Odisha Link
Bridging the Missing Links in Odisha
Browsing Tag

ପରୀକ୍ଷା

ଆଜି ଓଏସ୍ଏସ୍‌ଟିଇଟି ପରୀକ୍ଷା

ଭୁବନେଶ୍ୱର: ଆଜି ଓଡ଼ିଶା ମାଧ୍ୟମିକ ସ୍କୁଲ ଟିଚର୍ ଇଲିଜିବେଲିଟି ଟେଷ୍ଟ ବା ଓଏସ୍ଏସ୍‌ଟିଇଟି ପରୀକ୍ଷା। ରାଜ୍ୟର ୨୮୮ଟି କେନ୍ଦ୍ରରେ ୫୩ ହଜାର ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବେ। ଚଳିତବର୍ଷ ପରୀକ୍ଷାରେ ସ୍ୱଚ୍ଛତା ବଜାୟ ରଖିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।…

ଶୀଘ୍ର ପରୀକ୍ଷା ଦାବିରେ ଉତ୍କଳ…

ଭୁବନେଶ୍ବର: ପରୀକ୍ଷା ଦାବିରେ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ ଲ’ କଲେଜ ଛାତ୍ରଛାତ୍ରୀ ଙ୍କ ଧାରଣା। ଶୀଘ୍ର ପରୀକ୍ଷା କରାଇବାକୁ ନେଇ ଦାବି। ଏନେଇ ପୂର୍ବରୁ ହାଇକୋର୍ଟରେ ଅଭିଯୋଗ କରାଯାଇଥିଲା। ଅଭିଯୋଗ ମୁତାବକ କୋର୍ଟ ମଧ୍ୟ କୁଳପତିଙ୍କୁ ନିର୍ଦ୍ଦେଶ ଦେଇଥିଲେ ପିଲାଙ୍କର ଭବିଷ୍ୟତ ପାଇଁ ଖୁବଶୀଘ୍ର…

ସେପ୍ଟେମ୍ବର ୬ରୁ ଆରମ୍ଭ ହେବ OJEE…

ଭୁବନେଶ୍ବର: ଆସନ୍ତା ମାସ ସେପ୍ଟେମ୍ବର ୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି OJEE ପରୀକ୍ଷା। ପରୀକ୍ଷା ୬ ତାରିଖରୁ ଆରମ୍ଭ ହୋଇ ଏହା ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଦୈନିକ ୩ଟି ସିଫ୍ଟରେ CBT ମୋଡରେ ପରୀକ୍ଷା କରାଯିବ। ପରୀକ୍ଷା ନେଇ OJEE ଅଧ୍ୟକ୍ଷ ସୁଦୀପ ଚାନ୍ଦ ସୂଚନା ଦେଇଛନ୍ତି। କୋଭିଡ୍ ଗାଇଡଲାଇନ୍‌…

ଅଗଷ୍ଟ ୨୩ରୁ ଏକକ ପିଜି ପ୍ରବେଶିକା…

ଭୁବନେଶ୍ବର: ଆସନ୍ତା ଅଗଷ୍ଟ ୨୩ ତାରିଖରୁ ଆରମ୍ଭ ହେବ ପିଜି ଏଣ୍ଟ୍ରାନ୍ସ। ଅଗଷ୍ଟ ୨୩ରୁ ସେପ୍ଟେମ୍ବର ୧ ମଧ୍ୟରେ ଏକକ ପିଜି ପ୍ରବେଶିକା ପରୀକ୍ଷା ହେବ। ଆଜି ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସହ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁ। ଚଳିତ ବର୍ଷ ଯୁକ୍ତ ତିନି ଶେଷ…

ଆଜିଠୁ ତୃତୀୟ ପର୍ଯ୍ୟାୟ ଜେଇଇ୍ ମେନ୍…

ଭୁବନେଶ୍ୱର: ଆଜିଠୁ ତୃତୀୟ ପର୍ଯ୍ୟାୟ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍ ଆରମ୍ଭ। ୨୭ ତାରିଖ ଯାଏଁ ଚାଲିବ ପରୀକ୍ଷା। ଏପଟେ ଆଜି ବାହୁଡ଼ା ଯାତ୍ରା ପାଇଁ ପୁରୀରେ କର୍ଫ୍ୟୁ ଜାରି କରାଯାଇଛି। ଛାତ୍ରଛାତ୍ରୀମାନେ ଆଡ୍‌ମିଟ୍‌ କାର୍ଡ ଦେଖାଇ ପରୀକ୍ଷା କେନ୍ଦ୍ରକୁ ଯାଇପାରିବେ । ସେମାନଙ୍କୁ କର୍ଫ୍ୟୁ…

୨୨୪୪ ଛାତ୍ରଛାତ୍ରୀ ଦେବେ ମାଟ୍ରିକ୍…

ଭୁବନେଶ୍ୱର: ରାଜ୍ୟରେ ଜୁଲାଇ ୨୬ରୁ ଖୋଲିବ ସ୍କୁଲ। ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଦଶମ ଓ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ। ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ଖୋଲିବ ବୋଲି ସେ…

ଅନଲାଇନରେ ହେବ ୟୁଜି ଓ ପିଜି ପରୀକ୍ଷା

ଭୁବନେଶ୍ୱର: ଅନଲାଇନରେ ହେବ ୟୁଜି ଓ ପିଜି ପରୀକ୍ଷା। କରୋନାର ଦ୍ବିତୀୟ ଲହର ସରିନଥିବା ବେଳେ ଆସନ୍ତା ୨-୩ମାସ ମଧ୍ୟରେ କରୋନାର ତୃତୀୟ ଲହର ଆସିବାର ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲି କ୍ଲାସ୍ କିମ୍ବା ପରୀକ୍ଷା କରିବା ସମ୍ଭବପର ନୁହେଁ। ତେଣୁ ଆସନ୍ତା ଜୁଲାଇ ଓ…

+୨ ମୂଲ୍ୟାୟନ ନେଇ ବାହାରି ପାରୁନି…

ଭୁବନେଶ୍ୱର: କରୋନା ମହାମାରୀକୁ ଦୃଷ୍ଟିରେ ରଖି ସିବିଏସି ଓ ସିଆଇଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାକୁ ବାତିଲ କରିବା ପରେ ରାଜ୍ୟ ସରକାର ଦଶମ ବୋର୍ଡ ଓ ଯୁକ୍ତ ୨ ପରୀକ୍ଷା ବାତିଲ କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ପରୀକ୍ଷା ବାତିଲ ପରେ କେଉଁ ଆଧାରରେ ପରୀକ୍ଷା ଫଳାଫଳ ପ୍ରକାଶ ପାଇବ ସେ ନେଇ ଦ୍ୱନ୍ଦ୍ୱ ଦେଖା…

ବାତିଲ୍ ହେଇପାରେ +୨ ପରୀକ୍ଷା, ଆଜି…

ଭୁବନେଶ୍ବର: ସିବିଏସ୍‌ଇ, ସିଆଇଏସ୍‌ସିଇ ବୋର୍ଡର ଦ୍ବାଦଶ ଶ୍ରେଣୀ ପରୀକ୍ଷା ଗତକାଲି ବାତିଲ୍‌ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚକ୍ଷମତା ସମ୍ପର୍ଣ୍ଣ ମନ୍ତ୍ରୀସ୍ତରୀୟ ବୈଠକରେ ସିବିଏସ୍‌ଇ ପରୀକ୍ଷା ବାତିଲ୍‌ ନିଷ୍ପତ୍ତି ନିଆଯାଇଥିଲା। ପରୀକ୍ଷା ବାତିଲ କରିବାର…

ବାତିଲ ହେଲା ଦ୍ବାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ: ବାତିଲ ହେଲା ସିବିଏସଇ ଦ୍ବାଦଶ ପରୀକ୍ଷା। ଦେଶରେ କରୋନାର ଦ୍ବିତୀୟ ଲହରକୁ ଦୃଷ୍ଟିରରେ ରଖି କେନ୍ଦ୍ର ସରକାର ସିବିଏସଇ ଦ୍ବାଦଶ ପରୀକ୍ଷାକୁ ବାତିଲ କରିଦେଇଛନ୍ତି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯ଼ାଇଛି। ଏହି…