Odisha Link
Bridging the Missing Links in Odisha

ଖୋର୍ଦ୍ଧା ମିନି ଷ୍ଟାଡିୟମରେ ୫-ଟି ସଚିବ,…

ଓଏଲ୍‌ ବ୍ୟୁରୋ: ଖୋର୍ଦ୍ଧା ବେଗୁନିଆ ମିନି ଷ୍ଟାଡିୟମରେ ୫-ଟି ସଚିବ। ବିଭିନ୍ନ ବିକାଶ ମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଅଭିଯୋଗ ପତ୍ର ଗ୍ରହଣ କରିଛନ୍ତି। ଅଭିଯୋଗ ପତ୍ର ସହ ଲୋକଙ୍କ ସମସ୍ୟା ମଧ୍ୟ ଶୁଣିଛନ୍ତି। ଏହା ସହ ଚାଷୀଙ୍କ ଦରଖାସ୍ତକୁ ପ୍ରାଧାନ୍ୟ ଦିଆଯିବ ବୋଲି କହିଛନ୍ତି। ମନ୍ଦିର, ମସଜିଦ,…

ସ୍କୁଲ ନିକଟ ନାଳରେ ପଡ଼ି ଛାତ୍ର ମୃତ୍ୟୁ…

ଓଏଲ୍‌ ବ୍ୟୁରୋ: ନୂଆପଡ଼ା ବୋଡେନ ବ୍ଲକ ବୁଢ଼ାପଡ଼ା ସ୍କୁଲର ୪ ଶିକ୍ଷକ ସସ୍‌ପେଣ୍ଡ ହୋଇଥିବା ଜଣା ପଡିଛି। ସ୍କୁଲ ନିକଟ ନାଳରେ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଜିଲ୍ଲା ଶିକ୍ଷାଧିକାରୀ ୪ ଶିକ୍ଷକ ନିଲମ୍ବନ ନେଇ ସୂଚନା ଦେଇଛନ୍ତି। କାଲି ମଧ୍ୟାହ୍ନ ଭୋଜନ ପରେ କ୍ୟାମ୍ପସ…

ରାୟଗଡ଼ାରେ ଆତଙ୍କ: ଆନ୍ଧ୍ର-ଓଡ଼ିଶା ସୀମାରେ…

ଓଏଲ୍‌ ବ୍ୟୁରୋ: ରାୟଗଡା ଗୁଣୁପୁରରେ ଲୋକଙ୍କ ମଧ୍ୟରେ ଭୟର ବାତ୍ତାବରଣ ସୃଷ୍ଟି ହୋଇଛି। କାରଣ ଆନ୍ଧ୍ର-ଓଡ଼ିଶା ସୀମାରେ ମହାବଳ ବାଘ ବୁଲୁଥିବାର ଭିଡିଓ ଭାଇରାଲ ହେଉଛି। ଗୁଣୁପୁର ବ୍ଳକର ଅଳ୍ପ ଦୂରରେ ବାଘ ବୁଲୁଥିବା କୁହାଯାଉଛି। ଆନ୍ଧ୍ରର ଶ୍ରୀକାଲୁଲମ୍ ଜିଲ୍ଲା ଭାମିନି ମଣ୍ଡଳରେ ଏହି ମହାବଳ ବାଘ ଚଳପ୍ରଚଳ…

ଏମ୍ଏସ୍ଏମ୍ଇ ନିବେଶକଙ୍କ ପାଇଁ ଖୁସିଖବର,…

ଓଏଲ୍‌ ବ୍ୟୁରୋ: ଏମ୍ଏସ୍ଏମ୍ଇ କ୍ଷେତ୍ର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅବଦାନ। ଏମ୍ଏସ୍ଏମ୍ଇରେ ନିବେଶ ପାଇଁ ରାଜ୍ୟ ସରକାର ସୁଧ ରିହାତି ଦେବେ। ମୁଖ୍ୟମନ୍ତ୍ରୀ ସ୍କିମ ନାଁରେ ନୂଆ ଯୋଜନା ଆରମ୍ଭ ହୋଇଛି। ୧୦ ଲକ୍ଷ ଟଙ୍କା ନିବେଶ କରିଥିବା ନିବେଶକଙ୍କୁ ସମ୍ପୂର୍ଣ୍ଣ ସୁଧ ଛାଡ଼ କରାଯିବ। ୧ କୋଟିରୁ ୩ କୋଟି ଟଙ୍କା…

ଭିଜିଲାନ୍ସ ପଞ୍ଝାରେ ଜଣେ ପୂର୍ବତନ…

ଓଏଲ୍‌ ବ୍ୟୁରୋ: ପୂର୍ବତନ ସରପଞ୍ଚଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ହୋଇଛି। ଡମପଡା ଦୁଲଣାପୁର ପୂର୍ବତନ ସରପଞ୍ଚ ସୁନିଲ ସାହୁଙ୍କ ଘରେ ରେଡ୍‌ ହୋଇଛି। ମନରେଗା ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ ରେଡ୍‌ କରିଛି। ଏକକାଳୀନ ୨ଟି ସ୍ଥାନରେ ରେଡ ଚାଲିଥିବାବେଳେ ପେଟ୍ରୋଲ ପମ୍ପରେ ମଧ୍ୟ ଚାଲିଛି ରେଡ୍‌।…

ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଜଗା…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀଜିଉଙ୍କ ବନକଲାଗି ନୀତି ଅବସରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଏହି ନୀତିରେ ଶୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର…

କଣ୍ଟାବାଞ୍ଜିକୁ ସ୍ୱତନ୍ତ୍ର ଜିଲ୍ଲା…

ଓଏଲ୍‌ ବ୍ୟୁରୋ: କଣ୍ଟାବାଞ୍ଜିକୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବି ଜୋର ଧରିଛି। ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଜିଲ୍ଲା ମାନ୍ୟତା ଦାବିରେ ଏହି ବନ୍ଦ ପାଳନ କରାଯାଉଛି। କଣ୍ଟାବାଞ୍ଜି ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ତେବେ ଏହାକୁ…

ସୌଭାଗ୍ୟଙ୍କୁ ସମ୍ବର୍ଧିତ କଲେ କ୍ରୀଡ଼ା…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ଫେରିଛନ୍ତି ଆଇରନ୍‌ମ୍ୟାନ୍‌ ସୌଭାଗ୍ୟ କୁମାର ରଥ। ବିଦେଶ ମାଟିରେ ଜାତୀୟ ପତାକା ଉଡ଼ାଇ ସାରା ରାଜ୍ୟ ପାଇଁ ଗୌରବ ଆଣିଥିବା ସୌଭାଗ୍ୟ ଓଡ଼ିଶା ଫେରିଛନ୍ତି। ୭୭ତମ ସ୍ବାଧୀନତା ଦିବସ ପୂର୍ବରୁ ୟୁରୋପ୍‌ ଓ ରୁଷ୍‌ର ସର୍ବୋଚ୍ଚ ଶୃଙ୍ଗ ୫୬୪୨ ମିଟର ଉଚ୍ଚ ମାଉଣ୍ଟ୍‌ ଏଲ୍‌ବ୍ରସ୍‌ରେ ଜାତୀୟ…

ବଢୁଛି ଉତ୍କଣ୍ଠା, ଆସନ୍ତାକାଲି ଚନ୍ଦ୍ରରେ…

ଓଏଲ୍‌ ବ୍ୟୁରୋ: ଗଡୁଛି ସମୟ ଆଉ ବଢୁଛି ହୃଦସ୍ପନ୍ଦନ। ସଫଳତାର ରୁପେଲି ଜହ୍ନ ଦେଖିବାକୁ ସାରା ଦେଶବାସୀ ଚାହିଁ ରହିଛନ୍ତି। ଇସ୍ରୋର ସଫଳ ଉତକ୍ଷେପଣ ଚନ୍ଦ୍ରଯାନ-୩କୁ ନେଇ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏହାରି ଭିତରେ ଚନ୍ଦ୍ରଯାନ-୩ର ଦ୍ୱିତୀୟ ପର୍ଯ୍ୟାୟ ଡିବୁଷ୍ଟିଂ ସଫଳତାର ସହ ଶେଷ ହୋଇଛି। କକ୍ଷପଥର…

ମୌସୁମୀ ପ୍ରବାହ ଦୁର୍ବଳ, ତଥାପି ରାଜ୍ୟରେ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ହୋଇଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ପ୍ରବାହ ଦୁର୍ବଳ ସ୍ଥିତିରେ ରହିଥିବାରୁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ମୌସୁମୀ ଟ୍ରଫ୍‌ ଲାଇନ୍‌ ସମୁଦ୍ର ପତ୍ତନରେ ହିମାଳୟ ପାଦଦେଶରେ ପ୍ରବାହିତ ହେଉଛି।…