Odisha Link
Bridging the Missing Links in Odisha
Browsing Tag

ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ମିଶନାରୀ ସେବା ସଂସ୍ଥାକୁ…

ଭୁବନେଶ୍ବର: ମିସନାରୀଜ୍‌ ଅଫ୍‌ ଚାରିଟୀ ନାମକ ଖ୍ରୀଷ୍ଟିଆନ୍‌ ସେବା ସଂସ୍ଥାକୁ ୭୯ ଲକ୍ଷ ଟଙ୍କା ଅନୁଦାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଦିଆଯିବ। କୋଲକାତାରେ ଥିବା ମିସନାରୀଜ୍‌ ଅଫ୍‌ ଚାରିଟୀ ଦ୍ବାରା ଓଡ଼ିଶାରେ ପରିଚାଳିତ ୧୩ଟି…

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ…

ଚଣ୍ଡିଗଡ: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚରଣଜୀତ ସିଂ। କ୍ୟାପଟେନ୍‌ ଅମରିନ୍ଦର ସିଂହଙ୍କ ଇସ୍ତଫା ପରେ କଂଗ୍ରେସ ରବିବାର ନୂଆ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲା। ଚରଣଜୀତ ସିଂହ ଚନ୍ନୀ ଦିନ ୧୧ଟା ୧୫ରେ ପଦ ଓ ଗୋପନୀୟତାର ସହ ଶପଥ ଗ୍ରହଣ କରିଛନ୍ତି। ଚରଣଜୀତଙ୍କ ସହ ୨ ଜଣ ଉପ ମୁଖ୍ୟମନ୍ତ୍ରୀ ମଧ୍ୟ…

ସୋନିଆ ବାଛିବେ ପଞ୍ଜାବର ନୂଆ…

ଚଣ୍ଡିଗଡ଼: ଆଜି ଅମରିନ୍ଦର ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ବେଳେ ପଞ୍ଜାବ କଂଗ୍ରେସ ବିଧାୟକ ଦଳ ନେତାଙ୍କ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଦୁଇଟି ସଂକଳ୍ପ ଗୃହୀତ ହୋଇଛି। ପ୍ରଥମ ସଂକଳ୍ପରେ ଇସ୍ତଫା ଦେଇଥିବା ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ପ୍ରତି କୃତଜ୍ଞତା ଜ୍ଞାପନ…

ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ…

ପଞ୍ଜାବ: ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ। ଶନିବାର ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି କ୍ୟାପଟେନ ଅମରିନ୍ଦର ସିଂ। ଦଳୀୟ ଗୋଷ୍ଠୀ କନ୍ଦଳ କାରଣରୁ ଅମରିନ୍ଦର ନିଜ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି। ସୋନିଆ ଗାନ୍ଧୀଙ୍କୁ ଭେଟିବା ପରେ ଅମରିନ୍ଦର ଇସ୍ତଫା ପ୍ରଦାନ କରିଥିଲେ। ଦୀର୍ଘଦିନ ଧରି ପୂର୍ବତନ…

ସୁନ୍ଦରଗଡରେ ବିଜୁ ସ୍ମାର୍ଟ ହେଲଥ କାର୍ଡ…

ସୁନ୍ଦରଗଡ: ଆଜି ସୁନ୍ଦରଗଡ ଗସ୍ତରେ ଯାଇ ରାଉରକେଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂଆ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଇଜିଏଚ୍‌ ସୁପର ସ୍ପେଶିଆଲିଟି ହସ୍ପିଟାଲ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଆଜି ସୁନ୍ଦରଗଡ଼ରେ ସ୍ୱାସ୍ଥ୍ୟ କାର୍ଡ…

ସୁନ୍ଦରଗଡ଼: ଆଜି ସୁନ୍ଦରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗସ୍ତରେ ଅବସରରେ ଆଜି ସୁନ୍ଦରଗଡ଼ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ସୁନ୍ଦରଗଡ଼ ଜିଲ୍ଲାରେ ୪ ଲକ୍ଷ ୩୬ ହଜାର ୯୪୮ କାର୍ଡ ବଣ୍ଟନ କରାଯିବ। ଜିଲ୍ଲାର ୧୫ ଲଷ ୯ ହଜାର…

ଆଜି ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ…

ଗାନ୍ଧୀନଗର: ଆଜି ଗୁଜୁରାଟର ୧୭ଶ ମୁଖ୍ୟମନ୍ତ୍ରୀ ରୂପେ ଶପଥ ଗ୍ରହଣ ନେବେ ଭୂପେନ୍ଦ୍ର ପଟେଲ୍। ଗାନ୍ଧୀନଗରରେ ଆୟୋଜନ ହେବାକୁ ଥିବା ଏହି ଶପଥ ଗ୍ରହଣ ଉତ୍ସବରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ସମ୍ବାଦ ସରବରାହ ସଂସ୍ଥାନ ‘ଏଏନ୍ଆଇ’ ରିପୋର୍ଟ କରିଛି। ଆଜି…

ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଲେ…

ଭୁବନେଶ୍ବର: ଟୋକିଓ ପାରା ଅଲିମ୍ପିକ୍ସରେ ଭାରତ ଦମଦାର ପ୍ରଦର୍ଶନ ଜରି ରଖିଥିବା ବେଳେ ଓଡ଼ିଆ ପୁଅ ପ୍ରମୋଦ ଭଗତ ସ୍ୱର୍ଣ୍ଣପଦକ ଜିତିଛନ୍ତି। ପ୍ରମୋଦ ସ୍ୱର୍ଣ୍ଣପଦକ ହାସଲ କରିବା ପରେ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିଛି। ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦୀ, ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଥିବା ବେଳେ…

ଅତ୍ୟାଧୁନିକ ବସ୍‌ ଏବଂ ଡିପୋର ଲୋକାର୍ପଣ…

ଭୁବନେଶ୍ୱର: ଆଜି OSRTCର ୧୧୦ଟି ନୂଆ ବସ୍‌ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ପର୍ଯ୍ୟାୟରେ ୧୧୦ଟି ନୂତନ ଯାତ୍ରୀବାହୀ ବସ୍ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ନୂଆ ବସ ପ୍ରଦୂଷଣ ରହିତ ରହିଛି। ଏଥିସହ ବିଏସ୍-୬ ଶ୍ରେଣୀର ମଧ୍ୟ ନୂତନ ବସରେ ରୁଟ୍ ଟ୍ରାକିଂ ବ୍ୟବସ୍ଥା ରହିଛି।…

କପିଲ ଶର୍ମା ସୋ’ରେ ମୁଖ୍ୟମନ୍ତ୍ରୀ ନବୀନ…

ଭୁବନେଶ୍ୱର: ଲୋକପ୍ରିୟ କପିଲ ଶର୍ମା ସୋରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜାତୀୟ ଟେଲିଭିଜନ ସୋନି ଟିଭିରେ ପ୍ରସାରିତ କପିଲ୍‌ ଶର୍ମା ସୋରେ ସାଧାରଣତଃ ବଲିଉଡ୍‌ ଅଭିନେତା ଓ ଅଭିନେତ୍ରୀମାନଙ୍କୁ ଦେଖିବାକୁ ମିଳେ। ସୋରେ ବଲିଉଡ ତାରକାମାନେ ନିଜ ଫିଲ୍ମର ପ୍ରମୋଶନ ପାଇଁ ଏଠାକୁ ଆସନ୍ତି। କିନ୍ତୁ ଏଥିରେ…