Odisha Link
Bridging the Missing Links in Odisha
Browsing Category

ଖବର

ହାତୀ ସୁରକ୍ଷା ପାଇଁ ତତ୍ପରତା, ଜଙ୍ଗଲ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ହାତୀଙ୍କ ପାଇଁ ଜାଗାର ଅଭାବ ରହିଛି। ସେଥିପାଇଁ ଖାଦ୍ୟ ଅନ୍ବେଷଣରେ ହାତୀମାନେ ଗାଁ ମୁହାଁ ହେଉଛନ୍ତି। ଗତକାଲି ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ ଅଧିକ ହାତୀ, ଜଙ୍ଗଲ କମ୍ ନେଇ କହିବା ପରେ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ କହିଛନ୍ତି,…

ଆଇପିଏଲ୍‌ ମେଗା ନିଲାମ: ତାଲିକାରେ ୧୫୭୪…

ଓଏଲ୍‌ ବ୍ୟୁରୋ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ର ୧୮ତମ ସଂସ୍କରଣ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି। ୨୦୨୫ ଆଇପିଏଲ୍‌ ମେଗା ନିଲାମ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଭାରତୀୟ କ୍ରିକେଟ ବୋର୍ଡ (ବିସିସିଆଇ) ଘୋଷଣା କରି କହିଛି ଯେ ନଭେମ୍ବର ୨୪ ଓ ୨୫ ଦୁଇ ଦିନ ମେଗା ନିଲାମ ପ୍ରକ୍ରିୟା ଜାରି ରହିବ। ସାଉଦି…

ଆମ୍ବଟାକୁଆ ମୃତ୍ୟୁ ଘଟଣା:…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଚହଳ ପକାଇଥିବା କନ୍ଧମାଳ ଆମ୍ବ ଟାକୁଆ ଜାଉ ଖାଇ ଦୁଇ ଜଣଙ୍କ ମୃତ୍ୟୁ ପ୍ରସଙ୍ଗ। ଏହି ମୃତ୍ୟୁ ପ୍ରସଙ୍ଗର ଆରଡିସି ସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଦକ୍ଷିଣାଞ୍ଚଳ ଆରଡିସି ରୂପାରୋଶନ ସାହୁ…

ସ୍ଵାସ୍ଥ୍ୟକେନ୍ଦ୍ରରେ ତାଲା ପକାଇଲେ…

ଓଏଲ୍‌ ବ୍ୟୁରୋ: ସ୍ଵାସ୍ଥ୍ୟ ସେବାର ନୂଆ ଚିତ୍ର। ୪ ମାସର ବକେୟା ପ୍ରଦାନ ଦାବିରେ ଆଶାକର୍ମୀଙ୍କ ଧାରଣା। କଟକ ୫୯ ନଂ ୱାର୍ଡ ବମ୍ଫକୁଦ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଆଶାକର୍ମୀ ତାଲା ପକାଇଲେ। ୪ ମାସର ବକେୟା ପ୍ରଦାନ ଦାବିରେ ତାଲା ପକାଇ ଆଶାକର୍ମୀ ଧାରଣା ଦେଇଛନ୍ତି। ମେଡିକାଲରେ ତାଲା…

ନନ୍ଦନକାନନ ଏକ୍ସପ୍ରେସକୁ ଗୁଳିମାଡ଼…

ଓଏଲ୍‌ ବ୍ୟୁରୋ: ଭଦ୍ରକରେ ନନ୍ଦନକାନନ ଏକ୍ସପ୍ରେସକୁ ଗୁଳିମାଡ଼ ହୋଇଥିବା ଘଟଣା ସାମ୍ନାକୁ ଆସିଥିଲା। ଭଦ୍ରକ ଚରମ୍ପା ଷ୍ଟେସନର ୧୧୯ନଂ ଗେଟ୍ ନିକଟରେ ଗୁଳିମାଡ଼ ହୋଇଥିବା ନେଇ ସୂଚନା ମିଳିଥିଲା। ନୂଆଦିଲ୍ଲୀରୁ ଭୁବନେଶ୍ୱର ଆସୁଥିଲା ଏହି ଟ୍ରେନ। ଘଟଣାସ୍ଥଳରେ ଭଦ୍ରକ ଜିଆରପି ତଦନ୍ତ ଆରମ୍ଭ କରିଥିଲା।…

୫୭ ନୂଆ ଏନ୍‌ଏସି ପ୍ରସ୍ତାବ: ଆବଶ୍ୟକ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ପ୍ରସ୍ତାବିତ ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ପାଇଁ ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାରୁ ସବିଶେଷ ତଥ୍ୟ ଆହ୍ବାନ କରିଛନ୍ତି। ମୋହନ ମାଝୀଙ୍କ ସରକାର ରାଜ୍ୟର ପୌରପାଳିକା ଓ ଏନ୍‌ଏସି ସଂଖ୍ୟା ବୃଦ୍ଧି କରିବାକୁ ପଦକ୍ଷେପ ନେଇଛନ୍ତି। ଏନେଇ ଗୃହନିର୍ମାଣ ଓ ନଗର ଉନ୍ନୟନ…

ଭରତପୁର ଥାନା ମାମଲା: ନଭେମ୍ବର ୧୪ରେ…

ଓଏଲ୍‌ ବ୍ୟୁରୋ: ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର୍ଯାତନା ମାମଲାରେ ବିଚାର ବିଭାଗୀୟ ତଦନ୍ତ ଜାରି ହୋଇଛି। ଭରତପୁର ଥାନା ମାମଲାରେ ଗତକାଲି ସତ୍ୟପାଠ ଦାଖଲ ଅବଧି ଶେଷ ହୋଇଛି। ମାମଲାରେ ସମ୍ପୃକ୍ତ ସମସ୍ତ ପକ୍ଷ ନଭେମ୍ବର ୧୪ରେ ହାଜର ହେବେ। ତଦନ୍ତ କମିଶନଙ୍କ ନିକଟରେ ହାଜର ହୋଇ ନିଜ ପକ୍ଷ…

କେନ୍ଦୁଝର ଇଂଜିନିୟରିଂ କଲେଜରେ ରାଗିଂ!

ଓଏଲ୍‌ ବ୍ୟୁରୋ: ରାଗିଂ ମୁକ୍ତ କ୍ୟାମ୍ପସ କରିବାପାଇଁ ଆଣ୍ଟି ରାଗିଂ କମିଟିର ନିୟମ ସମସ୍ତ କଲେଜରେ ପ୍ରଚଳିତ ହେବାପରେ ମଧ୍ୟ କିଛି ଦିନ ହେବ ଅନେକ କଲେଜରେ ରାଗିଂ ଘଟଣା ଦେଖାଦେଇଛି। ଏମକେସିଜି ମେଡିକାଲ କଲେଜ ଘଟଣା ପରେ ପୁଣି ଏକ କଲେଜରେ ରାଗିଂ ଅଭିଯୋଗ ହୋଇଛି। କେନ୍ଦୁଝର ସରକାରୀ ଇଂଜିନିୟରିଂ କଲେଜ…

ତାରାତାରିଣୀ ମନ୍ଦିରରୁ ଲୁଟ୍, ଦାନ…

ଓଏଲ୍‌ ବ୍ୟୁରୋ: କାୟା ବିସ୍ତାର କଲେଣି ଲୁଟେରା ଗ୍ୟାଙ୍ଗ। ବର୍ତମାନ ଲୁଟେରା ମାନେ ବିଭିନ୍ନ ଉପାୟରେ ଠକେଇ କରିବାରେ ଲାଗିଛନ୍ତି। କେତେବେଳେ ଅନଲାଇନ ଲୁଟିଲେଣି ତ କେତେବେଳେ ରାସ୍ତା କଡ଼ରୁ, ଏଭଳି ଘଟଣା ଅନେକ ସମୟରେ ସାମ୍ନାକୁ ଆସୁଛି। ଲୁଟେରାମାନେ ଲୁଟ୍ ତ କରୁଛନ୍ତି ଠାକୁରଙ୍କୁ ବି ଛାଡୁନାହାନ୍ତି।…

ଭିଜିଲାନ୍ସ ଜାଲରେ ଜୁନିୟର ମ୍ୟାନେଜର,…

ଓଏଲ୍ ବ୍ୟୁରୋ: ଗତ କିଛି ଦିନ ହେବ ଚାଲିଛି ସରକାରୀ ବାବୁଙ୍କ ମାଳମାଳ ସମ୍ପତିର ଖୋଳତାଡ଼। ଅନେକ ସରକାରୀ ବାବୁ ଭିଜିଲାନ୍ସ ଜାଲରେ ପଡିଥିବାବେଳେ ତଦନ୍ତ କରୁଛି ଭିଜିଲାନ୍ସ ଦଳ। ଏସବୁ ଭିତରେ ଭିଜିଲାନ୍ସ ଜାଲରେ ପଡିଛନ୍ତି ଇଡକୋ ଜୁନିୟର ମ୍ୟାନେଜର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୁନିୟର…