ଭବ୍ୟ ଶ୍ରୀରାମ ମନ୍ଦିରର ପ୍ରତିଷ୍ଠା…
ଓଏଲ୍ ବ୍ୟୁରୋ: ଆଉ ମାତ୍ର ଅଳ୍ପ ଦିନର ଅପେକ୍ଷା, ଅଗଣିତ ରାମଭକ୍ତଙ୍କ ଅପେକ୍ଷାର ହେବ ଅନ୍ତ, ଅଯୋଧ୍ୟା ରାମ ମନ୍ଦିରରେ ବିରାଜମାନ ହେବେ ରାମଲାଲା। ଏବେଠୁ ଅଯୋଧ୍ୟାକୁ ରାମଭକ୍ତଙ୍କ ସୁଅ ଛୁଟିଲାଣି। ପୌଷମାସ ଦ୍ୱାଦଶୀ ତିଥିରେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ଜନ୍ମସ୍ଥାନରେ ଶ୍ରୀରାମଲାଲାଙ୍କ ପ୍ରାଣ…