Odisha Link
Bridging the Missing Links in Odisha

ଓଡ଼ିଶା ବିଧାନସଭା: ଆଜିଠୁ ମୌସୁମୀ…

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ଦିନ ୧୧ଟାରୁ ଆରମ୍ଭ ହେବ ଗୃହକାର୍ଯ୍ୟ। ଚଳିତ ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିଛି।ଆଜି ଅଧିବେଶନର ପ୍ରଥମ ଦିନରେ ନୂଆ ବାଚସ୍ପତି ନିର୍ବାଚନ ସହ ଦିବଙ୍ଗତ ସଦସ୍ୟଙ୍କ ପାଇଁ ଶୋକ ପ୍ରସ୍ତାବ ଆସିବ। ପ୍ରଥମ ଦିନରେ ଆଜି ୨୦୨୩-୨୪…

ପ୍ରମିଳା ମଲ୍ଲିକ: ୨୩ ବର୍ଷର ରାଜନୈତିକ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ଆଉ ଏଥିସହିତ କାଲି ଅନୁଷ୍ଠିତ ହେବ ବାଚସ୍ପତି ନିର୍ବାଚନ। ବାଚସ୍ପତି ନିର୍ବାଚନ ପାଇଁ ଆଜି ବିଜେଡି ପ୍ରାର୍ଥୀ ପ୍ରମିଳା ମଲ୍ଲିକ ମନ୍ତ୍ରୀ ପଦରୁ ଇସ୍ତଫା ଦେଇ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ପ୍ରମିଳା…

ବିଜେଡିରୁ ବିଦା ହେଲେ ୨ ବିଧାୟକ

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଉଠୁଛି ପଡ଼ୁଛି ଓଡ଼ିଶା ରାଜନୀତି। ନିର୍ବାଚନକୁ ଆଖି ଆଗରେ ରଖି ରାଜ୍ୟର ତିନି ପ୍ରମୁଖ ଦଳ ଅଙ୍କକଷା ଆରମ୍ଭ କରିଥିବା ବେଳେ ରାଜ୍ୟ ରାଜନୀତିର ଅଙ୍କ ସବୁ ଏବେ ବିଗିଡ଼ିବାରେ ଲାଗିଛି। କାରଣ ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ନେଇ ରାଜ୍ୟ ରାଜନୀତି…

ଲଘୁଚାପ ପ୍ରଭାବ: ରାଜ୍ୟର ବିଭିନ୍ନ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ୨ଟି ସ୍ଥାନରେ ଅତି ପ୍ରବଳ ଓ ୨୦ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ସିନାପାଲି ଓ କରଞ୍ଜିଆରେ ୧୨୦ମିମି ବର୍ଷା ରେକର୍ଡ କରାଯାଇଥିବା ଆଞ୍ଚଳିକ ପାଣିପାଗ…

ତୀବ୍ର ହେଉଛି ଭାରତ-କାନାଡା ତିକ୍ତତା:…

ଓଏଲ୍‌ ବ୍ୟୁରୋ: ଭାରତ କାନାଡା ତିକ୍ତତା ତୀବ୍ର ହେବାରେ ଲାଗିଛି। ଭାରତ-କାନାଡା ମଧ୍ୟରେ କୂଟନୈତିକ ବିବାଦ ତୀବ୍ର ହେବା ପରେ ଭାରତ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆତଙ୍କୀଙ୍କୁ ନେଇ ବିବାଦ ପରେ ଭାରତ ବଡ଼ ପଦକ୍ଷେପ ନେଇଛି। କାନାଡା ନାଗରିକଙ୍କ ଭିସା ଉପରେ ଭାରତ ରୋକ୍‌ ଲଗାଇଛି। ଅନ୍ୟାଦେଶ ଯାଏ ଭିସା…

ରାଜସ୍ୱ ବିଭାଗର ଅତିରିକ୍ତ ଦାୟିତ୍ୱ ନେଲେ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ। ଗତକାଲି ଶାସକ ଦଳ ବିିଜେଡି ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଘୋଷଣା କରିଥିଲା। ଆଜି ବାଚସ୍ପତି ନିର୍ବାଚନ ପାଇଁ ଆଜି ନାମାଙ୍କନ ଭରିଛନ୍ତି ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ। ଆସନ୍ତାକାଲି ସକାଳ…

ବାଚସ୍ପତି ନିର୍ବାଚନ: ନାମାଙ୍କନ ଭରିଲେ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ। ଗତକାଲି ଶାସକ ଦଳ ବିିଜେଡି ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଘୋଷଣା କରିଥିଲା। ଆଜି ବାଚସ୍ପତି ନିର୍ବାଚନ ପାଇଁ ଆଜି ନାମାଙ୍କନ ଭରିଛନ୍ତି ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ। ଆସନ୍ତାକାଲି ସକାଳ…

ବରଗଡ଼ରେ ବଡ଼ଧରଣର ଆଇଟି ରେଡ୍, ୩୦ଟି…

ଓଏଲ୍‌ ବ୍ୟୁରୋ: ବରଗଡ଼ରେ ବଡ଼ଧରଣର ଆୟକର ଚଢ଼ାଉ ହୋଇଥିବା ଖବର ସାମ୍ନାକୁ ଆସିଛି। ବରଗଡ଼ ଜିଲ୍ଲାର ୨ଟି ଘରୋଇ ପ୍ଲାଣ୍ଟ ଉପରେ ଆଇଟି ରେଡ୍ ହୋଇଛି। ଟିକସ ଫାଙ୍କିବା ଅଭିଯୋଗରେ ୩୦ଟି ସ୍ଥାନରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପ୍ଲାଣ୍ଟ ଅଧିକାରୀଙ୍କ ଘର ଓ କାର୍ଯ୍ୟାଳୟରେ ଚଢ଼ାଉ ଚାଲିଛି। ଏହି…

ବିଧାନସଭା ମୌସୁମୀ ଅଧିବେଶନ: ତ୍ରିସ୍ତରୀୟ…

ଓଏଲ୍‌ ବ୍ୟୁରୋ: ସେପ୍ଟେମ୍ବର ୨୨ରୁ ଅର୍ଥାତ ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ପର୍ଯ୍ୟନ୍ତ ଅଧିବେଶନ ଚାଲିବ। ୩ ତାରିଖରେ ଅତିରିକ୍ତ ବଜେଟ ଆଗତ ହେବା ନେଇ ସୂଚନା ରହିଛି। ବିଧାନସଭା ମୌସୁମୀ ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା…

ମହିଳା ସଂରକ୍ଷଣ ବିଲ୍‌: ରାଜ୍ୟସଭାରେ…

ଓଏଲ୍‌ ବ୍ୟୁରୋ: ଲୋକସଭାରେ ମହିଳା ସଂରକ୍ଷଣ ବିଲ୍ (ନାରୀ ଶକ୍ତି ବନ୍ଦନ ବିଧେୟକ) ପାରିତ ହୋଇଛି। ବିଲ୍ ସପକ୍ଷରେ ୪୫୪ଖଣ୍ଡ ଭୋଟ୍ ପଡିଥିବା ବେଳେ ବିଲ୍ ବିରୋଧରେ ପଡ଼ିଛି ମାତ୍ର ୨ଟି ଭୋଟ୍। ଏହା ପୂର୍ବରୁ ବିଲ୍ ନେଇ ଲୋକସଭାରେ ଭରପୂର ଆଲୋଚନା ହୋଇଥିଲା। ଆଜି ରାଜ୍ୟସଭାରେ ଆସିବ ମହିଳା ସଂରକ୍ଷଣ ବିଲ୍‌।…