ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ଏଣିକି…
ଓଏଲ୍ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ…