Odisha Link
Bridging the Missing Links in Odisha

ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡ଼ୁଆ,…

ଓଏଲ୍‌ ବ୍ୟୁରୋ: ଅଡ଼ୁଆରେ ଚର୍ଚ୍ଚିତ ଗାୟକ ସୌରୀନ ଭଟ୍ଟ। ଗାୟକ ସୌରୀନ ଭଟ୍ଟଙ୍କ ଉପରେ ଜଣେ ଯୁବତୀ ଯୌନ ଶୋଷଣ ମାମଲା ନେଇ ଅଭିଯୋଗ ଆଣିଥିବା ଜଣା ପଡିଛି। ହାଇକୋର୍ଟ ସୌରିନଙ୍କ ଆଗୁଆ ଜାମିନ ଆବେଦନ ଖାରଜ କରିଥିଲେ। ବର୍ତ୍ତମାନ କମିଶନରେଟ ପୁଲିସ ଲୁକଆଉଟ ସର୍କୁଲାର ଜାରି କରିଛି। ଯୁବତୀଙ୍କ ସହ ଶାରୀରିକ…

୨୦ ହଜାର ପ୍ରାଥମିକ ଶିକ୍ଷକଙ୍କୁ ମିଳିବ…

ଓଏଲ୍‌ ବ୍ୟୁରୋ: ୨୦ ହଜାର ପ୍ରାଥମିକ ଶିକ୍ଷକ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ଯୋଜନାଭିତ୍ତିକ (ସିମାଟିକ୍‌) ନିଯୁକ୍ତି ପାଇଁ ଓଡି଼ଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ୱେବସାଇଟ୍‌ରେ ସୋମବାର ବିଜ୍ଞପ୍ତି…

ଓଡ଼ିଶାରେ ଦ୍ୱିତୀୟ ବନ୍ଦେ ଭାରତ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ ହୋଇଛି। ପୁରୀରୁ ରାଉରକେଲା ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଟ୍ରେନ୍ ଆଜି ପୁରୀରୁ ତାଳଚେର ମଧ୍ୟରେ ଟ୍ରାଏଲ ରନ୍ ଆରମ୍ଭ ହୋଇଛି। ଟ୍ରାଏଲ ରନ୍ ବେଳେ ଖୋର୍ଦ୍ଧା, ଭୁବନେଶ୍ୱର, କଟକ ଓ ଢ଼େଙ୍କାନାଳ ଷ୍ଟେସନରେ ମାତ୍ର ୨…

ଆଜିଠୁ ଶଙ୍ଖ ଭବନରେ ପ୍ରଶିକ୍ଷଣ ଶିବିର,…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଏହାରି ମଧ୍ୟରେ ବିଭିନ୍ନ ଦଳ ନିଜର ନିର୍ବାଚନୀ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥିରେ ରାଜ୍ୟ ସରକାର ନିଜର ଯୋଜନାକୁ ପ୍ରସ୍ତୁତି କରି ସାକାର କରିବାରେ ଲାଗିଛନ୍ତି। ଏହାରି ମଧ୍ୟରେ ଆଜିଠୁ ଶଙ୍ଖ ଭବନରେ ବିଜେଡିର ପ୍ରଶିକ୍ଷଣ ଶିବିର ଆରମ୍ଭ ହେବାକୁ…

ସୌମ୍ୟ ପଟ୍ଟନାୟକଙ୍କ ବିସ୍ଫୋରକ ବୟାନ,…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଉଠୁଛି ପଡ଼ୁଛି ଓଡ଼ିଶା ରାଜନୀତି। ନିର୍ବାଚନକୁ ଆଖି ଆଗରେ ରଖି ରାଜ୍ୟର ତିନି ପ୍ରମୁଖ ଦଳ ଅଙ୍କକଷା ଆରମ୍ଭ କରିଥିବା ବେଳେ ରାଜ୍ୟ ରାଜନୀତିର ଅଙ୍କ ସବୁ ଏବେ ବିଗିଡ଼ିବାରେ ଲାଗିଛି। କାରଣ ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ନେଇ ରାଜ୍ୟ ରାଜନୀତି…

ଜଙ୍ଗଲରେ ମାଓବାଦୀଙ୍କ ନାଚର ଆସର, ଭାଇରାଲ…

ଓଏଲ୍‌ ବ୍ୟୁରୋ: ଜଙ୍ଗଲରେ ବାଜୁଛି ଗୀତ। ଆଉ ସେ ଗୀତର ତାଳେ ତାଳେ ନାଚଛନ୍ତି ମାଓବାଦୀ।ଏଭଳି କିଛି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି। ମିଳିଥିବା ସୂଚନା ମୁତାବକ ଏଭଳି ଘଟଣା ଘଟିଛି ମାଲକାନଗିରି ସୀମାନ୍ତ ଛତିଶଗଡ଼ ବସ୍ତର ଜିଲ୍ଲାରେ। ଭାଇରାଲ ହେଉଥିବା ଭିଡିଓରେ ଦେଖିବାକୁ ମିଳିଛି ଯେ କିଛି…

ବନ୍ଧା ହେଲେ ପୂର୍ବତନ ଆନ୍ଧ୍ରପ୍ରଦେଶ…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଗିରଫ ହେଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁ ଦେଶମ୍‌ ପାର୍ଟି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ।୨୫୦ କୋଟି ଦୁର୍ନୀତି ମାମଲାରେ ଗିରଫ କଲା ସିଆଇଡି। ଆନ୍ଧ୍ରପ୍ରଦେଶ ଦକ୍ଷତା ବିକାଶ ନିଗମରେ ଦୁର୍ନୀତି ଅଭିଯୋଗରେ ଆଜି ଭୋରରୁ ତାଙ୍କୁ…

ଜି-୨୦ ସମ୍ମିଳନୀ: ଶୋଭାପାଉଛି କୋଣାର୍କ…

ଓଏଲ୍‌ ବ୍ୟୁରୋ: ଆରମ୍ଭ ହେଲା ଜି-୨୦ ଶିଖର ସମ୍ମିଳନୀ। ଭାରତର ରାଜଧାନୀ ଦିଲ୍ଲୀରେ ବିଭିନ୍ନ ରାଷ୍ଟ୍ରର ରାଷ୍ଟ୍ରପତି ଏବଂ ରାଷ୍ଟ୍ରମୁଖ୍ୟମାନେ ଆସି ପହଁଞ୍ଚିସାରିଛନ୍ତି। ବର୍ତ୍ତମାନ ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ରେ ଏକାଠି ହେଉଛନ୍ତି ବିଶ୍ବର ବଡ଼ ବଡ଼ ନେତା। ଦୁଇ ଦିନିଆ ସମ୍ମିଳନୀରେ ଜାତିସଂଘର ମହାସଚିବ…

ଆରମ୍ଭ ହେଲା ଜି-୨୦ ଶିଖର ସମ୍ମିଳନୀ;…

ଓଏଲ୍‌ ବ୍ୟୁରୋ: ଆରମ୍ଭ ହେଲା ଜି-୨୦ ଶିଖର ସମ୍ମିଳନୀ। ଭାରତର ରାଜଧାନୀ ଦିଲ୍ଲୀରେ ବିଭିନ୍ନ ରାଷ୍ଟ୍ରର ରାଷ୍ଟ୍ରପତି ଏବଂ ରାଷ୍ଟ୍ରମୁଖ୍ୟମାନେ ଆସି ପହଁଞ୍ଚିସାରିଛନ୍ତି। ବର୍ତ୍ତମାନ ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ରେ ଏକାଠି ହେଉଛନ୍ତି ବିଶ୍ବର ବଡ଼ ବଡ଼ ନେତା। ଦୁଇ ଦିନିଆ ସମ୍ମିଳନୀରେ ଜାତିସଂଘର ମହାସଚିବ…

କାଲିଠୁ କମିବ ବର୍ଷାର ବିସ୍ତୃତି, ଆସନ୍ତା…

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ବର୍ତ୍ତମାନ ବର୍ଷାର ପରିମାଣ ସାମାନ୍ୟ କମିଥିବାବେଳେ ସନ୍ତାକାଲି ଆହୁରି କମିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏହା ସହ ଆସନ୍ତା ୧୧ ଏବଂ ୧୨ରେ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବାର…