Odisha Link
Bridging the Missing Links in Odisha

ପାଗ ବଦଳିଲା ଖସିଲା ତାପମାତ୍ରା: ଉପକୂଳ…

ଓଏଲ୍‌ ବ୍ୟୁରୋ: ଆଜି ସକାଳୁ ସକାଳୁ ରାଜ୍ୟର ଅଧିକାଂଶ ସ୍ଥାନର ତାପମାତ୍ରା ତଳକୁ ଖସିଛି। କାରଣ ଦ୍ବୈତ ନଗରୀ କଟକ ଓ ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ସକାଳୁ କୋହଲା ପାଗ ପରିଲକ୍ଷିତ ହୋଇଛି। ସକାଳେ ରାଜଧାନୀ ଭୁବନେଶ୍ବରରେ ମଧ୍ୟ ହାଲୁକା ବର୍ଷା ହୋଇଛି। ଯାହାଫଳରେ ତାପାମାତ୍ରା ଅଳ୍ପ…

‘୨୦୨୪ ନିର୍ବାଚନରେ ରେକର୍ଡ…

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନକୁ ମଝିରେ ଆଉ ଏକ ମାସ ସମୟ। ତେବେ ଭୋଟ ଗ୍ରହଣ ପାଇଁ କେମିତି ଚାଲିଛି ସଜବାଜ, ବିଭିନ୍ନ ରାଜ୍ୟକୁ ଯାଇ ପ୍ରସ୍ତୁତିର ଅନୁଧ୍ୟାନ କରୁଛନ୍ତି ନିର୍ବାଚନ କମିଶନଙ୍କ ଟିମ୍। ଅନ୍ୟପଟେ ନିର୍ବାଚନ ତାରିଖ ଘୋଷଣା ନହୋଇଥିବା ବେଳେ ଓଡ଼ିଶା ରାଜନୀତି ସରଗରମ। ସାଧାରଣ ନିର୍ବାଚନକୁ…

ମାର୍ଚ୍ଚ ଦ୍ବିତୀୟ ସପ୍ତାହରେ ଘୋଷଣା ହେବ…

ଓଏଲ୍‌ ବ୍ୟୁରୋ: ଦେଶରେ ଗୋଟିଏ ଚର୍ଚ୍ଚା ନିର୍ବାଚନ..ନିର୍ବାଚନ..ନିର୍ବାଚନ। କେବେ ହେବ ନିର୍ବାଚନ। ଏସବୁ ଚର୍ଚ୍ଚା ମଧ୍ୟରେ ସାମ୍ନାକୁ ଆସିଛି ବଡ଼ ଖବର। ମାର୍ଚ୍ଚ ଦ୍ବିତୀୟ ସପ୍ତାହରେ ଲୋକସଭା ନିର୍ବାଚନର ତାରିଖ ଘୋଷଣା କରିପାରନ୍ତି ନିର୍ବାଚନ ଆୟୋଗ। ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ମାର୍ଚ୍ଚ…

‘ସ୍ବୟମ୍‌’ ଯୋଜନାରେ…

ଓଏଲ୍‌ ବ୍ୟୁରୋ: ଉଦୀୟମାନ ଯୁବକଯୁବତୀଙ୍କୁ 'ଯୁବ ଉଦ୍ୟୋଗୀ'ରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ନୂଆ ଯୋଜନା 'ସ୍ବୟମ୍'।ଲାଭଜନକ ବ୍ୟବସାୟ ପାଇଁ ବିନା ସୁଧରେ ୧ ଲକ୍ଷ ଟଙ୍କାର ଋଣ ଦେବାକୁ ସରକାର ବ୍ୟବସ୍ଥା କରିଛନ୍ତି।ଏଥିପାଇଁ ଆଜିଠାରୁ ଅନଲାଇନ୍ ଆବେଦନ ଆରମ୍ଭ ହୋଇଛି।ଯୋଗ୍ୟ ବ୍ୟକ୍ତି…

ବଢ଼ିଲା କୁଶଳୀ କାରିଗରଙ୍କ ପାରିଶ୍ରମିକ,…

ଓଏଲ୍‌ ବ୍ୟୁରୋ: କୁଶଳୀ କାରିଗରଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ବାବଲମ୍ବୀ କାରିଗରଙ୍କ ଦରମା ବଢ଼ାଇଲେ ରାଜ୍ୟ ସରକାର। ସ୍ୱାବଲମ୍ବୀ କାରିଗରଙ୍କ ପାରିଶ୍ରମିକ ଅଢେଇ ହଜାର ଟଙ୍କା ବଢାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪ ହଜାର ଟଙ୍କା ପାରିଶ୍ରମିକ ପାଇ ଗ୍ରାମ…

ପୁଣି ମାଓବାଦୀଙ୍କ ବର୍ବରକାଣ୍ଡ: ଚାଲିଗଲା…

ଓଏଲ୍ ବ୍ୟୁରୋ: ମାଲକାନଗିରି ସୀମାନ୍ତ ସୁକମାରେ ମାଓ ବର୍ବରତା ଖବର ସାମ୍ନାକୁ ଆସିଛି। ୨ ଆଦିବାସୀଙ୍କୁ ମାଓବାଦୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୁଲିସ ଇନଫର୍ମର ସନ୍ଦେହରେ ହତ୍ୟା କରାଯାଇଛି। ୨ ମୃତକ ସୋଡ଼ି ହୁଙ୍ଗା ଓ ମାଡ଼ବି ନନ୍ଦା ବୋଲି ଜଣା ପଡିଛି। ହତ୍ୟା ପରେ କମ୍ବିଂ ଅପରେସନ ଜୋରଦାର…

ଆହୁରି ସୁଦୃଢ଼ ହେବ କ୍ରୀଡ଼ା…

ଓଏଲ୍‌ ବ୍ୟୁରୋ: ଖେଳ ଏବଂ ଖେଳାଳିଙ୍କୁ ପ୍ରାଧାନ୍ୟ ଦେଉଛନ୍ତି ରାଜ୍ୟ ସରକାର। ସେଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଖେଳପଡିଆକୁ ପ୍ରସ୍ତୁତ କରାଗଲାଣି। ସର୍ବୋତ୍ତମ କ୍ରୀଡ଼ା ଭିତ୍ତିଭୂମି ଗଠନ କରୁଛି କ୍ରୀଡ଼ାବିତଙ୍କ ଉଜ୍ଜ୍ୱଳ ଭବିଷ୍ୟତ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୬୬୦ କୋଟିର ବିଭିନ୍ନ…

ମାଘରୁ ବାଘ ଖରା; ତାପମାତ୍ରା ହ୍ରାସ ନେଇ…

ଓଏଲ୍‌ ବ୍ୟୁରୋ: ଆପଣମାନେ ସ୍କୁଲରେ ‘ମାଘ ମାସରେ ବାଘ ଶୀତ…’, ପଢ଼ିଥିବେ ନିଶ୍ଚୟ। ଏହା କେବଳ ଏବେ ପଢା ବହି କିମ୍ବା ଢଗଢମାଳିରେ ହିଁ ସୀମିତ ରହିଯିବ। କାରଣ ଫେବ୍ରୁଆରୀ ନ ସରୁଣୁ ମାଘରେ ବାଘ ଶୀତ ବଦଳରେ ଅନୁଭୂତ ହେଲାଣି ଖରା। ଫେବ୍ରୁଆରୀରୁ ରାଜ୍ୟରେ ଉପରମୁହାଁ ହେଲାଣି ପାରଦ। ଉପାନ୍ତରୁ ଉପକୂଳ ସବୁଠି…

ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ; ରାଜଧାନୀ…

ଓଏଲ୍ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜ୍ୟକୁ…

ମାତିଛନ୍ତି ଲୁଟେରା; ଶ୍ରୀମନ୍ଦିର…

ଓଏଲ୍‌ ବ୍ୟୁରୋ: କାୟା ବିସ୍ତାର କଲେଣି ଲୁଟେରା ଗ୍ୟାଙ୍ଗ। ବର୍ତମାନ ଲୁଟେରା ମାନେ ବିଭିନ୍ନ ଉପାୟରେ ଠକେଇ କରିବାରେ ଲାଗିଛନ୍ତି। କେତେବେଳେ ଅନଲାଇନ ଲୁଟିଲେଣି ତ କେତେବେଳେ ରାସ୍ତା କଡ଼ରୁ, ଏଭଳି ଘଟଣା ଅନେକ ସମୟରେ ସାମ୍ନାକୁ ଆସୁଛି। ଏଥିରେ ଶିକାର ହେଉଥିବା ଅନେକ ବ୍ୟକ୍ତି ଥାନାରେ ମଧ୍ୟ ଏତଲା…