Odisha Link
Bridging the Missing Links in Odisha
Browsing Tag

ବର୍ଷା

ବର୍ଷାରେ ଭିଜୁଛି ସାରା ଓଡ଼ିଶା

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ବର୍ଷା। ତୁହାକୁ ତୁହା ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଗତକାଲିଠୁ ଉପାନ୍ତରୁ ଉପକୂଳ ସବୁଠି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି। ଗତକାଲି ଅବପାତରେ ପରିଣତ ହେଲା ପରେ ଆଜି ଆହୁରି ଘନୀଭୂତ ହେବ ଲଘୁଚାପ। ଆଜି ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର…

୫ ଦିନ ଯାଏଁ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼, ଝାରସୁଗୁଡ଼ା,…

ପ୍ରବଳ ବର୍ଷା ଆଶଙ୍କା, ୧୪ ଜିଲ୍ଲାକୁ…

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା। ଏଥିପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ସୁନ୍ଦରଗଡ, କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିହପୁର, ଅନୁଗୁଳ, ବୌଦ୍ଧ, ବଲାଙ୍ଗିର, ନୂଆପଡା ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷାର…

୬ ଜିଲ୍ଲାରେ ବର୍ଷା ଆଶଙ୍କା, ୟେ‌ଲୋ…

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଏହାର ପ୍ରଭାବରେ ମଙ୍ଗଳବାର ବି ରାଜ୍ୟରେ ବର୍ଷା ଲାଗି ରହିବ। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜାଗାରେ ବର୍ଷା ସମ୍ଭାବନା ଅଛି। ମଙ୍ଗଳବାର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ…

୨ ଦିନ ଯାଏ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ଯାଏଁ ରାଜ୍ୟର ଅଧିକାଶଂ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୁଖ୍ୟତଃ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ବିଶେଷ କରି…

୧୦ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆଜିଠୁ ଆସନ୍ତା ୩୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବିଶେଷ କରି ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷିବ। ଏଥିପାଇଁ ଏସଆରସି କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜିଠୁ ଆସନ୍ତା ୩୦ ତାରିଖ ଯାଏଁ ମାଲକାନଗିରି,…

ବର୍ଷା ଆଶଙ୍କା: ୯ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟରେ ଲଘୁଚାପ ହେବାର ସମ୍ଭାବନା ନାହିଁ। ତେବେ ଟ୍ରପଲାଇନ୍ ପ୍ରଭାବରେ ରାଜ୍ୟରେ ବଦଳିବ ପାଗ । ବିଭିନ୍ନ ଜିଲ୍ଲାକୁ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତା ୪ଦିନ ପର୍ଯ୍ୟନ୍ତ ବିଭିନ୍ନ…

ପ୍ରବଳ ବର୍ଷା ସମ୍ଭାବନା:୧୧ ଜିଲ୍ଲାକୁ…

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି…

ବର୍ଷା ସମ୍ଭାବନା: ୧୦ ଜିଲ୍ଲାକୁ ୟେଲୋ…

ଭୁବନେଶ୍ବର: ଓଡ଼ିଶା ଉପକୂଳ ତଥା ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଗତ ୨୪ ଘଣ୍ଟାରେ ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି। ଆଗାମୀ ୪୮ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା…

ଦାନା ବାନ୍ଧୁଛି ଲଘୁଚାପ, ପ୍ରବଳ ବର୍ଷା…

ଭୁବନେଶ୍ୱର: ଦାନା ବାନ୍ଧୁଛି ଲଘୁଚାପ। ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ବର୍ତ୍ତମାନ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶାର ଉପକୂଳ ଅଞ୍ଚଳରେ ସକ୍ରିୟ ଥିବା କହିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲା…