Odisha Link
Bridging the Missing Links in Odisha
Browsing Category

ଯୋଜନା ଓ ବିକାଶ

‘ମୋ-ଘର’ ଯୋଜନା ପାଇଁ ଆଜିିଠୁ ଆବେଦନ,…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାରଙ୍କ ପ୍ରସ୍ତାବିତ ମୋ-ଘର ଯୋଜନାରେ ସହାୟତା ପାଇଁ ଆଜିଠାରୁ ଆରମ୍ଭ ହୋଇଛି ଆବେଦନ। ପଞ୍ଚାୟତ ବ୍ଲକ ଓ ମୋ- ସେବା କେନ୍ଦ୍ରରେ ହିତାଧିକାରୀ ଆବେଦନ କରିପାରିବେ। ଯେଉଁମାନେ ଆବେଦନ କରିିବେ ସେମାନଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀ ଚୟନ କରାଯିବ। ମୋ ଘର ଯୋଜନାରେ ଆବେଦନ ପାଇଁ ଏକ…

କାହାକୁ ମିଳିବ ‘ମୋ ଘର’ ?…

ଭୁବନେଶ୍ବର: ଆଜି ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟରେ ୧୮ଟି ପ୍ରସ୍ତାବରେ ମୋହର ମାରିଛନ୍ତି ନବୀନ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ ବୈଠକରେ ବାଜିଛି ମୋହର। ସବୁଠୁ ବଡ଼କଥା ହେଲା ଆଜି ନବୀନ ସରକାରର ୫ମ ପାଳିର ୪ର୍ଥ ବର୍ଷ ପୂରଣ ହୋଇଛି। ଏହି…

କ୍ଷେପଣାସ୍ତ୍ର ଆଇଟିସିଏମର ସଫଳ ପରୀକ୍ଷଣ

ଓଏଲ୍‌ ବ୍ୟୁରୋ : ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ କ୍ଷେପଣାସ୍ତ୍ର ପରୀକ୍ଷା କରାଯାଇଛି। ଦେଶୀ ଜ୍ଞାନ କୌଶଲରେ ନିର୍ମିତ ଆଇଟିସିଏମ ମିସାଇଲ ଆଜି ୧୦ଟା ୧୫ମିନିଟରେ ସଫଳ ପରୀକ୍ଷଣ ହୋଇଛି। ଏହା ସୁପର ସୋନିକ କ୍ରୁସ ମିଶାଇଲ ନିର୍ଭୟର ଆଡଆନ୍ସ ଭର୍ସନ। ଏହି…

ଜଗତସିଂହପୁରରେ ୨୧୪ କୋଟି ଟଙ୍କା…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲାରେ ପ୍ରାୟ ୨୧୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଜଗତସିଂହପୁର, ରଘୁନାଥପୁର, ତିର୍ତ୍ତୋଲ ଓ ବାଲିକୁଦାରେ ୪ଟି ମିଶନ ଶକ୍ତି ଭବନ ଉଦ୍‌ଘାଟନ କରିଥିବାବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ୧୦ ଶଯ୍ୟା…

ଭୂମିହୀନଙ୍କୁ ଜମି ଦେବା ପାଇଁ, ୫ରାଜ୍ୟକୁ…

ଓଏଲ୍‌ ବ୍ୟୁରୋ: ଭୂମିହୀନଙ୍କୁ ଜମି ନଦେଲେ ଫେରିଯିବ ଆବାସ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନ୍ତର୍ଭୁକ୍ତ ଭୂମିହୀନଙ୍କୁ ଜମି ଦେବା ପାଇଁ ୫ ରାଜ୍ୟ ସରକାରଙ୍କୁ ଚିଠି ଲେଖିଲେ କେନ୍ଦ୍ର ସରକାର। କେନ୍ଦ୍ର ସରକାର ଓଡିଶା ସମେତ ୫ ରାଜ୍ୟକୁ ଚେତାବନୀ ଦେଇ ଚିଠିରେ ଉଲ୍ଲେଖ କରିଛନ୍ତି, ଯଦି ଚଳିତ ମାସ ୧୫ତାରିଖ…

ଇସ୍ରୋକୁ ଆଉ ଏକ ବଡ ସଫଳତା

ଓଏଲ୍ ବ୍ୟୁରୋ: ଇତିହାସ ରଚିଲା ଭାରତୀୟ ମହାକାଶ ଅନୁସନ୍ଧାନ ସଂସ୍ଥାନ ଇସ୍ରୋ। ଜାତୀୟ ଗଣମାଧ୍ୟମ ସୂଚନା ଅନୁସାରେ ଇସ୍ରୋ ତରଫରୁ ତାମିଲନାଡୁର ଶ୍ରୀହରିକୋଟାର ସତୀଶ ଧାୱନ ଅନ୍ତରୀକ୍ଷ କେନ୍ଦ୍ରରୁ ଓସେନସ୍ୟାଟ-୩ ଓ ଭୂଟାନର ଏକ ଉପଗ୍ରହ ସମେତ ମୋଟ ୯ଟି ଛୋଟ ସାଟେଲାଇଟକୁ ପିଏସଏଲଭି –ସି୫୪/ଇଓଏସ-୦୬ ମିଶନ…

‘ମାଲକାନଗିରିର ବିକାଶ କାମ ମୋତେ…

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହିସବୁ ପ୍ରକଳ୍ପଗୁଡିକ ଜିଲ୍ଲାର ସାମାଜିକ ଓ ଆର୍ଥିକ…

ମହାନଦୀ ଜଳ ବିବାଦ

ଓଏଲ୍ ବ୍ୟୁରୋ : ଅତି ପ୍ରତିକ୍ଷିତ ମହାନଦୀ ଜଳ ବିବାଦ ମାମଲାରେ ଟ୍ରିବୁନାଲର ନିଷ୍ପତି ଶୁଣାଣିର ଅପେକ୍ଷା। ଓଡିଶା ଛତିଶଗଡ଼ ମହାନଦୀ ଜଳ ବିବାଦ ମାମଲାରେ ଆଜି ଟ୍ରିବୁନାଲରେ ହେବ ଶୁଣାଣି। ଦୀର୍ଘ ଦିନର ମହାନଦୀ ଅବବାହିକାର ସୀମା ନିର୍ଦ୍ଧାରଣ ପ୍ରସଙ୍ଗରେ ଦୁଇ ରାଜ୍ୟର ବୈଷୟିକ ଟିମ୍‌ ମଧ୍ୟରେ…

ଲଞ୍ଚ୍ ହେଲା ଭାରତର ପ୍ରଥମ ପ୍ରାଇଭେଟ୍…

ଓଏଲ୍ ବ୍ୟୁରୋ : ଇତିହାସ ରଚିଲା ଭାରତ। ମହାକାଶ ଗବେଷଣା କ୍ଷେତ୍ରରେ ଦେଶର ଐତିହାସିକ ଦିନ। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାରୁ ଲଞ୍ଚ କରାଯାଇଛି ଦେଶର ପ୍ରଥମ ପ୍ରାଇଭେଟ ରକେଟ୍ ‘ବିକ୍ରମ-ଏସ୍’। ଦିନ ସାଢ଼େ ୧୧ରେ ଷ୍ଟାର୍ଟଅପ୍ ସ୍କାଏରୁଟ ଏରୋସ୍ପେସ ପକ୍ଷରୁ ଏହି ଲଞ୍ଚିଂ କରାଯାଇଛି। ଅନ୍ତରୀକ୍ଷ କ୍ଷେତ୍ରରେ…

ଓଡ଼ିଶାରେ ମିଶନାରୀ ସେବା ସଂସ୍ଥାକୁ…

ଭୁବନେଶ୍ବର: ମିସନାରୀଜ୍‌ ଅଫ୍‌ ଚାରିଟୀ ନାମକ ଖ୍ରୀଷ୍ଟିଆନ୍‌ ସେବା ସଂସ୍ଥାକୁ ୭୯ ଲକ୍ଷ ଟଙ୍କା ଅନୁଦାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଦିଆଯିବ। କୋଲକାତାରେ ଥିବା ମିସନାରୀଜ୍‌ ଅଫ୍‌ ଚାରିଟୀ ଦ୍ବାରା ଓଡ଼ିଶାରେ ପରିଚାଳିତ ୧୩ଟି…