ପଞ୍ଚଭୂତରେ ଲୀନ ହେଲେ ପ୍ରବାଦ ପରୁଷଙ୍କ…
ଓଏଲ୍ ବ୍ୟୁରୋ: ଆଉ ନାହାନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟା। ଶନିବାର ଦିଲ୍ଲୀ ସ୍ଥିତ ବାସଭବନରେ ୮୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ଦିଲ୍ଲୀ ଲୋଦି ରୋଡ୍ ଶ୍ମଶାନ ଘାଟରେ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପରିବାର ସଦସ୍ୟଙ୍କ…