Odisha Link
Bridging the Missing Links in Odisha
Browsing Category

ଯୋଜନା ଓ ବିକାଶ

ଜଗତସିଂହପୁର ଓଡ଼ିଶା ବିକାଶର ମୁଖ୍ୟଦ୍ୱାର:…

ଭୁବନେଶ୍ୱର: ଜଗତସିଂହପୁର ହେଉଛି ଓଡ଼ିଶାର ବିକାଶର ମୁଖ୍ୟ ଦ୍ୱାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲାରେ ୨୧୫ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ସେ କହିଛନ୍ତି ଯେ, ଜଗତସିଂହପୁର ଜିଲ୍ଲା ଓଡ଼ିଶାର ଏକ ଆଗୁଆ ଜିଲ୍ଲା।…

ରକ୍ଷାବନ୍ଧନ ପୂର୍ବରୁ ମହିଳା…

ନୂଆଦିଲ୍ଲୀ: ରକ୍ଷାବନ୍ଧନ ପୂର୍ବରୁ ମହିଳା ଉଦ୍ୟୋଗୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଭେଟି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆତ୍ମନିର୍ଭର ନାରୀଶକ୍ତି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ପ୍ରଧାମନ୍ତ୍ରୀ ମୋଦି ଦୀନଦୟାଲ ଅନ୍ତଦୋୟ ଯୋଜନା, ରାଷ୍ଟ୍ରୀୟ ଗ୍ରାମୀଣ ଜୀବୀକା ମିଶନ…

ରଙ୍ଗେଇଲୁଣ୍ଡା ଓ ଜୟପୁରରୁ ଉଡିବ ବିମାନ

ଜୟପୁର: ଖୁବଶୀଘ୍ର ରଙ୍ଗେଇଲୁଣ୍ଡା ଓ ଜୟପୁରରୁ ଉଡିବ ବିମାନ। ଉଡାନ ଯୋଜନାରେ ଦୁଇଟି ସ୍ଥାନରୁ ବିମାନ ଉଡିବା ନେଇ ଯୋଜନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦୁଇଟି ଏୟାରଷ୍ଟ୍ରିପ ସମ୍ପୂର୍ଣ୍ଣ ପ୍ରସ୍ତୁତି ହୋଇ ସାରିଲାଣ । ତେଣୁ ଖୁବଶୀଘ୍ର ବିମାନ ଚଳାଚଳକୁ ଅନୁମତି ମିଳିବ। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ…

ମାଷ୍ଟରକ୍ୟାଣ୍ଟିନ ଛକରୁ ହଟିବନି…

ଭୁବନେଶ୍ୱର: ମାଷ୍ଟରକ୍ୟାଣ୍ଟିନ ଛକରୁ ହଟିବନି ଐତିହାସିକ ଘୋଡ଼ା।  ନିକଟରେ ସ୍ମାର୍ଟସିଟି ପ୍ରକଳ୍ପ ପାଇଁ ମାଷ୍ଟରକ୍ୟାଣ୍ଟିନ୍ ଛକରୁ ଘୋଡ଼ାଟିକୁ ହଟାଇ ରାଜ୍ୟପାଳ ଭବନ ଛକ ଠାରେ ରଖାଯିବ ବୋଲି କୁହାଯାଉଥିଲା। ଘୋଡ଼ାକୁ ହଟାଇବା ନେଇ ରାଜ୍ୟ ରାଜନୀତିରେ ହଟଚମଟ ଦେଖାଦେଇଥିଲା। ବିଭିନ୍ନ ଦଳୀୟ ମହଲରୁ ଅସନ୍ତୋଷ…

ମିଶନ ଶକ୍ତି ପାଇଁ ୪୫୩.୫୦ କୋଟିର କୋଭିଡ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି। ଏହି ଘୋଷଣା ଅନୁଯାୟୀ ରାଜ୍ୟର ୩୩୮ଟି ବ୍ଲକ୍‌ସ୍ତରୀୟ ମିଶନ ଶକ୍ତି ମହାସଂଘର ନିଜସ୍ବ ଘର ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା…

ବୁଲେଟ ଟ୍ରେନ ପ୍ରକଳ୍ପ ନେଇ ସମୀକ୍ଷା କଲେ…

ନୂଆଦିଲ୍ଲୀ: ବୁଲେଟ୍ ଟ୍ରେନ ପ୍ରକଳ୍ପର ସମୀକ୍ଷା କରିଛନ୍ତି ନୂଆ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଅହମ୍ମଦାବାଦ୍-ମୁମ୍ବାଇ ମଧ୍ୟରେ ଚାଲିବାକୁ ଥିବା ବୁଲେଟ ଟ୍ରେନ୍ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ଜାତୀୟ ଦ୍ରୁତଗାମୀ ରେଳ ପରିଚାଳନାର ନିର୍ଦ୍ଦେଶକ ସତୀଶ ଅଗ୍ନିହୋତ୍ରୀଙ୍କ ସହ ସେ ଆଲୋଚନା କରିଛନ୍ତି। ଏହି…

ଜଳ ଜୀବନ ମିଶନ: ଓଡ଼ିଶାକୁ ୩,୩୨୩ କୋଟିର…

ନୂଆଦିଲ୍ଲୀ: ଦେଶର ପ୍ରତ୍ୟେକ ପରିବାରକୁ ଟ୍ୟାପ ଜରିଆରେ ସ୍ୱଚ୍ଛ ଜଳ ଯୋଗାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଙ୍କଳ୍ପ ଅନୁରୂପ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜଳ ଜୀବନ ମିଶନରେ ଓଡ଼ିଶାକୁ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ୩୩୨୩.୪୨ କୋଟି ଟଙ୍କାର ଅନୁଦାନ ଯୋଗାଇ ଦିଆଯାଇଛି। ୨୦୨୦-୨୧…

ବିଶ୍ୱସ୍ତରୀୟ ହେବ ପୁରୀ ରେଳଷ୍ଟେସନ

ପୁରୀ: ଓଡ଼ିଶା ସାଂସଦ ଅଶ୍ୱିନୀ ବୈଷ୍ଣବଙ୍କୁ ରେଳବାଇ ବିଭାଗର କ୍ୟାବିନେଟ ମନ୍ତ୍ରୀ ପଦ ମିଳିବାର ଗୋଟିଏ ଦିନ ପରେ ପୁରୀ ରେଳଷ୍ଟେସନକୁ ବିଶ୍ୱସ୍ତରୀୟ କରିବା ପାଇଁ ଘୋଷଣା କରାଯାଇଛି। ପୁରୀ ଷ୍ଟେସନକୁ ବିଶ୍ୱସ୍ତରୀୟ କରିବା ପାଇଁ ଆରଏଲଡିଏ ପକ୍ଷରୁ ଟେଣ୍ଡର ଆହ୍ୱାନ କରାଯାଇଛି। ଯାତ୍ରୀମାନଙ୍କୁ…

କେନ୍ଦୁଝରରେ ନୂଆ ନର୍ସିଙ୍ଗ କଲେଜ…

କେନ୍ଦୁଝର: କେନ୍ଦୁଝରରେ ୭୯୨୦ କୋଟି ଟଙ୍କା ବ୍ୟୟରେ ରୁଙ୍ଗଟା ମାଇନ୍ସ ଲିମିଟେଡ ପକ୍ଷରୁ ତିନି ମିଲିୟନ ଟନ ଉତ୍ପାଦନ କ୍ଷମତା ବିଶିଷ୍ଟ ସମନ୍ଵିତ ଇସ୍ପାତ ପ୍ରକଳ୍ପକୁ ଉଚ୍ଚ ସ୍ତରୀୟ ପ୍ରକଳ୍ପ ଅନୁମୋଦନ କମିଟିର ସ୍ବୀକୃତି ପରେ ସାରା ଜିଲ୍ଲାରେ ଖୁସିର ଲହରୀ ଖେଳି ଯାଇଛି। ଚମ୍ପୁଆର କରା ଖେନ୍ଦ୍ରା ଠାରେ…