Odisha Link
Bridging the Missing Links in Odisha

ଶ୍ରୀମନ୍ଦିରରେ ହେଲା ବଡ଼ ମହାସ୍ନାନ;…

ଓଏଲ୍‌ ବ୍ୟୁରୋ: ପୁରୀ ଶ୍ରୀମନ୍ଦିରରେ ହେଲା ବଡ଼ ମହାସ୍ନାନ। ଭିତର କାଠ ନିକଟରେ ରକ୍ତ ଛିଟା ପଡ଼ିଥିବାରୁ ମହାସ୍ନାନ ନୀତି କରାଯାଇଛି। ଶ୍ରୀମନ୍ଦିରରେ ମହାସ୍ନାନ ପାଇଁ ନୀତି ଏକ ଘଣ୍ଟା ବିଳମ୍ବ ହୋଇଛି। ମଙ୍ଗଳ ଆଳତି ପୂର୍ବରୁ ମହିଳାଙ୍କ ହାତ କ୍ଷତ ହୋଇ ରକ୍ତ ପଡ଼ିଥିଲା। ଶ୍ରୀମନ୍ଦିରରେ ଭିତରକାଠ ନିକଟରେ…

ସକାଳୁ ତାତି; ବାଲେଶ୍ୱରରେ ସର୍ବାଧିକ…

ଓଏଲ୍‌ ବ୍ୟୁରୋ: ପୁଣି କଲବଲ କଲାଣି ତାତି। ଗତ କିଛି ଦିନ ହେବ ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହୁଛି। ଅସହ୍ୟ ଗରମରେ ଘରୁ ବାହାରିବା ବି ସମ୍ଭବ ହେଉନି। ଏମିତି କି ଖରାକୁ ଦୃଷ୍ଟିରେ ରଖି ସ୍କୁଲ ମଧ୍ୟ ଛୁଟି ଘୋଷଣା କରାଯାଇଛି। ଆଜି ସକାଳୁ ୩୫ ଡିଗ୍ରୀ ଟପିଲା ପାରଦ। ୩୫ ଡିଗ୍ରୀ ସହ ବାଲେଶ୍ୱର…

ବନ୍ଦରରେ ଅଘଟଣ: ଜାହାଜରୁ ମିଳିଲା ମୃତଦେହ

ଓଏଲ୍‌ ବ୍ୟୁରୋ: ପାରାଦୀପ ବନ୍ଦରରେ ଅଘଟଣ ହୋଇଥିବା ଖବର ସାମ୍ନାକୁ ଆସିଛି। ଜାହାଜ ଭିତରୁ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏସ୍‌କ୍ୟୁ ବର୍ଥରେ ଲାଗିଥିବା ଏକ ଜାହାଜରୁ ମୃତଦେହ ଉଦ୍ଧାର ହୋଇଛି। ଜାହାଜ ହାଚ୍‌ରେ ଶ୍ବାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଇଛି। ତେବେ ଏନେଇ କୌଣସି ସ୍ପଷ୍ଟ…

ନୂଆଦିଲ୍ଲୀରେ ସୋଆକୁ ୩ଟି ସିଏସ୍‌ଆର୍‌…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଇଂରାଜୀ ପତ୍ରିକା ‘କମ୍ପିଟିସନ୍‌ ସକ୍‌ସେସ୍‌ ରିଭ୍ୟୁ’ ପକ୍ଷରୁ ୩ ଟି ସିଏସ୍‌ଆର୍‌ ସମ୍ମାନ ପ୍ରଦାନ କରାଯାଇଛି । ଗତ ରବିବାର ଦିନ ନୁଆଦିଲ୍ଲୀ ଠାରେ ଆୟୋଜିତ ସିଏସ୍‌ଆର୍‌ ସମ୍ମାନ ଉତ୍ସବରେ ଏହି ସମ୍ବର୍ଦ୍ଧନା ଦିଆଯାଇଛି । ସୋଆ ଡିମ୍‌ଡ ଟୁ ବି…

ସମ୍‌ ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ…

ବ୍ରହ୍ମପୁର: ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ଗତ ରବିବାର ଏକ ନିଃଶୁକ୍ଳ ବନ୍ଧ୍ୟାଦୋଷ ଚିକିତ୍ସା ଓ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି । ଦକ୍ଷିଣ ଓଡିଶାର ବିଭିନ୍ନ ଅଂଚଳରୁ ବହୁ ନିଃସନ୍ତାନ ଦମ୍ପତି ଏହି ଶିବିରରେ ଯୋଗ ଦେଇ…

ଓଡ଼ିଶା: ଏପ୍ରିଲ ଶେଷ ସପ୍ତାହରେ ତାତିକୁ…

ଓଏଲ୍‌ ବ୍ୟୁରୋ: ତାତି ବଢ଼ିବା ସାଙ୍ଗକୁ ରାଜ୍ୟରେ ଏବେ ନିର୍ବାଚନର ପ୍ରଚାର ବି ଜମୁଛି। ୨୦୨୪ ମହାସଂଗ୍ରାମ ପାଇଁ ଓଡ଼ିଶା ପ୍ରସ୍ତୁତ ଥିବା ବେଳେ ରାଜ୍ୟର ତିନି ପ୍ରମୁଖ ଦଳ କରୁଛନ୍ତି ଜୋରଦାର ପ୍ରସ୍ତୁତି। ଏସବୁ ମଧ୍ୟରେ ଏପ୍ରିଲ ଶେଷ ସପ୍ତାହରୁ ପ୍ରଚାର ମୈଦାନରେ ହେବ ହେଭିଓ୍ବେଟ୍‌ ନେତାଙ୍କ ଟକ୍କର। କାରଣ…

ସମ୍‌ରେ ‘ଭିପିଡି ସର୍‌ଭେଲାନ୍ସ ଆଣ୍ଡ…

ଭୁବନେଶ୍ୱର: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଓ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ଶିଶୁରୋଗ ବିଭାଗର ମିଳିତ ସହଯୋଗରେ ‘ଭିପିଡି ସର୍‌ଭେଲାନ୍ସ ଆଣ୍ଡ ଏମ୍‌ଆର୍‌ କ୍ୟାମ୍ପେନ୍‌’ ପ୍ରସଙ୍ଗକୁ ନେଇ ଏକ କର୍ମଶାଳା ଆୟୋଜିତ…

ନୀଳଗିରି ବିଧାନସଭା: ପ୍ରାର୍ଥୀ ଘୋଷଣା…

ଓଏଲ୍‌ ବ୍ୟୁରୋ:ବାଜି ସାରିଛି ନିର୍ବାଚନୀ ବିଗୁଲ।ପ୍ରଚାରରେ କମ୍ପୁଛି ନିର୍ବାଚନୀ ମାହୋଲ। ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ନୀଳଗିିରି ରାଜନୀତି ପ୍ରତି ମୁହୁର୍ତ୍ତରେ ରୋଚକ ମୋଡ଼ ନେବାରେ ଲାଗିଛି। କାରଣ ନୀଳଗିରି ବିଧାନସଭା ଏଭଳି ଏକ ଆସନ ଯେଉଁଠି ରାଜ୍ୟର ତିନି ପ୍ରମୁଖ ଦଳ ଏପର୍ଯ୍ୟନ୍ତ ପ୍ରାର୍ଥୀ…

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ…

ଓଏଲ୍‌ ବ୍ୟୁରୋ: କମ୍ପୁଛି ନିର୍ବାଚନ ମୈଦାନ। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ଏହାରି ମଧ୍ୟରେ ମାହାଙ୍ଗା ଡବଲ ମର୍ଡର ମାମଲାରେ ପ୍ରତାପ ଜେନାଙ୍କ ଆବେଦନର…

୧୪୧ ଆସନରେ ପ୍ରାର୍ଥୀ ଘୋଷଣା କରିଛି…

ଓଏଲ୍‌ ବ୍ୟୁରୋ: କମ୍ପୁଛି ନିର୍ବାଚନ ମୈଦାନ। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ…