୩ଟି ନୂଆ ରୁଟ୍ରେ ଗଡ଼ିବ ମୋ ବସ୍
ଭୁବନେଶ୍ୱର: ୩ଟି ନୂଆ ରୁଟ୍ରେ ଗଡ଼ିବ ମୋ ବସ୍ ସେବା। କ୍ୟାପିଟାଲ ରିଜିଅନ ଅର୍ବନ ଟ୍ରାନ୍ସପୋର୍ଟ (କ୍ରୁଟ୍) ପକ୍ଷରୁ ଏହି ସୂଚନା ଦିଆଯାଇଛି। ବର୍ତ୍ତମାନର ସ୍ଥିତିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଥିବା କ୍ରୁଟ୍ କର୍ତ୍ତୃପକ୍ଷ କହିଛନ୍ତି।
କ୍ରୁଟ୍ ପକ୍ଷରୁ କୁହାଯାଇଛି ଯେ, ଲୋକଙ୍କ…