Odisha Link
Bridging the Missing Links in Odisha
Browsing Category

ଜିଲ୍ଲା

ନଦୀରେ ବୁଡ଼ି ୨ ନାବାଳକ ମୃତ

ଲମତାପୁଟ: ମାଛ ଧରିବା ସମୟରେ ନଦୀରେ ବୁଡି ୨ ନାବାଳକଙ୍କର ମୃତ୍ୟୁ ଘଟିଛି। ପାତାଳି ପଡେ଼ଇସିଙ୍ଗ ଘାଟରେ ବୁଡ଼ି ଉଭୟଙ୍କ ମୃତ୍ୟୁ ହୋଇଛି। ସ୍ଥାନୀୟ ଲୋକ ଉଭୟ ନାବାଳକଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସୂଚନାଯୋଗ୍ୟ ଯେ, ଉଭୟ ନାବାଳକ ଆଜି ମାଛ…

କୂଅରେ ପଡ଼ିଲା ହାତୀ, ଉଦ୍ଧାର କାର୍ଯ୍ୟ…

ବନ୍ତଳା: କୂଅରେ ପଡ଼ିଲା ହାତୀ। ଅନୁଗୁଳ ବ୍ଲକ ଶରଧାପୁର ପଞ୍ଚାୟତ ବାଲିଜେରେଙ୍ଗ ଗାଁର ଏକ କୂଅରେ ହାତୀ ପଡି ଦୀର୍ଘ ୮ଘଣ୍ଟା ହେଲା ଛଟପଟ ହେଉଛି। ରାତି ପ୍ରାୟ ୨ଟା ବେଳେ ହାତୀଟି ଏହି କୂଅରେ ପଡ଼ିଥିବା ବେଳେ ଏ ପର୍ଯ୍ୟନ୍ତ ଉଦ୍ଧାର ହୋଇନାହିଁ। ବନ ବିଭାଗର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ…

ଜଙ୍ଗଲରେ ନିଆଁ ଲଗାଉଥିବା ଅଭିଯୋଗରେ ୩…

କାମାକ୍ଷାନଗର: ରାଜ୍ୟର ବିଭିନ୍ନ ଜଙ୍ଗଲ ଏବେ ଜଳୁଛି। ଜଙ୍ଗଲରେ ନିଆଁ ନେଇ ଚିନ୍ତାରେ ରାଜ୍ୟବାସୀ। ଏହାରି ମଧ୍ୟରେ ଆଜି ଜଙ୍ଗଲରେ ନିଆଁ ଲଗାଉଥିବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି ବନ ବିଭାଗ। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ରଞ୍ଜାଗଡ଼ ସଂରକ୍ଷିତ ଜଙ୍ଗଲରେ ନିଆଁ ଲଗାଉଥିବା ନେଇ ବନ ବିଭାଗ ୩…

ଓଜେଏସ୍‍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ…

ଭୁବନେଶ୍ୱର: ଓଡ଼ିଶା ବିଚାର ବିଭାଗୀୟ ସେବା (ଓଜେଏସ୍‍) ପରୀକ୍ଷାରେ କିଟ୍‍ ଲ ସ୍କୁଲର ୯ ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି। ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‍ସି) ପକ୍ଷରୁ ମଙ୍ଗଳବାର ଓଜେଏସ୍‍ -୨୦୧୯ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଏଥିରେ ମୋଟ୍‍ ୪୭ଜଣ କୃତକାର୍ଯ୍ୟ ହୋଇଛନ୍ତି। କେବଳ କିଟ୍ ଲ…

ଏଣିକି ଦିନକୁ ଏକ ଲକ୍ଷ ବୟସ୍କ…

ଭୁବନେଶ୍ୱର: ରାଜ୍ୟରେ ଏଣିକି ଦିନକୁ ଏକ ଲକ୍ଷ ବୟସ୍କ ଲୋକଙ୍କୁ କରୋନା ଟିକା ଦିଆଯିବ। ଏନେଇ ସମସ୍ତ ଜିଲ୍ଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର। ଆଜି ଭିଡ଼ିଓ କନଫରେନ୍ସିଂ ଯୋଗେ ସ୍ୱାସ୍ଥ୍ୟ…

ଶ୍ରୀମନ୍ଦିରର ବିକାଶ ପାଇଁ ନିଧି ସମର୍ପଣ…

ପୁରୀ: ଶ୍ରୀମନ୍ଦିରର ବିକାଶ କରିବା ପାଇଁ ପରିକ୍ରମା ଓ ଅନ୍ୟାନ୍ୟ ଯୋଜନା କାର୍ଯ୍ୟକାରୀ ହେଉଥିବାବେଳେ ଏହି ମହତ୍ କାର୍ଯ୍ୟରେ ଶ୍ରମଦାନ କିମ୍ବା ଅର୍ଥଦାନ ମାଧ୍ୟମରେ ବିଶ୍ୱର ସମଗ୍ର ହିନ୍ଦୁ ସମାଜ ତଥା ରାଜ୍ୟର ୪.୫ କୋଟି ଓଡିଆଙ୍କୁ ସାମିଲ କରିବା ପାଇଁ ପୁରୀ ଗଜପତି ମହାରାଜା ଦିବ୍ୟସଂହ ଦେବଙ୍କୁ…

ରାଜ୍ୟର ସମ୍ବେଦନଶୀଳ ଜଙ୍ଗଲ ଗୁଡ଼ିକରେ…

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଆଜି ରାଜ୍ୟ ବିଜେପି ସାଂସଦର ଏକ ପ୍ରତିନିଧି ମଣ୍ଡଳି ନୂଆଦିଲ୍ଲୀଠାରେ କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତନ ମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କୁ ଭେଟି ଶିମିଳିପାଳ ଜାତୀୟ ଅଭୟାରଣ୍ୟ ସମେତ ଓଡ଼ିଶାର ବିଭିନ୍ନ ପରିବେଶ ସମ୍ବେଦନଶୀଳ…

ଶିମିଳିପାଳରେ କୁଆପଥର ବର୍ଷା

ବାରିପଦା: ୨ ସପ୍ତାହରୁ ଊର୍ଦ୍ଧ୍ବ ଦିନ ହେଲାଣି ଜଳୁଛି ଶିମିଳିପାଳ ଅଭୟାରଣ୍ୟ। ବନବିଭାଗ ଓ ଓଡ୍ରାଫ୍ଟ ଟିମ୍‌ ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଥିଲେ ମଧ୍ୟ ଶିମିଳିପାଳ ଅଭୟାରଣ୍ୟରେ ଜଳୁଥିବା ବେଳେ ନିଆଁକୁ ଆୟତ୍ତ କରୋଯାଇ ପାରିନାହିଁ। ନିଆଁକୁ ନେଇ ସମଗ୍ର ରାଜ୍ୟବାସୀ ଚିନ୍ତିତ ଥିବା ବେଳେ ଆଜି…

ବିଜୁବାବୁଙ୍କର ସାନପିଲା ନୂଆପଡ଼ା ଏବେ…

ନୂଆପଡା: ନୂଆପଡା ବିକାଶର ନୂଆ ଇତିହାସ ଲେଖୁଛି। ଓଡ଼ିଶା ପାଇଁ ନୂଆପଡ଼ା ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଆଜି ନୂଆପଡ଼ା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ନୂଆପଡ଼ା ଗସ୍ତରେ ଯାଇ ଲୋୟର ଇନ୍ଦ୍ର…

ଶ୍ରୀମନ୍ଦିର ପାଇଁ ୨୦୨ କୋଟିର ବଜେଟ୍

ପୁରୀ: ଆଜି ଶ୍ରୀମନ୍ଦିର ଅର୍ଥ ବୈଠକ ଶେଷ ହୋଇଯାଇଛି। ବୈଠକରେ ୨୦୨ କୋଟି ଟଙ୍କାର ବଜେଟ ପ୍ରସ୍ତୁତ ହୋଇଛି । ଶ୍ରୀମନ୍ଦିର ପାଇଁ ୨୦୨ କୋଟି ଟଙ୍କାର ବଜେଟ ପ୍ରସ୍ତୁତ କଲା ଶ୍ରୀମନ୍ଦିର ଅର୍ଥ ସବ କମିଟି । ଉକ୍ତ ବଜେଟକୁ ଆଗାମୀ ଦିନରେ ହେବାକୁ ଥିବା ପରିଚାଳନା କମିଟିରେ ଅନୁମୋଦିତ କରାଯିବ । ଏନେଇ…