Odisha Link
Bridging the Missing Links in Odisha

କେନ୍ଦୁଝର ଗସ୍ତରେ ରାଷ୍ଟ୍ରପତି; ଧରଣୀଧର…

ଓଏଲ୍‌ ବ୍ୟୁରୋ: ୪ ଦିନିଆ ଓଡ଼ିଶା ଗସ୍ତରେ ମହାମହିମ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଦ୍ୱିତୀୟ ଦିନ। ଏହି ଅବସରରେ କେନ୍ଦୁଝରରେ ପହଁଞ୍ଚିଛନ୍ତି ରାଷ୍ଟ୍ରପତି। ଧରଣୀଧର ବିଶ୍ଵବିଦ୍ୟାଳୟର ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହେବେ। ମୁର୍ମୁଙ୍କ ଗସ୍ତ ପାଇଁ କମିସନରେଟ ପୁଲିସ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବରିଷ୍ଠ…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ ବରିଷ୍ଠ କିରାଣି। ଏଥର ଭିଜିଲାନ୍ସ ଜାଲରେ ପଡିଛନ୍ତି ଇଏସଆଇ ମେଡିକାଲର ବରିଷ୍ଠ କିରାଣି। ଜେଲ୍ ରୋଡ୍ ଇଏସଆଇ ହସ୍ପିଟାଲ କିରାଣି ଅଭିରାମ ସାହୁ ଧରାପଡ଼ିଲେ। ବିଲ୍ ପାସ୍ ପାଇଁ ୧୦ ହଜାର ଟଙ୍କା ନେବା ବେଳେ ଧରାପଡ଼ିଲେ। ଲାଞ୍ଚ ନେବା ଅଭିଯୋଗରେ ଜେଲ୍ ରୋଡ୍ ଇଏସଆଇ…

ବନ୍ଦ ଘରୁ ମିଳିଲା କନିଷ୍ଠ ଯନ୍ତ୍ରୀଙ୍କ…

ଓଏଲ୍‌ ବ୍ୟୁରୋ: ବୌଦ୍ଧ ଜଳସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସାମ୍ନାକୁ ଆସିଛି। କନିଷ୍ଠ ଯନ୍ତ୍ରୀ ପ୍ରଦୀପ କୁମାର ଘୋଷଙ୍କ ମୃତଦେହ ତାଙ୍କ ସରକାରୀ କ୍ୱାର୍ଟରରୁ ଉଦ୍ଧାର ହୋଇଛି। ତେବେ ହତ୍ୟାର କାରଣ ଏବେବି ଅସ୍ପଷ୍ଟ ରହିଛି। ଏଯାଏଁ ମୃତ୍ୟୁର କାରଣ ସ୍ପଷ୍ଟ…

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ;…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହେବ। ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ।ଏହି ବୈଠକରେ ଲେଜର ସ୍କାନିଂ ରିପୋର୍ଟ ଉପସ୍ଥାପିତ ହେବ। ରତ୍ନଭଣ୍ଡାର ବାହାର କାନ୍ଥ ଓ ଚୂଳର ସ୍କାନିଂ ହୋଇଛି। କମିଟିରେ ରିପୋର୍ଟ ତର୍ଜମା ହେବ। ଏହା ପରେ ପଦକ୍ଷେପ ନିଆଯିବ।…

ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ…

ଓଏଲ୍‌ ବ୍ୟୁରୋ: ୪ ଦିନିଆ ଓଡ଼ିଶା ଗସ୍ତରେ ମହାମହିମ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ସମୟରେ ଭୁବନେଶ୍ୱର ସମେତ ମୟୁରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁର ଗସ୍ତ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ କମିସନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।…

ଚିତ୍ତରଞ୍ଜନ ଚିରଞ୍ଜିତଙ୍କ ଆଲୋଚନା…

ଭୁବନେଶ୍ଵର: ରାଜ୍ୟର ଅଗ୍ରଣୀ ପ୍ରକାଶନ ସଂସ୍ଥା 'ପେନ୍‌ ଇନ୍‌ ବୁକ୍ସ' ବହି ପର୍ବରେ ସାମିଲ ହେଲା 'ତିନି ଦଶନ୍ଧିର ଓଡ଼ିଶା'। ଲେଖକ ତଥା ସାମ୍ଵାଦିକ ଚିତ୍ତରଞ୍ଜନ ଚିରଞ୍ଜିତଙ୍କ ପୁସ୍ତକ ' ତିନି ଦଶନ୍ଧିର ଓଡ଼ିଶା' ଆଜି ଭୁବନେଶ୍ବରସ୍ଥିତ ଜୟଦେବ ଭବନରେ ଉନ୍ମୋଚିତ ହୋଇଯାଇଛି। ଜଣେ ସାମ୍ଵାଦିକ କେବଳ ଜଣେ…

ଆଇଏଏସ୍ ସ୍ତରରେ ଅଦଳବଦଳ; ପୁରୀ…

ଓଏଲ୍‌ ବ୍ୟୁରୋ: ଆଇଏଏସ୍ ସ୍ତରରେ ଅଦଳବଦଳ କରାଯାଇଛି। ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କୁ ପୁରୀ କଲେକ୍ଟର ଭାବେ ନିଯୁକ୍ତ କରାଯାଇଛି। ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାପାଳଙ୍କ ମଧ୍ୟ ବଦଳି କରାଯାଇଛି। ମୟୂରଭଂଜ ଜିଲ୍ଲାପାଳ ଆଶିଷ ଠାକରେ ହେଲେ ବାଲେଶ୍ବର ଜିଲ୍ଲାପାଳ। ପୁରୀ ଜିଲ୍ଲାପାଳ ବିଜୟ ଦାଶ ହେଲେ କଟକ…

ସମସ୍ତଙ୍କୁ ସାଥିରେ ନେଇ ଆମେ ଗଢ଼ିବୁ ନୂଆ…

ଓଏଲ୍‌ ବ୍ୟୁରୋ: ବାଲେଶ୍ୱର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଉପହାର। ୨୨୧୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାଲେଶ୍ୱରରେ ମନ୍ମଥ-ମନୋଜ ସ୍ମାରକୀ ଲୋକାର୍ପଣ କରିଛନ୍ତି। ଏହା…

ନବୀନ-ବିଲ୍‌ ଗେଟ୍‌ସ ଭେଟଘାଟ; ବିଭିନ୍ନ…

ଓଏଲ୍‌ ବ୍ୟୁରୋ: ଭୁବନେଶ୍ୱରରେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍‌ ଗେଟ୍‌ସ। ଭୁବନେଶ୍ୱର ମାଆ ମଙ୍ଗଳା ବସ୍ତିରେ ବିଲ୍ ଗେଟ୍ସ ପହଞ୍ଚି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଏହା ସହ ମିଶନ ଶକ୍ତି ବଜାର ବୁଲି ଦେଖିଲେ ବିଲ୍‌ ଗେଟ୍‌ସ। ବିଭିନ୍ନ ପ୍ରକଳ୍ପକୁ ନେଇ ୫-ଟି ଅଧ୍ୟକ୍ଷଙ୍କ ସହ କଲେ…

ସାଧାରଣ ନିର୍ବାଚନ ପାଇଁ ଓଡ଼ିଶା ରାଜନୀତି…

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନକୁ ମଝିରେ ଆଉ ଏକ ମାସ ସମୟ। ତେବେ ଭୋଟ ଗ୍ରହଣ ପାଇଁ କେମିତି ଚାଲିଛି ସଜବାଜ, ବିଭିନ୍ନ ରାଜ୍ୟକୁ ଯାଇ ପ୍ରସ୍ତୁତିର ଅନୁଧ୍ୟାନ କରୁଛନ୍ତି ନିର୍ବାଚନ କମିଶନଙ୍କ ଟିମ୍। ଅନ୍ୟପଟେ ନିର୍ବାଚନ ତାରିଖ ଘୋଷଣା ନହୋଇଥିବା ବେଳେ ଓଡ଼ିଶା ରାଜନୀତି ସରଗରମ। ସାଧାରଣ ନିର୍ବାଚନକୁ…