ରାଜ୍ୟରେ ଦିନକରେ ୯୭ ଛୁଆ କରୋନା ପଜିଟିଭ
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୩୫୪ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୫୫ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା…