Odisha Link
Bridging the Missing Links in Odisha
Browsing Category

ଯୋଜନା ଓ ବିକାଶ

ଦେଶର ଆର୍ଥିକ ଅବସ୍ଥା ସୁଧୁରୁଛି:…

ନୂଆଦିଲ୍ଲୀ: କରୋନା ସଙ୍କଟରେ ବିପର୍ଯ୍ୟସ୍ତ ହୋଇଥିବା ଅର୍ଥନୀତିକୁ ସୁଧାରିବା ପାଇଁ ଆଜି ଆଉ ଏକ ରିଲିଫ୍ ପ୍ୟାକେଜ୍ ଘୋଷଣା କଲେ କେନ୍ଦ୍ର ସରକାର। ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତରା ରମଣ ଏହାର ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ କହିଛନ୍ତି ଯେ, ଦେଶରେ କରୋନା…

ଏପ୍ରିଲ ସୁଦ୍ଧା ରାଜଧାନୀରେ ଗଡିବ ୫୦ଟି…

ଭୁବନେଶ୍ବର: ଏପ୍ରିଲ ପ୍ରଥମ ସପ୍ତାହରୁ ରାଜଧାନୀରେ ଗଡିବ ବିଦ୍ୟୁତ ଚାଳିତ ବସ୍। ପରିବେଶର ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜଧାନୀରେ ବିଦ୍ୟୁତ୍ ଚାଳିତ ବସ୍ ଚଳାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିସହ ଏହି ବିଦ୍ୟୁତ୍ ଚାଳିତ ବସ୍ ଗୁଡିକର ଚାର୍ଜ ପାଇଁ ଗାଡକଣା ନିକଟରେ ଏକ ବିଦ୍ୟୁତ୍ ସବ୍…

ଦିପାବଳୀ ପୂର୍ବରୁ ପୁଣି ଏକ ଆର୍ଥିକ…

ନୂଆଦିଲ୍ଲୀ: କରୋନା ମହାମାରୀ ଯୋଗୁଁ ଦେଶର ଅର୍ଥନୀତି ଉପରେ ଥିବା ଆର୍ଥିକ ଚାପ ହ୍ରାସ କରିବାକୁ କେନ୍ଦ୍ର ସରକାର ସମ୍ଭାବ୍ୟ ପଦକ୍ଷେପ ନେଉଛନ୍ତି। ଏଥିପାଇଁ ସରକାର ଗୋଟିଏ ପରେ ଗୋଟିଏ ପ୍ୟାକେଜ ଘୋଷଣା କରିଛନ୍ତି। ଏହି କ୍ରମରେ ପୁଣିଥରେ ଆର୍ଥିକ ପ୍ୟାକେଜ ଘୋଷଣା କରିବେ କେନ୍ଦ୍ର ସରକାର। ଦିପାବଳୀ…

ଇକୋ ରିଟ୍ରିଟ୍‌ ଲୋଗୋ ଉନ୍ମୋଚନ ଓ ବୁକିଂ…

ଭୁବନେଶ୍ୱର: ରାଜ୍ୟରେ ଚଳିତବର୍ଷ ଇକୋ ରିଟ୍ରିଟ୍‌ ପାଇଁ ଲୋଗୋ ଉନ୍ମୋଚନ ଓ ବୁକିଂ ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତ ବର୍ଷ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଓଡିଶା ପର୍ଯ୍ୟଟନ କୋଣାର୍କରେ ସାମୁଦ୍ରିକ ଡ୍ରାଇଭରେ ଏହାର ପ୍ରଥମ ଇକୋ ରିଟ୍ରିଟ୍‌ କରିଥିଲା। ମାତ୍ର ଚଳିତବର୍ଷ ରାଜ୍ୟର ୫ଟି…

ଜଳସଂପଦ ବିଭାଗର ୪ଟି ଅନ୍‌ଲାଇନ ସେବାର…

ଭୁବନେଶ୍ବର: ମୋବାଇଲ ଫଟୋରୁ ହେବ ସମସ୍ୟାର ସମାଧାନ। ଚାଷିଙ୍କୁ ଆଉ ଚାଷୀ କୁ ଅଫିସକୁ ଦୌଡିବାକୁ ପଡ଼ିବ ନାହିଁ। ମୋବାଇଲ ଫୋନର ଫଟୋ ଓ ଭିଡିଓ ଜରିଆରେ ଚାଷୀ ଜଳସେଚନ ସମସ୍ୟା ସଂପର୍କରେ ସିଧା ଜଣାଇପାରିବେ । ଏହି ନୂଆ ବ୍ୟବସ୍ଥାର ନାମ ‘ସେଚ ସମାଧାନ’ । ବିଜୁ କୃଷକ ଯୋଜନାରେ ଗୋଷ୍ଠୀ ଉଠାଜଳସଚେନ ପ୍ରକଳ୍ପ…

ଆଜିଠୁ ଇ-ବିଧାନସଭା ପାଇଁ ତାଲିମ

ଭୁବନେଶ୍ୱର: ଏଣିକି ଇଣ୍ଟରନେଟ୍ ମାଧ୍ୟମରେ ଚାଲିବ ବିଧାନସଭାର ସମସ୍ତ କାର୍ଯ୍ୟ। ଏଥିପାଇଁ ଆଜିଠୁ ଇ- ବିଧାନସଭା ପାଇଁ ବିଧାନସଭା କର୍ମଚାରୀଙ୍କୁ ତାଲିମ ଦିଆଯିବ। ବିଧାନସଭା ସମ୍ପୂର୍ଣ୍ଣ ଓ୍ଵାଇଫାଇ ସହ କମ୍ପ୍ୟୁଟରାଇଜେସନ୍ ହୋଇଛି। ହିମାଚଳ ପ୍ରଦେଶ ପରେ ଓଡ଼ିଶା ବିଧାନସଭା ସମ୍ପୂର୍ଣ୍ଣ ଇ- ବିଧାନସଭାରେ…

ଡିସେମ୍ବର ପହିଲାରୁ ଦ୍ଵିତୀୟ ଇକୋ…

ପୁରୀ: ଶୀତ ଦିନ ଆସିବା ସହ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଡିସେମ୍ବର ପହିଲାରୁ ଆରମ୍ଭ ହେବାକୁ ଯାଉଛି ଇକୋ ରିଟ୍ରିଟ୍। ଚଳିତ ବର୍ଷ ରାମଚଣ୍ଡୀଠାରେ ଆରମ୍ଭ ହେବ ଦ୍ଵିତୀୟ ଇକୋ ରିଟ୍ରିଟ୍‌। ରାମଚଣ୍ଡୀର କୁଶଭଦ୍ରା ନଦୀ ମୁହାଣ ନିକଟରେ ଏହି ରିଟ୍ରିଟ୍‌ ହେବ। ପର୍ଯ୍ୟଟକଙ୍କ ପାଇଁ ୩ ମାସ ଧରି ଚାଲିବାକୁ…

ବିଶ୍ୱ ଉର୍ଜା ଚାହିଦାର ନେତୃତ୍ୱ ନେବ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କୋଭିଡ୍‌-୧୯ ପରବର୍ତ୍ତୀ ସମୟରେ ଭାରତର ଅର୍ଥନୀତିକୁ ତ୍ୱରାନ୍ୱିତ କରିବା ପାଇଁ ଉର୍ଜା କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇ ଅନେକ ଆବଶ୍ୟକୀୟ ପଦକ୍ଷେପ ନିଆଯାଉଛି ବୋଲି ସେରା ଉଇକ୍ ‘ଇଣ୍ଡିଆ ଏନର୍ଜି ଫୋରମ’(ଆଇଇଏଫ)ର ଚତୁର୍ଥ ସଂସ୍କରଣ…

ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ…

ଭୁବନେଶ୍ବର: ଏଣିକି ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ବିଭାଗର ଭିନ୍ନ ଭିନ୍ନ ପୋର୍ଟାଲକୁ ବ୍ୟବହାର କରିବା ଦରକାର ପଡିବ ନାହିଁ। ମାତ୍ର ଗୋଟିଏ ପୋର୍ଟାଲ www.scholarship.odisha.gov.in ରେ କ୍ଲିକ୍‌ କଲେ ପିଲାମାନେ ସେମାନଙ୍କ ଛାତ୍ରବୃତ୍ତି ପାଇଁ ଆବେଦନ କରିପାରିବେ।…

ଜମ୍ମୁ-କାଶ୍ମୀର ଏବଂ ଲଦାଖରେ ଜମି କ୍ରୟ…

ଜମ୍ମୁ-କାଶ୍ମୀର: ଏଣିକି ଦେଶର ଯେକୌଣସି ବ୍ୟକ୍ତି ଜମ୍ମୁ-କାଶ୍ମୀର ଏବଂ ଲଦାଖରେ ଜମି କିଣିପାରିବେ। ଏନେଇ ଆଜି ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏହି ବିଜ୍ଞପ୍ତି ଅନୁସାରେ ଦେଶର ଯେକୌଣସି ବ୍ୟକ୍ତି ଜମ୍ମୁ-କାଶ୍ମୀର ଏବଂ ଲଦାଖରେ ଜମି କିଣିପାରିବେ ଏବଂ ସେଠାରେ ବସବାସ କରିପାରିବ…