Odisha Link
Bridging the Missing Links in Odisha

ଦୂର ହେଲା ଯାତ୍ରୀଙ୍କ ଯନ୍ତ୍ରଣା

ଓଏଲ୍‌ ବ୍ୟୁରୋ: ସ୍ଥଗିତ ରହିଲା ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ। ସ୍ବାଭାବିକ ହେଲା ଯାନବାହାନ ଚଳାଚଳ। ଏଥିସହିତ ଦୂର ହେଲା ଯାତ୍ରୀଙ୍କ ଯନ୍ତ୍ରଣା। କେନ୍ଦ୍ର ସରକାରଙ୍କ ‘ହିଟ୍‌ ଏଣ୍ଡ ରନ୍’ ଆଇନ ଓ ରାଜ୍ୟ ସରକାରଙ୍କ ପ୍ରତାରଣା ବିରୋଧରେ ୩ଦିନ ଧରି ଚାଲିଥିବା ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼…

ଆସନ୍ତା ୫ଦିନ ସ୍କୁଲ ଛୁଟି

ଓଏଲ୍‌ ବ୍ୟୁରୋ: ଦେଶରେ ଶୀତ ଲହରୀ ଲାଗି ରହିଛି। କିଛିଦିନ ଶୀତର ପ୍ରକୋପ କମିଥିଲା ସତ କିନ୍ତୁ ଏବେ ପୁଣିଥରେ ଶୀତ ବଢ଼ିବାରେ ଲାଗିଛି। ଏସବୁ ମଧ୍ୟରେ ଦିଲ୍ଲୀରେ ଆଗାମୀ ୫ ଦିନ ଯାଏ ସ୍କୁଲ ଛୁଟି ରହିବ। ୫ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଦିଲ୍ଲୀ ସରକାର। ଦିଲ୍ଲୀ ଶିକ୍ଷା…

୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ

ଓଏଲ୍‌ ବ୍ୟୁରୋ: ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ। ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ…

ସମଲେଇ ପ୍ରକଳ୍ପର ହେବ ଲୋକାର୍ପଣ:…

ଓଏଲ୍‌ ବ୍ୟୁରୋ: ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ। ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ…

ଇତିହାସ ରଚିଲା ଇସ୍ରୋ; ଏଲ୍‌ ୧ ପଏଣ୍ଟରେ…

ଓଏଲ୍‌ ବ୍ୟୁରୋ: ଚନ୍ଦ୍ରଯାନ-୩ର ବଡ଼ ସଫଳତା ପରେ ସୌରପୃଷ୍ଠରେ ମଧ୍ୟ ଇତିହାସ ରଚିଛି ଇସ୍ରୋ। ଭାରତର ସୋଲାର ମିଶନ୍ ଏବେ ସଫଳତା ହାସଲ କରିଛି। ପୃଥିବୀଠୁ ୧୫ ଲକ୍ଷ କିଲୋମିଟର ଦୂର ଲଗରାଞ୍ଜିଆନ୍‌ ପଏଣ୍ଟରେ ପହଁଞ୍ଚିଛି ଆଦିତ୍ୟ ଏଲ୍‌-୧ । ୨୦୨୩ ସେପ୍ଟେମ୍ବର ୯ତାରିଖରେ ଆଦିତ୍ୟ ଏଲ୍-୧କୁ ଆନ୍ଧ୍ରପ୍ରଦେଶର…

ନୟାଗଡ଼: ଆଜିଠୁ ଦଶପଲ୍ଲାରୁ ଗଡ଼ିବ ଟ୍ରେନ୍‌

ଓଏଲ୍‌ ବ୍ୟୁରୋ: ନୟାଗଡ଼ ଜିଲ୍ଲା ଦଶପଲ୍ଲାବାସୀଙ୍କ ସ୍ବପ୍ନ ହେବାକୁ ଯାଉଛି ସାକାର। ଦୀର୍ଘବର୍ଷର ଅନ୍ତ ଘଟିବ ଆଜି। କାରଣ ଆଉମାତ୍ର କିଛି ସମୟ ପରେ ଉଦଘାଟିତ ହେବ ନୟାଗଡ଼ ଜିଲ୍ଲାର ଦଶପଲ୍ଲା ରେଳ ଷ୍ଟେସନ। ଏହାକୁ ଲୋକାର୍ପଣ କରିବେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଆଜି ଦିନ ୧୦ଟାରେ ଦଶପଲ୍ଲା ରେଳ ଷ୍ଟେସନ…

ପୁରୀ ପରିକ୍ରମା ପ୍ରକଳ୍ପ: ୧୧ ସୁଦ୍ଧା…

ଓଏଲ୍‌ ବ୍ୟୁରୋ: ରୂପାନ୍ତରଣର ସ୍ପର୍ଶରେ ସଜେଇ ହେଉଛି ଶ୍ରୀକ୍ଷେତ୍ର। ଜାନୁଆରୀ ୧୭ ତାରିଖରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ଉତ୍ସବ ମୁଖର ଜଗନ୍ନାଥ ଧାମ। ପୁରୀସ୍ଥିତ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିର ଚାରିପାଶ୍ୱର୍ରେ ଚାଲିଥିବା ପରିକ୍ରମା ପ୍ରକଳ୍ପ(ଐତିହ୍ୟ କରିଡର)ର…

ଓଲଟିଲା ବିଏସ୍‌ଏଫ୍‌ ଭ୍ୟାନ୍; ୧୫ ଜଣ…

ଓଏଲ୍‌ ବ୍ୟୁରୋ: ମାଲକାନଗିରି ଛତିଶଗଡ଼ ସିମାନ୍ତ ନାରାୟଣପୁର ଜିଲ୍ଲାରେ ବିଏସ୍‌ଏଫ୍‌ ଭ୍ୟାନ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଭ୍ୟାନ୍‌ ଓଲଟି ୧୫ ଜଣ ଯବାନ ଗୁରୁତର ଆହାତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ଜଣ ଯବାନଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବା ସୂଚନା ରହିଛି। ସମସ୍ତ ଆହତମାନଙ୍କୁ ରାୟପୁର…

ଟି-୨୦ ବିଶ୍ବକପ୍‌: ଜୁନ୍‌ ୯ରେ…

ଓଏଲ୍‌ ବ୍ୟୁରୋ: ୨୦୨୪ ଟି-ବିଶ୍ବକପ୍‌ ପାଇଁ ବାଜିଲା ବିଗୁଲ। ଜୁନ୍‌ ମାସରେ ହେବାକୁ ଥିବା ଟି-୨୦ ବିଶ୍ବକପ୍‌ ୨୦୨୪ ପାଇଁ ଖେଳସୂଚୀ ଜାରି କରିଛି। ଟି-୨୦ ବିଶ୍ବକପ୍‌ରେ ଭାରତ-ପାକିସ୍ତାନ ମୁକାବିଲା ଜୁନ୍‌ ୯ ତାରିଖରେ ଖେଳାଯିବ। ଓ୍ବେଷ୍ଟଇଣ୍ଡିଜ ଓ ୟୁଏସରେ ଖେଳାଯିବାକୁ ଥିବା ଫଟାଫଟ ମହାକୁମ୍ଭରେ ୨୦ଟି…

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ…

ଓଏଲ୍‌ ବ୍ୟୁରୋ: ଆଗାମୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ହେବ। ସମାରୋହରେ ସାମିଲ ହେବା ପାଇଁ ଲକ୍ଷାଧିକ ସାଧୁ ସନ୍ଥ, ଶ୍ରଦ୍ଧାଳୁ ପୁରୀ ଆସିବେ। ଲୋକାର୍ପଣ ଉତ୍ସବ କିପରି ସୁରକ୍ଷିତ ଓ ଶୃଙ୍ଖଳିତ ଭାବେ ଆୟୋଜିତ ହେବ, ସେନେଇ ପୁରୀ ସର୍କିଟ ହାଉସରେ ମୁଖ୍ୟ ଶାସନ ସଚିବ…