Odisha Link
Bridging the Missing Links in Odisha

ମେଣ୍ଟ ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ…

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଓଡ଼ିଶାରେ ମେଣ୍ଟକୁ ନେଇ ହେଉଛି ଜୋରଦାର ଚର୍ଚ୍ଚା। ଗୋଟିଏ ପଟେ ନବୀନ ନିବାସରେ ବିଜେଡିର ବୈଠକ ବସିଥିବା ବେଳେ ଅନ୍ୟପଟେ ଦିଲ୍ଲୀରେ ଓଡ଼ିଶା ବିଜେପି ନେତାଙ୍କ ବୈଠକ ବସିଛି। ଏସବୁ ମଧ୍ୟରେ ସାମ୍ନାକୁ ଆସିଛି ବିଜେଡି ଓ ବିଜେପିର ବରିଷ୍ଠ ନେତାଙ୍କ…

ଉପରମୁହାଁ ପାରଦ; ୪ ଦିନ ପରେ ବଢ଼ିବ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଉପରମୁହାଁ ହେଲାଣି ପାରଦ। ଉପାନ୍ତରୁ ଉପକୂଳ ସବୁଠି ରାଜ୍‌ କରୁଛି ଗ୍ରୀଷ୍ମପ୍ରବାହ। ଗତ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୩୫ ଡ଼ିଗ୍ରୀ ଉପରେ ରହୁଥିବା ବେଳେ ପରେ ୩୭ ଡ଼ିଗ୍ରୀ ଛୁଇଁଯାଇଛି। ଆଗାମୀ ୪ ଦିନ ଯାଏଁ ପାଗରେ ବିଶେଷ ପରିବର୍ତ୍ତନ ନାହିଁ। ୪ ଦିନ ପରେ…

ଆଶା କରୁଛି ନବୀନ ବାବୁଙ୍କ ଆଶୀର୍ବାଦ ମୋ…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ଲୋକସଭା ନିର୍ବାଚନ ୨୦୨୪କୁ ନେଇ ସମସ୍ତ ଦଳ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଓଡ଼ିଶାର…

ବିଜେଡିରେ ମିଶିଲେ ବିଜୟ ମହାପାତ୍ରଙ୍କ…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ଲୋକସଭା ନିର୍ବାଚନ ୨୦୨୪କୁ ନେଇ ସମସ୍ତ ଦଳ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଓଡ଼ିଶାର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତି: ବଢ଼ିଲା…

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ଆଶା କର୍ମୀଙ୍କ ବେତନ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଆଶା କର୍ମୀଙ୍କ ମାସିକ ବେତନ ୪୫୦୦ ରୁ ୭୦୦୦ ଟଙ୍କାକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ପୂର୍ବରୁ ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ…

ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ମାମଲା:…

ଓଏଲ୍‌ ବ୍ୟୁରୋ: ଅର୍ଥତତ୍ତ୍ୱ ଚିଟ୍‌ ଫଣ୍ଡ ମାମଲାରେ ପ୍ରବର୍ତନ ନିର୍ଦ୍ଦେଶାଳୟର ରେଡ୍‌। ଭୁବନେଶ୍ୱରରେ ଏକ ଖବରକାଗଜ ଅଫିସ ସହ ୩ଟି ଜାଗାରେ ରେଡ୍‌ ଜାରି ରହିଛି। ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ମାମଲାରେ ଭୁବନେଶ୍ୱର ସହ ୫ଟି ସ୍ଥାନରେ ପ୍ରବର୍ତନ ନିର୍ଦ୍ଦେଶାଳୟ ରେଡ୍‌ କରିଛି। ଅନ୍ୟପଟେ, ଗତକାଲି ଭଦ୍ରକ…

ଓଡ଼ିଆ ଭାଷାକୁ ସମ୍ମାନ; ସ୍ଵଭାବକବି…

ଓଏଲ୍‌ ବ୍ୟୁରୋ: ଆହୁରି ବ୍ୟାପକ ହେବ ଓଡ଼ିଆ ଭାଷା ଓ ସାହିତ୍ୟ। ଓଡ଼ିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିବା ଦିଗରେ ସ୍ଵଭାବକବି ଗଙ୍ଗାଧର ମେହେରଙ୍କ ଅତୁଳନୀୟ ଅବଦାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନ ଜଣାଇଛନ୍ତି। ଭୁବନେଶ୍ୱର ଚନ୍ଦ୍ରଶେଖରପୁରଠାରେ ସ୍ଵଭାବକବି ଗଙ୍ଗାଧର ମେହେର ଭବନ ଏବଂ ଅଗ୍ରିଆ…

ଶିକ୍ଷା କ୍ଷେତ୍ରରେ କୃତ୍ରିମ…

ଓଏଲ୍‌ ବ୍ୟୁରୋ: ଚର୍ଚ୍ଚାରେ ଭାରତର ପ୍ରଥମ ଏଆଇ ଶିକ୍ଷକ। କୃତ୍ରିମ ବୁଦ୍ଧିମତ୍ତା ଓଡ଼ିଆ ଉପସ୍ଥାପକ ପରେ ଏବେ ଶିକ୍ଷା କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତ୍ତାର ପ୍ରୟୋଗ କରାଯାଇଛି। ଆଜି ଦିନରେ ଏଭଳି କ୍ବଚିତ୍‌ କ୍ଷେତ୍ର ରହିଛି ଯେଉଁଠି କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଛାପ ପଡ଼ିନାହିଁ। ମଣିଷ ପରି…

ରାଜ୍ୟରେ ଉପରମୁହାଁ ପାରଦ; ଉପାନ୍ତରୁ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଉପରମୁହାଁ ହେଲାଣି ପାରଦ। ଉପାନ୍ତରୁ ଉପକୂଳ ସବୁଠି ରାଜ୍‌ କରୁଛି ଗ୍ରୀଷ୍ମପ୍ରବାହ। ଗତ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୩୫ ଡ଼ିଗ୍ରୀ ଉପରେ ରହୁଥିବା ବେଳେ ପରେ ୩୭ ଡ଼ିଗ୍ରୀ ଛୁଇଁଯାଇଛି। ଏହା ସହ ବିଶ୍ୱ ପାଣିପାଗ ସଂଗଠନର ପୂର୍ବାନୁମାନ ଚିନ୍ତା ବଢ଼ାଇଛି।…

ଆସନ୍ତାକାଲି ମହାଶିବରାତ୍ରୀ; ପ୍ରଭୁ…

ଓଏଲ୍‌ ବ୍ୟୁରୋ: ଚଳିତବର୍ଷର ମହାଶିବରାତ୍ରୀ ଆସନ୍ତାକାଲି ପାଳନ ହେବ। ଏନେଇ ରାଜ୍ୟର ସମସ୍ତ ଶୈବ ପୀଠ ଗୁଡିକରେ ଜାଗର ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ସୁପରିଚାଳନା ପାଇଁ ପୂର୍ବ ପ୍ରସ୍ତୁତି ବୈଠକ ଶେଷ ହୋଇଛି। ଚଳିତବର୍ଷ ମଧ୍ୟ ସମସ୍ତ…