Browsing Category
ଯୋଜନା ଓ ବିକାଶ
ମାଷ୍ଟରକ୍ୟାଣ୍ଟିନ ଛକରୁ ହଟିବନି…
ଭୁବନେଶ୍ୱର: ମାଷ୍ଟରକ୍ୟାଣ୍ଟିନ ଛକରୁ ହଟିବନି ଐତିହାସିକ ଘୋଡ଼ା। ନିକଟରେ ସ୍ମାର୍ଟସିଟି ପ୍ରକଳ୍ପ ପାଇଁ ମାଷ୍ଟରକ୍ୟାଣ୍ଟିନ୍ ଛକରୁ ଘୋଡ଼ାଟିକୁ ହଟାଇ ରାଜ୍ୟପାଳ ଭବନ ଛକ ଠାରେ ରଖାଯିବ ବୋଲି କୁହାଯାଉଥିଲା। ଘୋଡ଼ାକୁ ହଟାଇବା ନେଇ ରାଜ୍ୟ ରାଜନୀତିରେ ହଟଚମଟ ଦେଖାଦେଇଥିଲା। ବିଭିନ୍ନ ଦଳୀୟ ମହଲରୁ ଅସନ୍ତୋଷ…
ମିଶନ ଶକ୍ତି ପାଇଁ ୪୫୩.୫୦ କୋଟିର କୋଭିଡ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି। ଏହି ଘୋଷଣା ଅନୁଯାୟୀ ରାଜ୍ୟର ୩୩୮ଟି ବ୍ଲକ୍ସ୍ତରୀୟ ମିଶନ ଶକ୍ତି ମହାସଂଘର ନିଜସ୍ବ ଘର ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା…
ବୁଲେଟ ଟ୍ରେନ ପ୍ରକଳ୍ପ ନେଇ ସମୀକ୍ଷା କଲେ…
ନୂଆଦିଲ୍ଲୀ: ବୁଲେଟ୍ ଟ୍ରେନ ପ୍ରକଳ୍ପର ସମୀକ୍ଷା କରିଛନ୍ତି ନୂଆ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଅହମ୍ମଦାବାଦ୍-ମୁମ୍ବାଇ ମଧ୍ୟରେ ଚାଲିବାକୁ ଥିବା ବୁଲେଟ ଟ୍ରେନ୍ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ଜାତୀୟ ଦ୍ରୁତଗାମୀ ରେଳ ପରିଚାଳନାର ନିର୍ଦ୍ଦେଶକ ସତୀଶ ଅଗ୍ନିହୋତ୍ରୀଙ୍କ ସହ ସେ ଆଲୋଚନା କରିଛନ୍ତି।
ଏହି…
ଜଳ ଜୀବନ ମିଶନ: ଓଡ଼ିଶାକୁ ୩,୩୨୩ କୋଟିର…
ନୂଆଦିଲ୍ଲୀ: ଦେଶର ପ୍ରତ୍ୟେକ ପରିବାରକୁ ଟ୍ୟାପ ଜରିଆରେ ସ୍ୱଚ୍ଛ ଜଳ ଯୋଗାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଙ୍କଳ୍ପ ଅନୁରୂପ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜଳ ଜୀବନ ମିଶନରେ ଓଡ଼ିଶାକୁ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ୩୩୨୩.୪୨ କୋଟି ଟଙ୍କାର ଅନୁଦାନ ଯୋଗାଇ ଦିଆଯାଇଛି।
୨୦୨୦-୨୧…
ବିଶ୍ୱସ୍ତରୀୟ ହେବ ପୁରୀ ରେଳଷ୍ଟେସନ
ପୁରୀ: ଓଡ଼ିଶା ସାଂସଦ ଅଶ୍ୱିନୀ ବୈଷ୍ଣବଙ୍କୁ ରେଳବାଇ ବିଭାଗର କ୍ୟାବିନେଟ ମନ୍ତ୍ରୀ ପଦ ମିଳିବାର ଗୋଟିଏ ଦିନ ପରେ ପୁରୀ ରେଳଷ୍ଟେସନକୁ ବିଶ୍ୱସ୍ତରୀୟ କରିବା ପାଇଁ ଘୋଷଣା କରାଯାଇଛି। ପୁରୀ ଷ୍ଟେସନକୁ ବିଶ୍ୱସ୍ତରୀୟ କରିବା ପାଇଁ ଆରଏଲଡିଏ ପକ୍ଷରୁ ଟେଣ୍ଡର ଆହ୍ୱାନ କରାଯାଇଛି। ଯାତ୍ରୀମାନଙ୍କୁ…
କେନ୍ଦୁଝରରେ ନୂଆ ନର୍ସିଙ୍ଗ କଲେଜ…
କେନ୍ଦୁଝର: କେନ୍ଦୁଝରରେ ୭୯୨୦ କୋଟି ଟଙ୍କା ବ୍ୟୟରେ ରୁଙ୍ଗଟା ମାଇନ୍ସ ଲିମିଟେଡ ପକ୍ଷରୁ ତିନି ମିଲିୟନ ଟନ ଉତ୍ପାଦନ କ୍ଷମତା ବିଶିଷ୍ଟ ସମନ୍ଵିତ ଇସ୍ପାତ ପ୍ରକଳ୍ପକୁ ଉଚ୍ଚ ସ୍ତରୀୟ ପ୍ରକଳ୍ପ ଅନୁମୋଦନ କମିଟିର ସ୍ବୀକୃତି ପରେ ସାରା ଜିଲ୍ଲାରେ ଖୁସିର ଲହରୀ ଖେଳି ଯାଇଛି। ଚମ୍ପୁଆର କରା ଖେନ୍ଦ୍ରା ଠାରେ…
ରାଜ୍ୟ ସରକାରଙ୍କ ‘ମୁକ୍ତା’ ଯୋଜନାକୁ…
ଭୁବନେଶ୍ୱର: ପୁଣି ରାଜ୍ୟକୁ କେନ୍ଦ୍ରର ପ୍ରଶଂସା। ବର୍ଷା ଜଳ ସଂରକ୍ଷଣ କ୍ଷେତ୍ରରେ ଓଡ଼ିଶା ନେଇଥିବା ପଦକ୍ଷେପକୁ ପ୍ରଶାଂସା କରିଛି କେନ୍ଦ୍ରମନ୍ତ୍ରୀ। ବର୍ଷା ଜଳ ସଂରକ୍ଷଣ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀ କର୍ମ ତତ୍ପରତା ଯୋଜନା ଅଭିଯାନ (ମୁକ୍ତା)ର ଉପଲବ୍ଧିକୁ ପ୍ରଶଂସା…
ଅନ୍ତର୍ଦେଶୀୟ ବିମାନ ପାଇଁ ଭୁବନେଶ୍ବରରେ…
ଭୁବନେଶ୍ବର: ଡୋମେଷ୍ଟିକ୍ ବିମାନ ପାଇଁ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ସ୍ବତନ୍ତ୍ର ଟର୍ମିନାଲ ନିର୍ମାଣ ଚାଲିଛି। ଟି-୩ ନାମରେ ପରିଚିତ ଏହି ତୃତୀୟ ଟର୍ମିନାଲ ୨୦୨୨ରେ କାର୍ଯ୍ୟକ୍ଷମ ହେବାକୁ ଥିବା ବେଳେ ଏଥିପାଇଁ ୯୧୩ କୋଟି ଟଙ୍କା ବ୍ୟୟ ହେଉଛି। ଏହି ଟର୍ମିନାଲ ନିର୍ମାଣ ପରେ ବର୍ତ୍ତମାନ…
ପ୍ରଥମ ଓ ଦ୍ବିତୀୟ ଲହରର ଅଭିଜ୍ଞତା ଆମକୁ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ଆଉ ୭ଟି ଜିଲ୍ଲାରେ Liquid Medical Oxygen ସଂପକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହାସହ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି। ଆଗାମୀ ଦୁଇ…
୨୦୨୩ ସୁଦ୍ଧା ବସ୍ତିମୁକ୍ତ ହେବ ଓଡ଼ିଶା:…
ଭୁବନେଶ୍ୱର: ରାଜ୍ୟରେ ଆଉ ବସ୍ତି ରହିବ ନାହିଁ। ୨୦୨୩ ସୁଦ୍ଧା ଓଡ଼ିଶା ବସ୍ତି ମୁକ୍ତ ହେବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ସେ କହିଛନ୍ତି ଯେ, ରାଜ୍ୟରେ ୨୯୯୨ ବସ୍ତିରେ ପ୍ରାୟ ୭୦ ହଜାର ଲୋକଙ୍କୁ ଦିଆଯିବ ସରକାରୀ ପଟ୍ଟା। ଅନ୍ୟ ଜନ ବସତି ଅଞ୍ଚଳ ସହ ବସ୍ତି ଅଞ୍ଚଳରେ ବି ସାମଗ୍ରିକ…