୍ଟ, କୋଲାବରେସନ, କ୍ରିଏଟ ଓ…

ଟ୍ରାନ୍ସଜେଣ୍ଡରଙ୍କ ସୁରକ୍ଷା ପାଇଁ…

ଓଏଲ୍‌ ବ୍ୟୁରୋ: ଟ୍ରାନ୍ସଜେଣ୍ଡରଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଜାତୀୟ ମାନବାଧିକାର କମିଶନଙ୍କ ଆଦେଶନାମା ପାଳନ କରିବାକୁ ରାଜ୍ୟର ସବୁ ବିଶ୍ଵବିଦ୍ୟାଳୟ କୁଳ ସଚିବ ଓ ଡିଗ୍ରୀ କଲେଜ୍ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ଦେଲା ଉଚ୍ଚ ଶିକ୍ଷା ବିଭାଗ। କ୍ୟାମ୍ପସରେ ଯେପରି…