Odisha Link
Bridging the Missing Links in Odisha

ଗଣତନ୍ତ୍ର ଦିବସ ପାଇଁ ବିମାନ ଉଡାଣ…

ଓଏଲ୍‌ ବ୍ୟୁରୋ: ଗଣତନ୍ତ୍ର ଦିବସ ପାଇଁ ଚାଲିଛି ଅଭ୍ୟାସ କାର୍ଯ୍ୟ। ଦିଲ୍ଲୀରେ ଗଣତନ୍ତ୍ର ଦିବସକୁ ନଜରରେ ରଖି ବିମାନ ଉଡାଣକୁ ନେଇ କଟକଣା ଜାରି କରାଯାଇଛି। ସକାଳ ୧୦ଟା ୨୦ରୁ ୧୨ଟା ୪୫ ଯାଏ ଉଡ଼ିବନି ବିମାନ। ଜାନୁଆରୀ ୨୬ ଯାଏ ଟେକ୍ ଅଫ କିମ୍ବା ବିମାନ ଲ୍ୟାଣ୍ଡିଂ କରିବନି। ବିଟିଂ ରିର୍ଟିଟ୍ ପାଇଁ…

ଚୂଡ଼ାନ୍ତ ପର୍ଯ୍ୟାୟରେ ସମଲେଇ ପ୍ରକଳ୍ପ;…

ଓଏଲ୍‌ ବ୍ୟୁରୋ: ସମ୍ବଲପୁରରେ ଚାଲିଥିବା ସମଲେଇ ପ୍ରକଳ୍ପ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆସନ୍ତା ୨୭ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକଳ୍ପର ଉଦ୍‌ଘାଟନ କରିବେ ବୋଲି ସମଲେଶ୍ୱରୀ ମନ୍ଦିର ଟ୍ରଷ୍ଟବୋର୍ଡ ସଭାପତି ସୂଚନା ଦେଇଛନ୍ତି। ସମ୍ବଲପୁର ମା’ ସମଲେଇ ପ୍ରକଳ୍ପ ପାଇଁ ନିମନ୍ତ୍ରଣ ଆରମ୍ଭ…

ହୋମ ଯଜ୍ଞରେ କମ୍ପୁଛି ଅଯୋଧ୍ୟା ନଗରୀ;…

ଓଏଲ୍‌ ବ୍ୟୁରୋ: ହୋମ ଯଜ୍ଞରେ କମ୍ପୁଛି ଅଯୋଧ୍ୟା ନଗରୀ। ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ଆଉ ମାତ୍ର ତିନି ଦିନ ଥିବା ବେଳେ ନବବଧୂ ବେଶରେ ସଜେଇ ହେଉଛି ଅଯୋଧ୍ୟା ନଗରୀ। ମନ୍ଦିର ସାଜସଜା ଲାଗି ଟ୍ରକ୍ ଟ୍ରକ୍ ଫୁଲ ଆସି ଅଯୋଧ୍ୟାରେ ପହଞ୍ଚିବାରେ ଲାଗିଛି। ଶ୍ରୀରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବରେ…

ପ୍ରେସ୍‌କ୍ରିପସନ୍‌ରେ ଆଣ୍ଟିବାୟୋଟିକ୍‌…

ଓଏଲ୍‌ ବ୍ୟୁରୋ: ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ବିଭିନ୍ନ ପ୍ରକାର ନୀତି ଅବଲମ୍ବନ କରାଯାଉଛି। ରୋଗୀର ସ୍ୱାସ୍ଥ୍ୟ ଅବସ୍ଥାରେ ସଠିକ ସ୍ତିତି ଜାଣିବା ପାଇଁ ବିଭିନ୍ନ ପ୍ରକାର ବ୍ୟବସ୍ତା କରାଯାଉଛି। ତେବେ ସାଧାରଣତଃ କୌଣସି ରୋଗୀର ସ୍ୱାସ୍ଥ୍ୟ ଖରାପ ହେଲେ ଡାକ୍ତର ଆଣ୍ଟିବାୟୋଟିକ୍‌ ଖାଇବା…

ସାବାଡ଼ ହେବେ ବଣୁଆ ହାତୀ: ରାଜ୍ୟର ୪ଟି…

ଓଏଲ୍‌ ବ୍ୟୁରୋ: ଗତ କିଛି ଦିନ ହେବ ରାଜ୍ୟରେ ହାତୀଙ୍କ ଉତ୍ପାତ ଦେଖିବାକୁ ମିଳିଛି। ବଣୁଆଙ୍କୁ ଘଉଡ଼ାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଏଣିକି ବଣୁଆ ଓ ହିଂସ୍ର ହାତୀଙ୍କୁ ଘଉଡ଼ାଇବେ ତାଲିମପ୍ରାପ୍ତ ହାତୀ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ସ୍ଥାନରେ ହାତୀ ପ୍ରଶିକ୍ଷଣ ବ୍ୟବସ୍ଥା କରାଯିବ ବୋଲି…

ବହୁଚର୍ଚ୍ଚିତ ବିଲ୍‌କିସ୍‌ ବାନୋ ମାମଲା:…

ଓଏଲ୍‌ ବ୍ୟୁରୋ: ବହୁ ଚର୍ଚ୍ଚିତ ବିଲ୍‌କିସ୍‌ ବାନୋ ମାମଲାରେ ସୁପ୍ରିମକୋର୍ଟ ବଡ଼ ରାୟ ଶୁଣାଇଛନ୍ତି। ଦୁଷ୍କର୍ମ ମାମଲାରେ ଦୋଷୀଙ୍କୁ ସୁପ୍ରିମକୋର୍ଟରୁ ଝଟକା ଲାଗିଛି। କୋର୍ଟଙ୍କ ତରଫରୁ ଦୋଷୀଙ୍କ ଦ୍ୱାରା ଦାଖଲ କରାଯାଇଥିବା ଆବେଦନର ଶୁଣାଣି କରି କଡା ନିର୍ଦ୍ଦେଶ ଦେଇଛନ୍ତି। ଦୋଷୀମାନେ ଆତ୍ମସମର୍ପଣ…

ପର୍ଯ୍ୟଟକଙ୍କ ପାଇଁ ଖୁସିଖବର; ଏଣିକି…

ଓଏଲ୍‌ ବ୍ୟୁରୋ: ପର୍ଯ୍ୟଟକଙ୍କ ପାଇଁ ଖୁସିଖବର। ଆସନ୍ତା ୨୯ରୁ ଭରତପୁର ସଫାରୀରେ ଆରମ୍ଭ ହେବ ‘ନାଇଟ୍‌ ନକଚରାଲ୍‌ ଟ୍ରେଲ୍’। ରାତି ସାଢେ ୯ଟା ଯାଏଁ ଖୋଲା ରହିବ ସଫାରୀ, ଚାଲିବ ଟ୍ରେଲ୍‌। ରାତି ସାଢେ ୯ଟାରୁ ସକାଳ ସାଢେ ୯ଟା ଯାଏଁ ବନ୍ଦ ରହିବ ସଫାରୀ। ନାଇଟ୍‌ ନକଚରାଲ୍‌ ଟ୍ରେଲ୍’ ଯୋଗୁଁ ଛାତ୍ରଛାତ୍ରୀ,…

ପୁଣି ଚର୍ଚ୍ଚାରେ ମହୁଆ ମୈତ୍ର; ଶେଷରେ…

ଓଏଲ୍‌ ବ୍ୟୁରୋ: ପୁଣି ଚର୍ଚ୍ଚାରେ ମହୁଆ ମୈତ୍ର। ସଂସଦରେ ପ୍ରଶ୍ନ ପଚାରିବା ଅଭିଯୋଗରେ ବହିଷ୍କୃତ ହୋଇଥିବା ଲୋକସଭା ସାଂସଦ ମହୁଆ ମୋଇତ୍ରାଙ୍କୁ ଶେଷରେ ଦିଲ୍ଲୀ ସ୍ଥିତ ତାଙ୍କ ସରକାରୀ ବଙ୍ଗଳା ଖାଲି କରିବାକୁ ପଡ଼ିଛି। ସରକାରଙ୍କ ନୋଟିସକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କିନ୍ତୁ…

ଏଏସ୍‌ଓ ପରୀକ୍ଷା ଅନିୟମିତତା ମାମଲା:…

ଓଏଲ୍ ବ୍ୟୁରୋ: ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସଓ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସ୍‌ଓ ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ନେଇ କୋର୍ଟରେ ମାମଲା ହୋଇଥିଲା। ଏହି ଘଟଣାକୁ ନେଇ ହାଇକୋର୍ଟରେ ରିଟ୍ ଆବେଦନ ଶୁଣାଣି…

ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ; ୮ରେ…

ଓଏଲ୍‌ ବ୍ୟୁରୋ: ଆସନ୍ତା ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଫେବୃଆରୀ ୫ରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା। ଏଥର ବିଧାନସଭାରେ ୭ଟି କାର୍ଯ୍ୟଦିବସ ରହିଛି। ଅଧିବେଶନରେ କାମଚଳା ବଜେଟ ଆଗତ କରାଯିବ। ୫ରେ ରାଜ୍ୟପାଳ ଅଭିଭାଷଣ ରଖିବେ। ୮ରେ କାମଚଳା ବଜେଟ…