Odisha Link
Bridging the Missing Links in Odisha
Browsing Tag

ବର୍ଷା ଆଶଙ୍କା

ରାଜ୍ୟରେ ଘଡ଼ଘଡ଼ି ସହ ବ‌ର୍ଷା ଆଶଙ୍କା

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏଥିସହ ୨୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ୨୭ରୁ ୨୯ ତାରିଖ ମଧ୍ୟରେ ଭଲ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ଆସନ୍ତା ୫ ଦିନ ଯାଏଁ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା। ଆଗାମୀ ୫ଦିନ ଯାଏ ବର୍ଷା ହେବା ନେଇ ଅନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି। କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ମଧ୍ୟ ହୋଇପାରେ। ଏନେଇ ପୂର୍ବାନୁମାନ କରିଛି…

ପ୍ରବଳ ବର୍ଷା ଆଶଙ୍କା, ୭ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ଗତକାଲି କାଲିର ପ୍ରବଳ ବର୍ଷା ପରେ ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିଛି। ଆଜି ମଧ୍ୟ ଅନେକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ଆଜି ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ…

ଆସନ୍ତା ୪ ଦିନ ବର୍ଷା ଆଶଙ୍କା

ଭୁବନେଶ୍ବର: ଆସନ୍ତା ୨୧ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ଏହା ପ୍ରଭାବରେ ୨୨ ତାରିଖ ରାତି କିମ୍ବା ୨୩ ତାରିଖ ସକାଳ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗରରେ ସୃଷ୍ଟି ହେବ। ଫଳରେ ରାଜ୍ୟରେ ଆଜିଠାରୁ ୨୩ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବର୍ଷା…

୫ ଜିଲ୍ଲାରେ ବର୍ଷା ଆଶଙ୍କା, ୟେଲୋ…

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା। ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଉଛି ନୂଆପଡ଼ା, କଳାହାଣ୍ଡି, କେନ୍ଦୁଝର, କନ୍ଧମାଳ ଓ ଦେବଗଡ଼। ଏଥସହ ମାଲକାନଗିରି, କୋରାପୁଟ, ରାୟଗଡ଼ା,…

ବର୍ଷା ଆଶଙ୍କା, ୧୯ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କାଲି ସକାଳ ସୁଦ୍ଧା ଏହି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି।୧୯ ଜିଲ୍ଲାରୁ ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୫ ଜିଲ୍ଲାଗୁଡିକ ହେଲା…

୭ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ୭ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା। ଆଗାମୀ ୨୪ ଘଣ୍ଟା ଭିତରେ ବର୍ଷାକୁ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ୨୩ ଜିଲ୍ଲା ମଧ୍ୟରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୭ ଜିଲ୍ଲା…

ପ୍ରବଳ ବର୍ଷା ଆଶଙ୍କା, ୧୩ ଜିଳ୍ଲାକୁ…

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାଗୁଡିକୁ ସତର୍କ ରହିବାପାଇଁ ପରାମର୍ଶ ଦିଆଯିବା ସହ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ମଧ୍ୟରେ କୋରାପୁଟ, ନବରଙ୍ଗପୁର,…

ବର୍ଷା ଆଶଙ୍କା, ୨୩ ଜିଲ୍ଳାକୁ ୟେଲୋ…

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଳାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିିଛି। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ,…

ପ୍ରବଳ ବର୍ଷା ଆଶଙ୍କା, ୨୦ ଜିଲ୍ଲାକୁ…

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଏହାକୁ ଦୃଷ୍ଟିରେ ରଖି ୨୦ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି,…