Odisha Link
Bridging the Missing Links in Odisha
Browsing Category

ଶିକ୍ଷା

ଫେବ୍ରୁଆରୀ ୧୪ରେ ଯୁକ୍ତ ଦୁଇ ପରୀକ୍ଷା;…

ଓଏଲ୍‌ ବ୍ୟୁରୋ: ଜାନୁଆରୀରେ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତା ୨୬ ତାରିଖରୁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ପଠାଯିବ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର ଏବଂ ଉତ୍ତର ଖାତା। ଚଳିତ ମାସ ୩୧ ସୁଦ୍ଧା ସମସ୍ତ ଉଚ୍ଚ…

୧୦ ବର୍ଷରେ ବନ୍ଦ ହେଲାଣି ୭୪୭୮ଟି ସ୍କୁଲ,…

ଓଏଲ୍‌ ବ୍ୟୁରୋ: ଶିକ୍ଷାର ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ହେଲେ ଏସବୁ ମଧ୍ୟରେ ଏଭଳି ଏକ ଖବର ଆସିଛି ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ସ୍କୁଲ ବନ୍ଦ କରିବାରେ ଲାଗିଛନ୍ତି। ବିଗତ ୧୦ବର୍ଷ ମଧ୍ୟରେ ରାଜ୍ୟ ସରକାର ମୋଟ ୭୪୭୮ଟି ସରକାରୀ ସ୍କୁଲକୁ…

୫ ମାସ ହେଲା ସରୁନି ୟୁଜି ନାମଲେଖା

ଓଏଲ୍‌ ବ୍ୟୁରୋ: ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଏକକ ଶିକ୍ଷା କ୍ୟାଲେଣ୍ଡର ଲାଗୁ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଥିଲା। ହେଲେ ଖୋଦ୍‌ ଉଚ୍ଚଶିକ୍ଷା ବିଭାଗ ନିଜେ କରିଥିବା ନିୟମକୁ ଉଲ୍ଲଂଘନ କରିଚାଲିଛି।ଯେଉଁ ସମୟରେ ପ୍ରଥମ ସେମିଷ୍ଟର ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବା କଥା…

୫-ଟି ପରେ ୫-ସି

ଓଏଲ୍‌ ବ୍ୟୁରୋ: ରାଜ୍ୟର ଶିକ୍ଷା କ୍ଷେତ୍ରର ହେବ ବିକାଶ। କାରଣ ୫-ଟି ପରେ ଏବେ ଲାଗୁ ହେବାକୁ ଯାଉଛି ୫-ସି। ଏହା ଏକ ଯୋଜନା ନୁହେଁ ମୋ ସ୍କୁଲ ଅଭିଯାନର ଏକ ଅଂଶବିଶେଷ। ୫-ସି କୌଣସି ନୂଆ ଯୋଜନା ନୁହେଁ ଏହା ଏକ ନୂତନ ଚିନ୍ତାଧାରା। ୫-ସିର ଅର୍ଥ ହେଉଛି କମ୍ୟୁନିଟି, କନେକ୍ଟ, କୋଲାବରେସନ, କ୍ରିଏଟ ଓ…

ଟ୍ରାନ୍ସଜେଣ୍ଡରଙ୍କ ସୁରକ୍ଷା ପାଇଁ…

ଓଏଲ୍‌ ବ୍ୟୁରୋ: ଟ୍ରାନ୍ସଜେଣ୍ଡରଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଜାତୀୟ ମାନବାଧିକାର କମିଶନଙ୍କ ଆଦେଶନାମା ପାଳନ କରିବାକୁ ରାଜ୍ୟର ସବୁ ବିଶ୍ଵବିଦ୍ୟାଳୟ କୁଳ ସଚିବ ଓ ଡିଗ୍ରୀ କଲେଜ୍ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ଦେଲା ଉଚ୍ଚ ଶିକ୍ଷା ବିଭାଗ। କ୍ୟାମ୍ପସରେ ଯେପରି…

୫ ଜିଲ୍ଲାରେ ଆରମ୍ଭ ହେବ ପାଇଲଟ୍…

ଓଏଲ୍‌ ବ୍ୟୁରୋ: ଯୁକ୍ତ ଦୁଇ କଲେଜକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଥର ଡିଗ୍ରୀ କଲେଜରୁ ଅଲଗା ହେବ ଯୁକ୍ତଦୁଇ କଲେଜ। ୫ ଜିଲ୍ଲାରେ +୨ କଲେଜ ନିକଟସ୍ଥ ହାଇସ୍କୁଲକୁ ସ୍ଥାନାନ୍ତର ହେବ। କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ,…

ଆଗକୁ ଦଶମ ବୋର୍ଡ ପରୀକ୍ଷା; ଶିକ୍ଷା…

ଓଏଲ୍‌ ବ୍ୟୁରୋ: ଫେବ୍ରୁଆରୀରେ ହେବ ୨୦୨୩-୨୦୨୪ ଶିକ୍ଷାବର୍ଷ ମାଟ୍ରିକ୍‌ ପରୀକ୍ଷା। ୨୦୨୪ ଫେବ୍ରୁଆରୀ ୨୦ରେ ମାଟ୍ରିକ ପରୀକ୍ଷା ହେବ। ପରୀକ୍ଷା ଫେବ୍ରୁଆରୀ ୨୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ମାଟ୍ରିକ ପରୀକ୍ଷାକୁ ନଜରରେ ରଖି ଛାତ୍ରଛାତ୍ରୀଙ୍କୁ ଭଲ ପ୍ରଦର୍ଶନ କରିବା ନିମନ୍ତେ…

ଏଣିକି ସ୍କୁଲ ବହିରେ…

ଓଏଲ୍‌ ବ୍ୟୁରୋ: ପୁଣି ଥରେ ଚର୍ଚ୍ଚାରେ 'ଇଣ୍ଡିଆ' ବଦଳରେ 'ଭାରତ'। ରାଷ୍ଟ୍ରୀୟ ଶିକ୍ଷା ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ ପ୍ୟାନେଲ ତରଫରୁ ସମସ୍ତ ଏନସିଇଆରଟି ପାଠ୍ୟ ପୁସ୍ତକରେ ଇଣ୍ଡିଆ ସ୍ଥାନରେ ଭାରତ ଲେଖାଯିବା ପ୍ରସ୍ତାବ ପ୍ରଦାନ କରିଛନ୍ତି। ଯାହାକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଏହି ନିଷ୍ପତ୍ତି…

ବିଦ୍ୟାଳୟ ପାଠାଗାର ବହିକିଣା ଦୁର୍ନୀତି:…

ଭୁବନେଶ୍ବର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ବାର୍ଷିକ ବହିକିଣା ଯୋଜନାରେ ବ୍ୟାପକ ଦୁର୍ନୀତି ଓ ବେଆଇନ କାର୍ଯ୍ୟ ନେଇ ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ଏ ମାମଲା ରୋଚକ ମୋଡ଼ ନେଇଛି। ଓସେପାର ପୁସ୍ତକ ଚୟନ ପ୍ରକ୍ରିୟାକୁ…

ଓସେପା ବହିକିଣା ଦୁର୍ନୀତି: ସାନି ଟେଣ୍ଡର…

ଭୁବନେଶ୍ବର: ଶିକ୍ଷା ବିଭାଗ ଅଧୀନରେ ଥିବା ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ବାର୍ଷିକ ବହିକିଣା ଯୋଜନାରେ ଦୁର୍ନୀତି ଓ ବେଆଇନ କାର୍ଯ୍ୟ ହୋଇଥିବା ଅଭିଯୋଗ କରିଛନ୍ତି ପ୍ରକାଶକ। ଏ ନେଇ ପ୍ରମୁଖ ପ୍ରକାଶନ ସଂସ୍ଥା ନିରୁପମା ବୁକ୍ସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି…