Odisha Link
Bridging the Missing Links in Odisha

ଚାଉଳ ହେରଫେର ଅଭିଯୋଗ: ଯୋଗାଣ ସହାୟକ…

ଓଏଲ୍‌ ବ୍ୟୁରୋ: ବରଗଡ଼ରେ ଚାଉଳ ହେରଫେର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଚାଉଳ ହେରଫେର ଘଟଣାରେ ଯୋଗାଣ ସହାୟକ ନିଲମ୍ବିତ ହୋଇଛନ୍ତି। ଯୋଗାଣ ସହାୟକ ସଞ୍ଜୀବ ସୁନାଙ୍କୁ ନିଲମ୍ବନ କଲେ ଜିଲ୍ଲାପାଳ। ତୋରା ପଞ୍ଚାୟତ ୧୭ନଂ ୱାର୍ଡର ଲୋକଙ୍କ ଅଭିଯୋଗରେ ଆକ୍ସନ ନିଆଯାଇଛି। ୭ ମାସର ପିଡିଏସ୍ ଚାଉଳ ହେରଫେର…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା;…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ବାଜିଲାଣି ବିଗୁଲ। ରାଜ୍ୟର ୩ ପ୍ରମୁଖ ଦଳ ଆରମ୍ଭ କରିଲେଣି ରଣନୀତି।ଏହାରି ମଧ୍ୟରେ ଆଜି ପ୍ରକାଶ ପାଇଛି ଚୂଡାନ୍ତ ଭୋଟର ତାଲିକା। ଏହା ପୂର୍ବରୁ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ନେଇ ସର୍ବଦଳୀୟ ବୈଠକ କରିଥିଲେ ରାଜ୍ୟ ମୁଖ୍ୟ ନିର୍ବାଚନ…

ପୁଣି ଚଳଚଞ୍ଚଳ ହେବ ରାଜଧାନୀ; କାଲିଠୁ…

ଓଏଲ୍‌ ବ୍ୟୁରୋ: ପୁଣି ଚଳଚଞ୍ଚଳ ହେବ ରାଜଧାନୀ ଭୁବନେଶ୍ୱର। ଜାନୁଆରୀ ୬ ତାରିଖରୁ ଆରମ୍ଭ ହେବ ଜାତୀୟସ୍ତରୀୟ ହସ୍ତତନ୍ତ, ହସ୍ତଶିଳ୍ପ ଓ ଖାଦ୍ୟ ମେଳା ଶିଶିର ସରସ- ୨୦୨୪। ବରମୁଣ୍ଡା ବିଜୁ ପଟ୍ଟନାୟକ ଖେଳ ପଡିଆରେ ୧୫ ତାରିଖ ପର୍ଯ୍ୟନ୍ତ ସକାଳ ୧୧ଟା ୩୦ ରୁ ରାତି ୯ ଟା ପର୍ଯ୍ୟନ୍ତ ଚାଲିବ ମେଳା।…

ଅମ୍ବାନିଙ୍କୁ ପଛରେ ପକାଇଲେ ଆଦାନୀ;…

ଓଏଲ୍‌ ବ୍ୟୁରୋ: ଅମ୍ବାନିଙ୍କୁ ପଛରେ ପକାଇ ଆଦାନୀ ହେଲେ ଏସିଆର ଶ୍ରେଷ୍ଠ ଧନୀ। ଅନେକ ବିବାଦ ଓ ଘାତ ପ୍ରତିଘାତ ମଧ୍ୟରେ ପୁଣି ଏସିଆର ଶ୍ରେଷ୍ଠ ଧନୀ ହେଲେ ଗୌତମ ଆଦାନୀ। ମୁକେଶ ଅମ୍ବାନିଙ୍କୁ ପଛରେ ପକାଇ ଏସିଆ ମହାଦେଶ ତଥା ଦେଶର ଧନୀ ତାଲିକାର ଆଦାନୀ ଶୀର୍ଷରେ ପହଞ୍ଚିଛନ୍ତି। ସୂଚନା ଅନୁସାରେ, ପୂର୍ବରୁ…

ଆନ୍ଦୋଳନକୁ ଓହ୍ଲାଇଲା ଓଡ଼ିଶା ଡ୍ରାଇଭର…

ଓଏଲ୍‌ ବ୍ୟୁରୋ: ପ୍ରାୟ ୯ ମାସ ପରେ ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇଛି ଡ୍ରାଇଭର ମହାସଂଘ। ଗତବର୍ଷର ଦାବି ସହ ନୂଆ ଦଣ୍ଡ ବିଧାନ ବ୍ୟବସ୍ଥାକୁ ବିରୋଧ କରି ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଷ୍ଟିଅରିଙ୍ଗ ଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଛି। ବିବାଦର ସମାଧାନ ନହେଲେ ପରିବାଠାରୁ ଆରମ୍ଭ କରି ପେଟ୍ରୋଲ ପର୍ଯ୍ୟନ୍ତ…

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ…

ଓଏଲ୍‌ ବ୍ୟୁରୋ: ଆଗାମୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ହେବ। ସମାରୋହରେ ସାମିଲ ହେବା ପାଇଁ ଲକ୍ଷାଧିକ ସାଧୁ ସନ୍ଥ, ଶ୍ରଦ୍ଧାଳୁ ପୁରୀ ଆସିବେ। ଲୋକାର୍ପଣ ଉତ୍ସବ କିପରି ସୁରକ୍ଷିତ ଓ ଶୃଙ୍ଖଳିତ ଭାବେ ଆୟୋଜିତ ହେବ, ସେନେଇ ପୁରୀ ସର୍କିଟ ହାଉସରେ ମୁଖ୍ୟ ଶାସନ ସଚିବ…

ହାଇଟେକ୍‌ ହସ୍ପିଟାଲ ଟ୍ରାଜେଡି:…

ଓଏଲ୍‌ ବ୍ୟୁରୋ: ଭୁବନେଶ୍ୱର ପାଣ୍ଡରା ସ୍ଥିତ ହାଇଟେକ୍ ହସ୍ପିଟାଲରେ ଡିସେମ୍ବର ୨୯ରେ ବିସ୍ଫୋରଣ ଘଟଣା ସାମ୍ନାକୁ ଆସିଥିଲା। ଏହି ବିସ୍ଫୋରଣରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ନାଁ ଶ୍ରୀତମ ସାହୁ ଏବଂ ତାଙ୍କ ଘର ପୁରୀ ଜିଲ୍ଲା ଡେଲାଙ୍ଗର ଚାଇଁପୁର ଗାଁରେ।…

ଲ୍ୟାଣ୍ଡମାଇନ ବିସ୍ଫୋରଣ: ୩ ଏସ୍ଓଜି ଯବାନ…

ଓଏଲ୍‌ ବ୍ୟୁରୋ: ବୌଦ୍ଧ-କନ୍ଧମାଳ ସୀମାନ୍ତ ମନମୁଣ୍ଡା ଥାନା ଶଗଡ଼ା ଫାଣ୍ଡି ଅଞ୍ଚଳ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି। ସର୍ଚ୍ଚ ଅପରେସନ ବେଳେ ଫୁଟିଲା ଲ୍ୟାଣ୍ଡମାଇନ। ବୌଦ୍ଧ-କନ୍ଧମାଳ ସୀମାନ୍ତ ମନମୁଣ୍ଡା ଥାନା ଅଞ୍ଚଳରେ ୩ ଏସଓଜି ଯବାନ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର ପାଇଁ ୨ ଟିମ ଗଲା।…

କଟକରେ ଯୁବ ଓଡ଼ିଶା ନବୀନ ଓଡ଼ିଶା…

ଓଏଲ୍‌ ବ୍ୟୁରୋ: କଟକରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏହି କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ସାମିଲ ହୋଇଛି। ବାଲିଯାତ୍ରା ତଳ ପଡ଼ିଆରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। କଟକର ୧୨୮ କଲେଜର ଛାତ୍ରଛାତ୍ରୀ ଯୋଗ ଦେଇଛନ୍ତି। ପ୍ରାୟ ୧୮ ହଜାର ଛାତ୍ରଛାତ୍ରୀ…

ଚିନ୍ତା ବଢ଼ାଉଛି କରୋନାର ନୂଆ ଭାରିଆଣ୍ଟ;…

ଓଏଲ୍‌ ବ୍ୟୁରୋ: ଦେଶରେ କରୋନା ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଦେଶରେ କରୋନା ସକ୍ରିୟ ମାମଲା ସଂଖ୍ୟା ୪୩୩୪କୁ ବୃଦ୍ଧିପାଇଛି। ଅନ୍ୟପଟେ, ଚିନ୍ତା ବଢ଼ାଉଛି କରୋନାର ନୂଆ…