ଏଥର ଗଣତନ୍ତ୍ର ଦିବସରେ ଦିଲ୍ଲୀ ଦରବାରରେ…
ଓଏଲ୍ ବ୍ୟୁରୋ: ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ସ୍ଥାନ ପାଇବ ଓଡ଼ିଶା ପ୍ରଜ୍ଞାପନ ମେଢ଼। ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମଡେଲ ମନୋନୀତ ହୋଇଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଚିଠି କରାଯାଇଛି। ୧୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମଡେଲ…