Odisha Link
Bridging the Missing Links in Odisha
Browsing Tag

ଟିକାକରଣ

ଟିକାକରଣରେ ଆଉ ଏକ ମାଇଲଖୁଣ୍ଟ ଛୁଇଁଲା…

ଭୁବନେଶ୍ୱର: କୋଭିଡ ଟିକାକରଣରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କଲା ଓଡ଼ିଶା। ଜାନୁଆରୀ ୧୬ରୁ ଦେଶବ୍ୟାପୀ ଟିକାକରଣ ଜାରି ରହିଛି। ରାଜ୍ୟରେ ଏବେ ସୁଦ୍ଧା ୨ କୋଟିରୁ ଅଧିକ ପ୍ରଥମ କୋଭିଡ୍ ଟିକା ନେଇଥିବା ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। କୋଭିଡ୍ ବିରୋଧୀ ଯୁଦ୍ଧରେ ଲୋକଙ୍କ ସହଯୋଗ ସହ…

ରାଜ୍ୟରେ ଡିସେମ୍ବର ସୁଦ୍ଧା ସରିବ…

ଭୁବନେଶ୍ୱର: ରାଜ୍ୟରେ ଡିସେମ୍ବର ସୁଦ୍ଧା ସରିବ ଟିକାକରଣ। ଯଦି ଟିକା ଆସିବାରେ କୌଣସି ସମସ୍ୟା ନହୁଏ ତେବେ ୪ ମାସ ମଧ୍ୟରେ ଟୀକାକରଣ ଶେଷ ହେବ। ବର୍ତ୍ତମାନ ଟୀକାରେ କିଛି ସମସ୍ୟା ନାହିଁ ବୋଲି କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନ…

SCBରେ ଟିକାକରଣ ଜନିତ ମୃତ୍ୟୁ

କଟକ: SCB ଟିକା କେନ୍ଦ୍ରରେ ଟିକା ନେବା ପରେ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। କରୋନା ୨ୟ ଡୋଜ୍ ଟିକା ନେବା ପରେ ବ୍ୟକ୍ତି ଜଣଙ୍କ କେନ୍ଦ୍ରରେ ୧୫ ମିନିଟ୍ ବସିଥିଲେ। ଏହି ସମୟରେ ଅସୁସ୍ଥ ହୋଇପଡ଼ିବାରୁ ବ୍ୟକ୍ତି ଜଣଙ୍କୁ କାଜୁଆଲିଟିକୁ ନିଆଯାଇଥିଲା। କାଜୁଆଲିଟିରେ ଡାକ୍ତର ତାଙ୍କୁ ମୃତ ଘୋଷଣା…

କରୋନାକୁ ପରାସ୍ତ କରିବା ପାଇଁ କୋଭିଡ…

ଗଜପତି/ କନ୍ଧମାଳ/ ସୁନ୍ଦରଗଡ: ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ, ପ୍ରେସ୍ ସୂଚନା ବ୍ୟୁରୋ (ପିଆଇବି) ବିଭାଗର ସହେଯୋଗରେ ୟୁନିସେଫ୍ ଓଡ଼ିଶା ଦ୍ୱାରା ଗଜପତି/ କନ୍ଧମାଳ/ ସୁନ୍ଦରଗଡ ଜିଲ୍ଲାରେ କୋଭିଡ୍ ଏବଂ ଟୀକାକରଣ ଉପରେ ଏକ ଭର୍ଚୁଆଲ୍ ସଚେତନତା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି…

ସ୍କୁଲ ଖୋଲିବାରେ ବାଧକ ହେବନି ଟିକାକରଣ

ଭୁବନେଶ୍ୱର: ଟିକା ନେଇଥିବା ଶିକ୍ଷକ ଓ କର୍ମଚାରୀ ସ୍କୁଲ ଆସିବା ପ୍ରସଙ୍ଗରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ଖୋଲିବାରେ ବାଧକ ହେବନି ଟିକାକରଣ। ସେ କହିଛନ୍ତି ଯେ, ପ୍ରାୟ ସବୁ ଶିକ୍ଷକ ଓ କର୍ମଚାରୀ ଟିକା ନେଇସାରିଛନ୍ତି। ଯେଉଁମାନେ ନେଇନାହାନ୍ତି, ସେମାନଙ୍କୁ ଅଗ୍ରାଧିକାର…

ତୃତୀୟ ଲହର ପାଇଁ ସରକାର ସମ୍ପୂର୍ଣ୍ଣ…

ଭୁବନେଶ୍ୱର: କରୋନା ସଂକ୍ରମଣ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣର ଗ୍ରାଫ୍‌ ତଳମୁହାଁ ହୋଇଛି। ଆକଳନ ଅନୁସାରେ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। କେସ ଲୋଡ୍ ଓ ସଂକ୍ରମଣ ହାରରେ ଆସୁଛି ଉନ୍ନତି। କିଛି ଜିଲ୍ଲାରେ ସଂକ୍ରମଣ ଏବେ…

ଟିକା ଅଭାବ: ଅଧା ଓଡ଼ିଶାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ଟିକା ସଙ୍କଟ। ଟିକାର ଅଭାବ କାରଣରୁ ଟିକାକରଣକୁ ବ୍ୟାପକ ଭାବେ ପ୍ରଭାବିତ ହୋଇଛି। ମଙ୍ଗଳବାର ରାଜ୍ୟର ୧୫ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିବ। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅନୁଗୁଳ, ବାଲେଶ୍ବର, ଦେବଗଡ଼, ଢେଙ୍କାନାଳ, ଗଜପତି, ଝାରସୁଗୁଡ଼ା,…

ଆସନ୍ତା ୧୫ ପରେ ଗର୍ଭବତୀଙ୍କୁ ଟିକାକରଣ

ଭୁବନେଶ୍ୱର: କରୋନାକୁ ମାତ ଦେବା ପାଇଁ ରାଜ୍ୟରେ ଟିକାକରଣକୁ ଜୋରଦାର କରାଯାଉଛି। ବିଭିନ୍ନ ବର୍ଗର ଲୋକମାନଙ୍କୁ ଟିକାଦାନ ପରେ ଏବେ ଗର୍ଭବତୀଙ୍କୁ ଟିକା ଦେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ୧୫ ତାରିଖ ପରେ ଗର୍ଭବତୀଙ୍କୁ ଟିକାକରଣ କରାଯିବ ବୋଲି ପରିବାର କଲ୍ୟାଣ ନିଦେ୍ର୍ଧଶକ ବିଜୟ…

ଗର୍ଭବତୀଙ୍କ ଟିକାକରଣ ପାଇଁ ସ୍ୱତନ୍ତ୍ର…

ଭୁବନେଶ୍ୱର: କରୋନାକୁ ମାତ ଦେବା ପାଇଁ ରାଜ୍ୟରେ ଟିକାକରଣକୁ ଜୋରଦାର କରାଯାଉଛି। ବିଭିନ୍ନ ବର୍ଗର ଲୋକଙ୍କୁ ଟିକାକରଣ ପରେ ଏବେ ଗର୍ଭବତୀଙ୍କୁ ଟିକା ଦେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଏହି ପରିପ୍ରେକ୍ଷୀରେ ଗର୍ଭବତୀଙ୍କୁ ଟିକାକରଣ ନେଇ କୁହାଯାଇଛି ଯେ, ଗର୍ଭବତୀ ଟିକା ନେଲେ ବିପଦ ନାହିଁ।…

ଟିକାକରଣରେ ରେକର୍ଡ କଲା ଓଡ଼ିଶା

ଭୁବନେଶ୍ୱର: ଟିକାକରଣରେ ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କଲା ଓଡ଼ିଶା। ସୋମବାର ରାଜ୍ୟରେ ୪ଲକ୍ଷ ଅତିକ୍ରମ କରିଛି ଟିକାକରଣ ସଂଖ୍ୟା। ସୋମବାର ସମୁଦାୟ ୧୭୩୫ଟି କେନ୍ଦ୍ରରେ ୪ ଲକ୍ଷ ୨ ହଜାର ୪୩୪ ଜଣଙ୍କୁ ଟିକାକରଣରେ ସାମିଲ କରାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧ କୋଟି ୨୫ ଲକ୍ଷ ଡୋଜର ଟିକା ପ୍ରଦାନ…