ରାଜଧାନୀରେ ଅସହ୍ୟ ତାତି; ଚଳିତବର୍ଷ…
ଓଏଲ୍ ବ୍ୟୁରୋ: ଦିନକୁ ଦିନ ବଢ଼ିବାରେ ଲାଗିଛି ତାପାମାତ୍ରା। ଗତ ୧୫ ଦିନ ଧରି ଲାଗି ରହିଛି ଅବିରତ ଅଗ୍ନି ବର୍ଷା। ଆଜିବି ସକାଳୁ ଅସହ୍ୟ ତାତି ଅନୁଭୂତ ହୋଇଛି। ସକାଳ ସାଢ଼େ ୮ ସୁଦ୍ଧା ତାପମାତ୍ରା ୩୮ ଡିଗ୍ରୀ ପାର କରିଥିବାବେଳେ ଦିନ ସାଢେ ୧୧ଟା ସୁଦ୍ଧା ତାପମାତ୍ରା ୪୪ ଡିଗ୍ରୀ ଟପିଥିଲା। ବର୍ତମାନ…