Odisha Link
Bridging the Missing Links in Odisha

ସେମିଳିଗୁଡ଼ାରେ ବିଜେଡିର ପ୍ରଚାର;…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଏବେ ନିର୍ବାଚନୀ ତାତି। ନିର୍ବାଚନୀ ବୈତରଣୀ ପାର କରିବା ପାଇଁ ରାଜ୍ୟର ତିନି ପ୍ରମୁଖ ଦଳ କରୁଛନ୍ତି ଜୋରଦାର ପ୍ରସ୍ତୁତି। ସୋମବାର ଦିନ ନବୀନ ନିବାସରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯୋଡ଼ିି ଶଙ୍ଖର ପ୍ରଚାର ଆରମ୍ଭ କରିଥିଲେ। ଯାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ଓଡ଼ିଶା ରାଜନୀତି: ଲୁଙ୍ଗି ବନାମ ଧୋତି

ଓଏଲ୍‌ ବ୍ୟୁରୋ: ବର୍ତ୍ତମାନ ସାରା ଦେଶରେ ନିର୍ବାଚନ ମାହୋଲ। ପଲ୍ଲୀରୁ ଆରମ୍ଭ କରି ଦିଲ୍ଲୀ ପର୍ଯ୍ୟନ୍ତ ସବୁଠି ନିର୍ବାଚନୀ ଚର୍ଚ୍ଚା। ଚା'ଖଟିରୁ ଆରମ୍ଭ କରି ସପିଂ ମଲ୍‌ ପର୍ଯ୍ୟନ୍ତ ହେଉଛି ନିର୍ବାଚନୀ ଚର୍ଚ୍ଚା। ଟିଭି, ଖବରକାଗଜ, ସୋସିଆଲ ମିଡିଆରେ ସବୁଠି ନିର୍ବାଚନୀ ଖବର। ଏସବୁ ବାଦ ବର୍ତ୍ତମାନ…

ଆଜି ବିଶ୍ଵ ମ୍ୟାଲେରିଆ ଦିବସ; ଜାଣନ୍ତୁ…

ଓଏଲ୍‌ ବ୍ୟୁରୋ: ଆଜି ବିଶ୍ଵ ମ୍ୟାଲେରିଆ ଦିବସ। ପ୍ରତିବର୍ଷ ଏପ୍ରିଲ ୨୫ରେ ଏହି ଦିବସ ପାଳିତ ହେଇଥାଏ। ମ୍ୟାଲେରିଆ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଲାଗି ଏହି ଦିବସରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥାଏ। ଆଫ୍ରିକା ମ୍ୟାଲେରିଆ ଦିବସ ପାଳନ ପାଇଁ ପ୍ରଥମେ…

ସକାଳୁ ୩୬ ଡିଗ୍ରୀ ଛୁଇଁଲା ପାରଦ; ୧୭…

ଓଏଲ୍‌ ବ୍ୟୁରୋ: ଦିନକୁ ଦିନ ବଢ଼ିବାରେ ଲାଗିଛି ତାପାମାତ୍ରା। ଗତ ୧୦ ଦିନ ଧରି ଲାଗି ରହିଛି ଅବିରତ ଅଗ୍ନି ବର୍ଷା। ଆଜିବି ସକାଳୁ ଅସହ୍ୟ ତାତି ଅନୁଭୂତ ହୋଇଛି। ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ। ଗ୍ରୀଷ୍ମ ପ୍ରବାହ(ହିଟ୍‌ୱେଭ୍‌)ରୁ…

ଆସନ୍ତାକାଲି ଦ୍ବିତୀୟ ପର୍ଯ୍ୟାୟ ଲୋକସଭା…

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ଏବେ ନିର୍ବାଚନୀ ତାତି। ମହାଯୁଦ୍ଧ ପାଇଁ ଗତକାଲି ପ୍ରଚାର ଲଢ଼େଇ ଥମିଥିବାବେଳେ ଦ୍ବିତୀୟ ପର୍ଯ୍ୟାୟ ଭୋଟ୍ ପାଇଁ ପୋଲିଂ ଷ୍ଟେସନ୍ ଗୁଡ଼ିକରେ ପହଞ୍ଚିବାରେ ଲାଗିଛନ୍ତି ପୋଲିଂ କର୍ମଚାରୀ। ସାଧାରଣ ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ଲାଗି ପ୍ରଚାର ଶେଷ ହୋଇଥିବାବେଳେ ଆସନ୍ତାକାଲି…

ଆଜି ଓଡ଼ିଶା ଆସୁଛନ୍ତି ଅମିତ ଶାହ;…

ଓଏଲ୍‌ ବ୍ୟୁରୋ: ଗଣତନ୍ତ୍ରର ମହାପର୍ବ ଆରମ୍ଭ ହୋଇଛି। ମେ’ ୧୩ ତାରିଖରେ ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଏହାରି ମଧ୍ୟରେ ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ସୋନପୁର ରାମେଶ୍ବରମ ଷ୍ଟାଡିୟମରେ ଅପରାହ୍ନ ୪ଟା ୩୫ରେ କରିବେ ବିଶାଳ…

ଏନ୍‌କାଉଣ୍ଟର: ୨ ମାଓବାଦୀଙ୍କ ମୃତ୍ୟୁ

ଓଏଲ୍‌ ବ୍ୟୁରୋ: ବୌଦ୍ଧରେ କମ୍ବିଂ ବେଳେ ଏସଓଜି ଯବାନ-ମାଓବାଦୀ ଗୁଳି ବିନିମୟ ହୋଇଥିବା ଖବର ସାମ୍ନାକୁ ଆସିଛି।କଣ୍ଟାମାଳ ଥାନା ପଢ଼େଲ ଡ୍ୟାମ୍‌ ନିକଟ ଜଙ୍ଗଲରେ ଏନକାଉଣ୍ଟର ହୋଇଛି। ଦୀର୍ଘ ଏକ ଘଣ୍ଟାରୁ ଅଧିକ ସମୟ ହେବ ଚାଲିଛି ଗୁଳି ବିନିମୟ। ୨ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।…

ପ୍ରକାଶ ପାଇଲା ଜେଇଇ ମେନ୍ ସେସନ୍-୨…

ଓଏଲ୍‌ ବ୍ୟୁରୋ: ପ୍ରକାଶ ପାଇଲା ଜେଇଇ ମେନ ସେସନ୍-୨ ପରୀକ୍ଷା ଫଳ। ଜାତୀୟ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଆଜି ଦ୍ୱିତୀୟ ଅଧିବେଶନ ପାଇଁ ଜେଇଇ ମେନ୍ ପରୀକ୍ଷା ଫଳ ଘୋଷଣା କରାଯାଇଛି। ତେବେ ଚଳିତ ପରୀକ୍ଷାରେ ୫୬ ଜଣ ଶତପ୍ରତିଶତ ସ୍କୋର ହାସଲ କରିଥିବା ନେଇ ଜାତୀୟ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ସୂଚନା ଦିଆଯାଇଛି।…

କୋଟାକ୍‌ ମହିନ୍ଦ୍ରା ବ୍ୟାଙ୍କ ଉପରେ…

ଓଏଲ୍‌ ବ୍ୟୁରୋ: କୋଟାକ୍‌ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଭାରତୀୟ ରିଜର୍ଭ ବ୍ୟାଙ୍କ। ଏଣିକି ଅନଲାଇନ୍‌, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ ନୂତନ ଗ୍ରାହକଙ୍କୁ ଯୋଡ଼ି ପାରିବନି କୋଟାକ୍‌ ମହିନ୍ଦ୍ରା ବ୍ୟାଙ୍କ। ଏଥିସହିତ ନୂଆ କ୍ରେଡିଟ କାର୍ଡ ପ୍ରଦାନ ଉପରେ ମଧ୍ୟ ଆରବିଆଇ ନେଇଛି ବଡ଼…

ଆରସିବି ପରେ IPLରୁ ବାଦ ପଡ଼ିବ ଏହି ଦଳ,…

ଓଏଲ୍‌ ବ୍ୟୁରୋ: ରୋଚକ ମୋଡରେ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୭ ତମ ସଂସ୍କରଣ। ବର୍ତ୍ତମାନ ଚଳିତ ସିଜିନର ଓଲଟା ଗଣତି ଆରମ୍ଭ ହୋଇ ସାରିଛି। ଅର୍ଥାତ୍‌ ଆରମ୍ଭ ହୋଇ ସାରିଛି ଦ୍ବିତୀୟ ଚରଣ ମୁକାବିଲା। ସମସ୍ତ ଟିମ୍‌ ପ୍ଲେ ଅଫ୍‌ ଦୌଡ଼ରେ ରହିବା ପାଇଁ ଲଢ଼େଇ ଜାରି ରଖିଛନ୍ତି। ଏହି ଦୌଡ଼ରେ ସବୁଠୁ…