Browsing Category
ଧର୍ମ
ଓଡ଼ିଶାରେ ମିଶନାରୀ ସେବା ସଂସ୍ଥାକୁ…
ଭୁବନେଶ୍ବର: ମିସନାରୀଜ୍ ଅଫ୍ ଚାରିଟୀ ନାମକ ଖ୍ରୀଷ୍ଟିଆନ୍ ସେବା ସଂସ୍ଥାକୁ ୭୯ ଲକ୍ଷ ଟଙ୍କା ଅନୁଦାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଦିଆଯିବ। କୋଲକାତାରେ ଥିବା ମିସନାରୀଜ୍ ଅଫ୍ ଚାରିଟୀ ଦ୍ବାରା ଓଡ଼ିଶାରେ ପରିଚାଳିତ ୧୩ଟି…
ଆଜି ପବିତ୍ର ଧନୁ ସଂକ୍ରାନ୍ତି,…
ପୁରୀ: ଆଜି ହେଉଛି ପବିତ୍ର ଧନୁ ସଂକ୍ରାନ୍ତି। ଏଥିପାଇଁ ଶ୍ରୀମନ୍ଦିରଠୁ ଆରମ୍ଭ କରି ସମସ୍ତ ଦେବାଳୟରେ ଆରମ୍ଭ ହୋଇଛି ସ୍ବତନ୍ତ୍ର ନୀତିକାନ୍ତି। ବିଶେଷକରି ଆଜିଠୁ ପହିଲି ଭୋଗ ଆରମ୍ଭ ହୋଇଥାଏ। ପହିଲି ଭୋଗରେ ବିରି, ଗହମଚୂନା ଘୃତ ପାଗ ହୋଇଥିବା ପିଠା ଓ ଧନୁମୁଆଁ ଆଦି ଶ୍ରୀଜିଉଙ୍କ ନିକଟରେ ଲାଗି ହୋାଇଛି।…
ଆଜିଠୁ ୩ ଦିନ ଜଗା ଦର୍ଶନ ବନ୍ଦ
ପୁରୀ: ଆଜିଠୁ ତିନି ଦିନ ଜଗା ଦର୍ଶନ ବନ୍ଦ। ଏନେଇ ଘୋଷଣା କରିଛି ଶ୍ରମନ୍ଦିର ପ୍ରଶାସନ। ସୋମବାରଠୁ ନୂଆ କଟକଣାରେ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି। ଆଜି ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରଖାଯାଇଛି।
ମନ୍ଦିର ପ୍ରଶାସନ ସୂଚନା ମୁତାବକ, ଆଜି ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର…
କାଳୀୟଦଳନ ବେଶରେ ଦର୍ଶନ ଦେବେ ମହାବାହୁ
ପୁରୀ: ଆଜି ହେଉଛି ଭାଦ୍ରବ କୃଷ୍ଣ ଏକାଦଶୀ। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନ ଉପରେ ବିରାଜିତ ମହାବାହୁ କାଳୀୟଦଳନ ବେଶରେ ଆଜି ଦର୍ଶନ ଦେବେ।
ଏହି ବେଶରେ ପ୍ରଭୁ ଶ୍ରୀ ଜଗନ୍ନାଥ ଓ ଶ୍ରୀ ବଳଭଦ୍ର କାଷ୍ଠ ନିର୍ମିତ ବେତ, ସୂତା ଓ କନାରେ…
ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସାଧାରଣ…
ପୁରୀ: ଆଜି ପବିତ୍ର ଜନ୍ମାଷ୍ଟମୀ। ଜନ୍ମାଷ୍ଟମୀ ଉପଲକ୍ଷେ ଶ୍ରୀମନ୍ଦିରରେ ବନ୍ଦ ରହିବ ଭକ୍ତଙ୍କ ସାଧାରଣ ଦର୍ଶନ। ଅଧିକ ଗହଳି ଆଶଙ୍କାରେ ମନ୍ଦିର ରଖିବାକୁ ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଜନ୍ମାଷ୍ଟମୀରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ଅନୁଷ୍ଠିତ ହେବ। ପରମ୍ପରା ଅନୁସାରେ ଜନ୍ମାଷ୍ଟମୀ ନୀତି…
ଆଜି ପବିତ୍ର ଜନ୍ମାଷ୍ଟମୀ, କଟକଣା ମଧ୍ୟରେ…
ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ। ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ କାରାଗାରରେ କୃଷ୍ଣଙ୍କର ଜନ୍ମ ହୋଇଥିଲା। ଦେବକୀଙ୍କର ଅଷ୍ଟମ ଗର୍ଭର ସନ୍ତାନ ଭାବେ ଜନ୍ମ ହୋଇଥିଲେ କୃଷ୍ଣ। ଏହି ଦିନକୁ ଉତ୍ତର ପ୍ରଦେଶର ମଥୁରା ଓ ବୃନ୍ଦାବନ ସମେତ ଦେଶର ବିଭିନ୍ନ ମନ୍ଦିରରେ ଉତ୍ସାହର ସହିତ ପାଳନ…
ଆଜି ଶ୍ରୀଜିଉଙ୍କ ରାହୁରେଖା ଲାଗି ନୀତି,…
ପୁରୀ: ଆଜି ହେଉଛି ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ସମ୍ପନ୍ନ ହେବ। ଏଣୁ ଅପରାହ୍ନ ୨ଟାରୁ ସର୍ବସାଧାରଣ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ରହିଛି।
ଅପରାହ୍ନରେ ଦଇତାପତି ସେବକମାନେ ଏହି ସେବା କରିବେ। ଭୋଗମଣ୍ଡପ…
ଆଜି ରାକ୍ଷୀ ପୂର୍ଣ୍ଣିମା: ଜାଣନ୍ତୁ…
ଭୁବନେଶ୍ବର: ଆଜି ହେଉଛି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଭାଇ ଭଉଣୀଙ୍କ ପାଇଁ ଏହି ଦିନ ବହୁତ ଗୁରୁତ୍ବ ଅଟେ। ସାରା ଭାରତରେ ରକ୍ଷା ବନ୍ଧନକୁ ନେଇ ଉତ୍ସାହ ଦେଖିବାକୁ ମିଳୁଛି। ଏଥର ରାକ୍ଷୀ ପୂର୍ଣ୍ଣିମା ଅନ୍ୟ ରାକ୍ଷୀ ପୂର୍ଣ୍ଣିମା ତୁଳାନରେ ଅଧିକ ଚର୍ଚ୍ଚାରେ। କାରଣ କରୋନା କାଳରେ ପାଳନ ହେଉଛି ରାକ୍ଷୀ…
ଆଜି ନାଗ ପଞ୍ଚମୀ: ବର୍ଷକୁ ଥରେ ଖୋଲିଥାଏ…
ଓଏଲ୍ ବ୍ୟୁରୋ: ଆଜି ହେଉଛି ନାଗ ପଞ୍ଚମୀ। ନାଗ ପଞ୍ଚମୀରେ ନାଗ ସାପ ପୂଜା କରାଯାଏ। ଶ୍ରାବଣ ମାସରେ ପଡୁଥିବା ଏହି ପର୍ବ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଶ୍ରାବଣ ମାସରେ ଭଗବାନ ଶିବ ଏବଂ ମାତା ପାର୍ବତୀଙ୍କ ପାଇଁ ଅତ୍ୟନ୍ତ ପ୍ରିୟ। ନାଗ ପଞ୍ଚମୀରେ ଶିବଙ୍କ ସହ ସାପଙ୍କୁ ମଧ୍ୟ ପୂଜା କରାଯାଏ। ବିଶ୍ୱାସ କରାଯାଏ…
କଟକଣା ମଧ୍ୟ୍ୟରେ ଖୋଲିଲା ଘଟଗାଁ ମା’…
କେନ୍ଦୁଝର: ଆଜି ଖୋଲିଲା ଘଟଗାଁ ମା ତାରିଣୀ ମନ୍ଦିର। କଟକଣା ମଧ୍ୟ୍ୟରେ ମନ୍ଦିର ଖୋଲିବା ପାଇଁ ମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଗାଇଡ ଲାଇନ ଜାରି କାରାଯାଇଛି। ମନ୍ଦିରରେ ମାସ୍କ ପରିଧାନ କରିବା ବାଧ୍ୟତାମୂଳକ କରାଯାଇଛି। ଦୁଇଟି ପର୍ଯ୍ୟାୟରେ ସାଧାରଣ ଦର୍ଶନ କରିବେ ଶ୍ରଦ୍ଧାଳୁ।…