Odisha Link
Bridging the Missing Links in Odisha

ଆଜି ବିଧାନସଭା ଅଧିବେସନର ଚତୁର୍ଥ ଦିନ;…

ଓଏଲ୍‌ ବ୍ୟୁରୋ: ଆଜି ବିଧାନସଭା ଅଧିବେସନର ଚତୁର୍ଥ ଦିନ। ଆଜି ଗୃହ ବେଶ୍ ସରଗରମ ରହିବା ଆଶା କରାଯାଉଥିବାବେଳେ ପ୍ରଶ୍ନକାଳ ଆରମ୍ଭ ହେବ। ଏହି ଅବସରରେ ଆଜି କାମଚଳା ବଜେଟ୍ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ। ୨୦୨୪-୨୫ ଆର୍ଥକ ବର୍ଷ ପାଇଁ ଉପସ୍ଥାପିତ ହେବ ୨ ଲକ୍ଷ ୬୦ ହଜାର କୋଟି ଟଙ୍କାର ବଜେଟ୍।…

ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ:…

ଓଏଲ୍‌ ବ୍ୟୁରୋ: ଓଡ଼ିଶାର ଖାଲି ପଡୁଥିବା ୩ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ। ୧୫ଟି ରାଜ୍ୟ ପାଇଁ ତାରିଖ ଘୋଷଣା ହୋଇଛି। ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇବ। ଫେବ୍ରୁଆରୀ ୧୫ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରଖାଯାଇଛି। ଫେବ୍ରୁଆରୀ ୧୬ରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ। ଆସନ୍ତା ୨୦ ସୁଦ୍ଧା…

୧୦ ବର୍ଷର ସମ୍ପର୍କରେ ପୂର୍ଣ୍ଣଚ୍ଛେଦ;…

ଓଏଲ୍‌ ବ୍ୟୁରୋ: ଅନେକ ବାଦବିବାଦ ପରେ ଶେଷରେ ୧୦ ବର୍ଷର ବୈବାହିକ ସମ୍ପର୍କରେ ପଡ଼ିଛି ପୂର୍ଣ୍ଣେଚ୍ଛେଦ। ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କ ବିବାହ ବିଚ୍ଛେଦ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି। ଅନୁଭବ ଗତକାଲି ରାତିରେ ସୋସିଆଲ୍ ମିଡିଆ ସାଇଟ୍ X ରେ ନିଜ ବିବାହ…

BSKY ଦେଶର ସବୁଠାରୁ ଭଲ ଯୋଜନା: ନବୀନ…

ଓଏଲ୍‌ ବ୍ୟୁରୋ: କାମଚଳା ବଜେଟ ଅଧିବେଶନରେ ମହାମହିମ ରାଜ୍ୟପାଳ ଅଭିଭାଷଣ ରଖିଥିଲେ। ଆଜି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ବିବୃତ୍ତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ପରୀ ହତ୍ୟା ପ୍ରସଙ୍ଗ ଭଳି ଏକ ସମ୍ବେଦନଶୀଳ ପ୍ରସଙ୍ଗରେ ବିରୋଧୀ ରାଜନୀତି…

ପରୀ ଭଳି ସମ୍ବେଦନଶୀଳ ମାମଲାରେ ବିରୋଧୀ…

ଓଏଲ୍‌ ବ୍ୟୁରୋ: କାମଚଳା ବଜେଟ ଅଧିବେଶନରେ ମହାମହିମ ରାଜ୍ୟପାଳ ଅଭିଭାଷଣ ରଖିଥିଲେ। ଆଜି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ବିବୃତ୍ତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ପରୀ ହତ୍ୟା ପ୍ରସଙ୍ଗ ଭଳି ଏକ ସମ୍ବେଦନଶୀଳ ପ୍ରସଙ୍ଗରେ ବିରୋଧୀ ରାଜନୀତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି, ୧୮…

ଓଏଲ୍‌ ବ୍ୟୁରୋ: ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀରେ ଗୃହୀତ ପ୍ରସ୍ତାବ ଭିତ୍ତିରେ ମୁଖ୍ୟମନ୍ତ୍ରୀ ଗ୍ରହଣ କରିଥିବା ନିଷ୍ପତ୍ତି ସଂପର୍କରେ ବିଧାନସଭାରେ ବଡ଼ ଘୋଷଣା କରିଛନ୍ତି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଅଶ୍ବିନୀ ପାତ୍ର। ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ବିଭିନ୍ନ…

ଅରବିନ୍ଦ କେଜରିୱାଲଙ୍କୁ ଅଦାଲତୀ ଝଟ୍‌କା:…

ଓଏଲ୍‌ ବ୍ୟୁରୋ: ପୁଣିଥରେ ଚର୍ଚ୍ଚାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜରିୱାଲଙ୍କୁ ଅଦାଲତୀ ଝଟ୍‌କା ଲାଗିଛି। ଇଡିର ଆବେଦନ ଆଧାରରେ ୧୭ରେ ହାଜର ହେବାକୁ ରାଉଜ ଏଭିନ୍ୟୁ କୋର୍ଟ ସମନ ଜାରି କରିଛନ୍ତି। ବେଆଇନ ଅର୍ଥ କାରବାର ନେଇ ଜେରା କରିବ…

ଶଙ୍ଖ ଭବନରେ ମିଶ୍ରଣ ପର୍ବ; ବିଜେଡିରେ…

ଓଏଲ୍‌ ବ୍ୟୁରୋ: ଆଗକୁ ସାଧାରଣ ନିର୍ବାଚନ ଥିବାବେଳେ ନେତାଙ୍କ ଦଳ ଡିଆଁ ପର୍ବ ଆରମ୍ଭ ହୋଇଯାଇଛି। ଶଙ୍ଖ ଭବନରେ ବିଜେଡି ମିଶ୍ରଣ ପର୍ବ ହୋଇଛି। ଏହି ପର୍ବରେ ବିଜେଡିରେ ବିଜେପି ଓ କଂଗ୍ରେସର ବହୁ କର୍ମୀ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବିକାଶ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ସାମିଲ ହୋଇଥିବା…

ଆଗାମୀ ୫ ବର୍ଷରେ ଭାରତ ଦେଖିବ ବୁଲେଟ୍‌…

ଓଏଲ୍‌ ବ୍ୟୁରୋ: ରାଜ୍ୟସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧନ କରିଛନ୍ତି। ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ପ୍ରସ୍ତାବ ଅବସରରେ ମୋଦି ବକ୍ତବ୍ୟ ଦେଇ କହିଛନ୍ତି ଏଭଳି ପ୍ରେରଣାଦାୟୀ ଉଦବୋଧନ ପାଇଁ ରାଷ୍ଟ୍ରପତିଙ୍କୁ କୃତଜ୍ଞତା। ରାଷ୍ଟ୍ରପତିଙ୍କ ଉଦବୋଧନ ଦେଶକୁ ନୂଆ ଦିଗ ଦେଖାଇବ। ଏହା ସହ ଶ୍ରୀ ମୋଦି…

ସରି ଆସୁଛି ବିଏସକେୱାଇ୍ ନବୀନ କାର୍ଡ…

ଓଏଲ୍‌ ବ୍ୟୁରୋ: ସମସ୍ତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଆଉ ଏକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ବିଏସକେୱାଇ ନବୀନ କାର୍ଡର ଆବେଦନ ଅବଧି ବୃଦ୍ଧି କରାଯାଇଥିବାବେଳେ ଆସନ୍ତାକାଲି ଶେଷ ହେବାକୁ ଯାଉଛି। ପୂର୍ବରୁ ବିଏସକେୱାଇ୍ ନବୀନ କାର୍ଡ ଆବେଦନର ଶେଷ ଦିନ ଜାନୁଆରୀ ୨୮ ତାରିଖ…