Odisha Link
Bridging the Missing Links in Odisha

ଆହୁରି ୩ଦିନ ଥରିବ ଓଡ଼ିଶା! ବିଭିନ୍ନ…

ଓଏଲ୍‌ ବ୍ୟୁରୋ: ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କୋହଲା ପାଗ ସହ ହାଲୁକା ବର୍ଷା ଲାଗିରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ପବନ ଅନୁଭୂତ ହୋଇଛି। ଟ୍ୱିନ ସିଟି କଟକ ଏବଂ ଭୁବନେଶ୍ୱରରେ କୋହଲା ପାଗ ସହ ଲାଗିରହିଥିଲା ଝିପିଝିପି ବର୍ଷା। ଜନଜୀବନ କିଛି ମାତ୍ରାରେ ପ୍ରଭାବିତ ହୋଇଛି। ବର୍ଷା…

ପୁଣି ଚର୍ଚ୍ଚାରେ ରାହୁଲ ଗାନ୍ଧିଙ୍କ…

ଓଏଲ୍‌ ବ୍ୟୁରୋ: କଂଗ୍ରେସ ପକ୍ଷରୁ ‘ଭାରତ ନ୍ୟାୟ ଯାତ୍ରା’ ଆରମ୍ଭ ହୋଇଛି। ଏଥିପାଇଁ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଦେଶର ବିଭିନ୍ନ ସ୍ଥାନ ପରିଭ୍ରମଣ କରିଛନ୍ତି। ଓଡ଼ିଶା ସମେତ ୧୪ ରାଜ୍ୟରେ ରାହୁଲଙ୍କ ଭାରତ ନ୍ୟାୟ ଯାତ୍ରା କରାଯାଉଛି। ଯାହାକୁ ନେଇ ଏବେ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି କଂଗ୍ରେସ…

କୁନୋ ଜାତୀୟ ଉଦ୍ୟାନରୁ ଆସିଲା ଖୁସି ଖବର;…

ଓଏଲ୍‌ ବ୍ୟୁରୋ: ମଧ୍ୟପ୍ରଦେଶ କୁନୋ ଜାତୀୟ ଉଦ୍ୟାନରେ ତିନି ଶାବକଙ୍କୁ ଜନ୍ମ ଦେଇଛି ନାମିବିଆରୁ ଆସିଥିବା ଚିତା ଜ୍ୱାଲା। ଏନେଇ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଭୁପେନ୍ଦ୍ର ଯାଦବ। ଏହା ସହ ଏକ ଭିଡିଓ ମଧ୍ୟ ପୋଷ୍ଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ। ଏଥିରେ ଚିତା ଶାବକ ମା’ ପାଖରେ…

ଆଜି ଜାତୀୟ ଶିଶୁବାଳିକା ଦିବସ; ଜାଣନ୍ତୁ…

ଓଏଲ୍‌ ବ୍ୟୁରୋ: ଆଜି ବି କଣ ଅବହେଳିତ ଶିଶୁକନ୍ୟା! ଆଜି ବି ଏ ଦୁନିଆଁ କଣ କନ୍ୟାକୁ ବୋଝ ବୋଲି ଭାବୁଛି। ସରକାରଙ୍କ ଯୋଜନା ପରେ ବି କାହିଁକି ଶିଶୁକନ୍ୟା ଜନ୍ମ ହେଲେ ବାପା ମା’ଙ୍କ ମନରେ ଦୁଃଖ ଆସିଯାଉଛି। ଏଭଳି ଅନେକ ଘଟଣା ସାମ୍ନାକୁ ଆସୁଛି ଯାହା ବାରମ୍ଵାର ଶିଶୁକନ୍ୟାର ଜନ୍ମକୁ ଅବହେଳିତ ବୋଲି ଦର୍ଶାଇ…

ରାଉରକେଲାରୁ ୮୨ଟି ଜଙ୍ଗଲୀ ଶୁଆ ଜବତ; ୨…

ଓଏଲ୍‌ ବ୍ୟୁରୋ: ରାଉରକେଲା ବନ ବିଭାଗକୁ ସଫଳତା। ରାଉରକେଲାରୁ ୮୨ଟି ଜଙ୍ଗଲୀ ଶୁଆ ଜବତ ହୋଇଛି। ଏହି ମାମଲାରେ ସମ୍ପୃକ୍ତ ୨ ଅଭିଯୁକ୍ତକୁ ଗିରଫ କଲା ରାଉରକେଲା ବନ ବିଭାଗ। ରାଉରକେଲାରୁ ବିଭିନ୍ନ ସ୍ଥାନକୁ ଚୋରାଚାଲାଣ ହେଉଥିଲା। ରାଉରକେଲାରୁ କଟକ, ଭୁବନେଶ୍ବର, ଛତିଶଗଡ଼କୁ ଚାଲାଣ ହେଉଥିବା ରାଉରକେଲା ବନ…

ସରି ଆସୁଛି ଅବଧି; ଶୀଘ୍ର କରନ୍ତୁ…

ଓଏଲ୍‌ ବ୍ୟୁରୋ: ଟଙ୍କା ପାଇଁ ରାଜ୍ୟରେ କାହାରି ଚିକିତ୍ସାରେ ଅବହେଳା ହେବ ନାହିଁ। ସମସ୍ତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଆଉ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ନୂଆ ବର୍ଷରୁ ବିଏସକେୱାଇ୍-ନବୀନ କାର୍ଡର ଶୁଭାରମ୍ଭ ହୋଇଛି। ଗତ ୬ ତାରିଖରୁ ଏହି କାର୍ଡର ପଞ୍ଜିକରଣ ଆରମ୍ଭ ହୋଇଥିଲା।…

ଏଣିକି ସହଜ ହେବ ରକ୍ତ ଯୋଗାଣ; ଭୁବନେଶ୍ୱର…

ଓଏଲ୍‌ ବ୍ୟୁରୋ: ଏଣିକି ସହଜ ହେବ ରକ୍ତ ଯୋଗାଣ। ଭୁବନେଶ୍ୱର ଏମ୍ସରୁ ପରୀକ୍ଷା ମୂଳକ ପ୍ରଥମ ଥର ଗୁରୁତର ରୋଗୀଙ୍କ ପାଇଁ ରକ୍ତ ଯୋଗାଣ, ରକ୍ତ ସାମ୍ପଲ ସଂଗ୍ରହ, ଅତି ଜରୁରୀ ଇଞ୍ଜେକ୍ସନ ଔଷଧ ଯୋଗାଣ ନେଇ ଡ୍ରୋନ ସେବା ଆରମ୍ଭ କରାଯାଇଛି। ଏହି ଡ୍ରୋନ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ…

୩ କଂଗ୍ରେସ ନେତାଙ୍କ ଉପରୁ ହଟିଲା…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟର ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। କଟକ-ବାରବାଟୀ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଓ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳଙ୍କୁ ଦଳରୁ ନିଲମ୍ବିତ କରିଥିଲା କଂଗ୍ରେସ।…

ବିମାନ ଦୁର୍ଘଟଣା: ୬ ଜଣ ଗୁରୁତର ଆହତ

ଓଏଲ୍‌ ବ୍ୟୁରୋ: ଲେଙ୍ଗପୁଇ ବିମାନବନ୍ଦରରେ ସେନାର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ସାମ୍ନାକୁ ଆସିଛି। ଲେଙ୍ଗପୁଇ ବିମାନବନ୍ଦରରେ ଦୁର୍ଘଟଣା ହେବା ପରେ ୬ ଜଣ ଆହତ ହୋଇଛନ୍ତି। ବିମାନରେ ପାଇଲଟଙ୍କ ସହିତ ୧୪ ଜଣ ଲୋକ ଥିଲେ। ଆହତମାନଙ୍କୁ ଲେଙ୍ଗପୁଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ମିଜୋରାମ…

ଗଜପତି ଗସ୍ତରେ ୫-ଟି ଅଧ୍ୟକ୍ଷ; ନୂଆ-ଓ…

ଓଏଲ୍‌ ବ୍ୟୁରୋ: ଗଜପତି ଜିଲ୍ଲା ଗସ୍ତରେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍। ଗଜପତି ଗସ୍ତରେ ଯାଇ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ ନୂଆ-ଓ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଏହି ଅବସରରେ ସେ ଛାତ୍ରଛାତ୍ରୀଙ୍କୁ ଭବିଷ୍ୟତ ପାଇଁ ଗୁରୁମନ୍ତ୍ର ଦେଇଛନ୍ତି। ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ନୂଆ…