Odisha Link
Bridging the Missing Links in Odisha

ପରଲୋକରେ ପୂର୍ବତନ ବାଚସ୍ପତି ମହେଶ୍ବର…

ଓଏଲ୍‌ ବ୍ୟୁରୋ: ପରଲୋକରେ ପୂର୍ବତନ ବାଚସ୍ପତି ତଥା ପୁରୀର ପୂର୍ବତନ ବିଧାୟକ ମହେଶ୍ବର ମହାନ୍ତି। ପୁରୀ ରାଜନୀତିର ଭୀଷ୍ମ ସବୁଦିନ ପାଇଁ ଆରପାରିକୁ ଚାଲିଗଲେ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ସୋମବାର ବିଳମ୍ବିତ ରାତିରେ ୬୭ ବର୍ଷ ବୟସରେ ତାଙ୍କର…

ବିଧାନସଭା ନିର୍ବାଚନ: ମିଜୋରାମର ୪୦ ଓ…

ଓଏଲ୍‌ ବ୍ୟୁରୋ: ସକାଳ ୭ଟାରୁ ଆରମ୍ଭ ହୋଇଛି ଛତିଶଗଡ଼ ଓ ମିଜୋରାମ ବିଧାନସଭା ନିର୍ବାଚନ। ଛତିଶଗଡ଼ର ୨୦ଟି ଆସନରେ ମତଦାନ ଚାଲିଥିବା ବେଳେ ମିଜୋରାମର ୪୦ଟି ଆସନରେ ମତଦାନ ହେଉଛି। ଏଥିପାଇଁ ଉଭୟ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସବୁଠୁ ବଡ଼କଥା ହେଲା କି ମତଦାନ ଆରମ୍ଭ ହେଉ ହେଉ ଛତିଶଗଡ଼ର…

ଚର୍ଚ୍ଚାରେ ବିଜେପିର ୩୬ ଜଣିଆ ଜିଲ୍ଲା…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଦଳକୁ ସଜାଡ଼ି ଲାଗିବାରେ ଲାଗିଛି ଓଡ଼ିଶା ବିଜେପି। ନିର୍ବାଚନ ପୂର୍ବରୁ ୩୬ଟି ସାଙ୍ଗଠନିକ ଜିଲ୍ଲାର ସଭାପତିଙ୍କ ନାଁ ଘୋଷଣା କରିଛି ଦଳ। ବିଜେପି ରାଜ୍ୟ ସଭାପତି ଦାୟିତ୍ୱ ନେବା ପରେ ମନମୋହନ ସାମଲଙ୍କ ଅନୁମୋଦନରେ ଏହି ଜିଲ୍ଲା ସଭାପତି ତାଲିକା ଜାରି…

ପରଲୋକରେ ପୂର୍ବତନ ବାଚସ୍ପତି ମହେଶ୍ବର…

ଓଏଲ୍‌ ବ୍ୟୁରୋ: ପରଲୋକରେ ପୂର୍ବତନ ବାଚସ୍ପତି ତଥା ପୁରୀର ପୂର୍ବତନ ବିଧାୟକ ମହେଶ୍ବର ମହାନ୍ତି। ପୁରୀ ରାଜନୀତିର ଭୀଷ୍ମ ସବୁଦିନ ପାଇଁ ଆରପାରିକୁ ଚାଲିଗଲେ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ସୋମବାର ବିଳମ୍ବିତ ରାତିରେ ୬୭ ବର୍ଷ ବୟସରେ ତାଙ୍କର…

କବି ବସନ୍ତ ମୁଦୁଲିଙ୍କ ରାଜ୍ୟସ୍ତରୀୟ…

ଓଏଲ୍ ବ୍ୟୁରୋ: ଯାହା ପାଖରେ କରୁଣା ଅଛି ତା ପାଖରେ ମାନବିକତା ଅଛି। ଆଉ ଏଇ ମାନବିକତାକୁ ନିଜ କବିତାରେ ତୋଳି ଧରିଥିଲେ ବସନ୍ତ ମୁଦୁଲି। କବି ବସନ୍ତ ମୁଦୁଲି ଜୀବନର ତୀବ୍ରତମ ଆତ୍ମିକ ଆଲୋଡ଼ନକୁ କବିତାରେ ଲେଖି ମାନବର ସମସ୍ୟା କଥା ବଖାଣିଛନ୍ତି। ପ୍ରେମ ଓ ବିଦ୍ରୋହର କବି ବସନ୍ତ ମୁଦୁଲି ବେସାଲିସ ଜୀବନ…

ଜନ୍ମଦିନରେ କୋହଲିଙ୍କ…

ଓଏଲ୍‌ ବ୍ୟୁରୋ: ନିଜର ଜନ୍ମଦିନରେ ବିରାଟ କିର୍ତ୍ତୀମାନ ହାସଲ କଲେ ବିରାଟ। କ୍ରିକେଟର ଭଗବାନ ସଚିନ ତେନ୍ଦୁଲକରଙ୍କ ରେକର୍ଡର ସମକକ୍ଷ ହେଲେ ରନ୍‌ ମେସିନ୍‌ ବିରାଟ କୋହଲି। କିମ୍ବଦନ୍ତୀ କ୍ରିକେଟର ସଚିନଙ୍କ ସର୍ବକାଳୀନ ଦିନିକିଆ ଶତକ ରେକର୍ଡର ସମକକ୍ଷ ହେଲେ ବିରାଟ। ଏହି ଖାସ୍‌ ଉପଲବ୍ଧି ଦକ୍ଷିଣ…

୭ମ ପେନ୍‌ ଇନ୍‌ ବୁକ୍ସ ଯୁବ ଲେଖକ…

ଭୁବନେଶ୍ବର: ଅଗ୍ରଣୀ ପ୍ରକାଶନ ସଂସ୍ଥା ପେନ୍‌ ଇନ୍‌ ବୁକ୍ସ ପକ୍ଷରୁ ଚଳିତ ବର୍ଷ ପାଇଁ ଯୁବ ଲେଖକ ପୁରସ୍କାର ଘୋଷଣା କରାଯାଇଛି। ୪୦ ବର୍ଷରୁ କମ ବୟସର ୧୦ ଜଣ ଯୁବ ଲେଖକ ସେମାନଙ୍କ ପାଣ୍ଡୁଲିପି ନମିନ୍ତେ ୨୦୨୩ ମସିହା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଗଳ୍ପ ପାଣ୍ଡୁଲିପି ‘ମୁଖା ମଣିଷ’ ପାଇଁ…

ଅଜଣା କଥା: ଗୋଟିଏ କ୍ଳବ୍‌ ପାଇଁ କ୍ରିକେଟ…

ଓଏଲ୍‌ ବ୍ୟୁରୋ: ଦିନିକିଆ ବିଶ୍ବକପ୍‌ ୨୦୨୩ରେ ଆଜି ୩୭ ତମ ମୁକାବିଲା ଖେଳାଯିବ। ଭାରତ-ଦକ୍ଷିଣଆଫ୍ରିକା ମଧ୍ୟରେ ହାଇଭୋଲଟେଜ ମୁକାବିଲା ଖେଳାଯିବ। ଅପରାହ୍ନ ୨ଟା ସମୟରେ ଆଜିର ମୁକାବିଲା କୋଲକାତାରେ ଖେଳାଯିବ। ଦମଦାର ଫର୍ମରେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା ଥିବାବେଳେ ଦୁହେଁ ସେମି ଫାଇନାଲରେ ପ୍ରବେଶ କରି…

ବିଧାନସଭା: ନଭେମ୍ବର ୨୧ରୁ ଶୀତକାଳୀନ…

ଓଏଲ୍‌ ବ୍ୟୁରୋ: ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ହେଉଛି ଶେଷ ଶୀତ ଅଧିବେଶନ। ନଭେମ୍ବର ୨୧ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହେଇ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ । ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ…

ସାମ୍ବାଦିକାଙ୍କୁ ମାଡ଼ ମାରିବା ଘଟଣା:…

ଓଏଲ୍‌ ବ୍ୟୁରୋ: ଅଡ଼ୁଆରେ ପ୍ରଯୋଜକ ଟୁଟୁ ନାୟକ। ପ୍ରଯୋଜକ ଟୁଟୁ ନାୟକଙ୍କ ନାଁରେ ଜଣେ ମହିଳା ସାମ୍ବାଦିକ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି। ଟୁଟୁ ନାୟକ ସାମ୍ବାଦିକାଙ୍କୁ ମାଡ଼ ମାରିବା ସହ ମହିଳା ସମ୍ବାଦିକଙ୍କୁ ଅଶାଳୀନ ବ୍ୟବହାର ଦେଖାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଜୋର…