Odisha Link
Bridging the Missing Links in Odisha
Browsing Tag

ରାଜ କୁନ୍ଦ୍ରା

ରାଜ କୁନ୍ଦ୍ରାଙ୍କୁ ମିଳିଲା ଜାମିନ

ମୁମ୍ୱାଇ: ଅଶ୍ଲୀଳ ଫିଲ୍ମ ପ୍ରସ୍ତୁତ କରିବା ମାମଲାରେ ରାଜ୍‌ କୁନ୍ଦ୍ରାଙ୍କୁ ମିଳିଛି ଜାମିନ। ୫୦ ହଜାର ଟଙ୍କାର ମୁଚାଲିକା ବଦଳରେ ତାଙ୍କୁ ଜାମିନ୍‌ ମିଳିଛି। ପର୍ଣ୍ଣୋଗ୍ରାଫି ମାମଲାରେ ଫସିଥିବା ରାଜ୍ କୁନ୍ଦ୍ରାଙ୍କୁ ଜୁଲାଇ ୧୯ରେ ପୋଲିସ ଗିରଫ କରିଥିଲା। ରାଜ୍ କୁନ୍ଦ୍ରାଙ୍କ ବିରୋଧରେ ଗୋଟିଏ ପରେ ଗୋଟିଏ…

ରାଜ କୁନ୍ଦ୍ରାଙ୍କ ବିରୋଧରେ ୧୫୦୦…

ମୁମ୍ବାଇ: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ୱାମୀ ରାଜ କୁନ୍ଦ୍ରାଙ୍କ ପାଇଁ ବଢ଼ିଲା ଅଡୁଆ। ଅଶ୍ଲୀଳ ଭିଡିଓ ତିଆରି ମାମଲାରେ ଗିରଫ ହୋଇଥିବା ରାଜଙ୍କ ବିରୋଧରେ ଚାର୍ଜସିଟ୍‌ ଦାଖଲ କଲା ମୁମ୍ବାଇ କ୍ରାଇମବ୍ରାଞ୍ଚ ପୁଲିସ। ପୁଲିସ ରାଜଙ୍କ ବିରୋଧରେ ୧୫୦୦ ପୃଷ୍ଠା ସମ୍ବଳିତ ଚାର୍ଜସିଟ୍‌ ଦାଖଲ କରିଛି। ଶିଳ୍ପା…

ପୁଣି ରାଜ କୁନ୍ଦ୍ରାଙ୍କ ଜାମିନ ଆବେଦନ…

ମୁମ୍ବାଇ: ଅଶ୍ଳିଳ ଭିଡିଓ ମାମଲାରେ ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ପାଇଁ ଅଡୁଆ ବଢ଼ିବାରେ ଲାଗିଛି। ରାଜଙ୍କୁ ଆହୁରି କିଛି ଦିନ ଜେଲରେ ରହିବାକୁ ପଡ଼ିବ। ବମ୍ବେ ହାଇକୋର୍ଟ ଆଜି ତାଙ୍କର ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ପୂର୍ବରୁ ରାଜ କୁନ୍ଦ୍ରା ଜାମିନ ପାଇଁ…

ପ୍ରମାଣ ନଷ୍ଟ କରିବାକୁ ଚେଷ୍ଟା କରୁଥିଲେ…

ମୁମ୍ବାଇ: ଅଶ୍ଳୀଳ ଫିଲ୍ମ ତିଆରି ମାମଲାରେ ଗିରଫ ରାଜ କୁନ୍ଦ୍ରା ଗିରଫ ହୋଇଥିବା ବେଳେ ପୋର୍ଣ୍ଣୋଗ୍ରାଫି ମାମଲାରେ ଏବେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଦିନକୁ ଦିନ ରାଜ୍ କୁନ୍ଦ୍ରାଙ୍କୁ ନେଇ ବହୁ ଅଭିନେତ୍ରୀ ଓ ମଡେଲେ ନୂଆ ନୂଆ ଖୁଲାସା କରୁଛନ୍ତି। ଏହାରି ଭିତରେ ତାଙ୍କ ଗିରଫଦାରୀର ହୋଇଛି ଖୁଲାସା।…

ଗଣମାଧ୍ୟମ ବିରୋଧ ୨୫ କୋଟିର ମାନହାନୀ…

ମୁମ୍ଵାଇ: ଅଶ୍ଳୀଳ ଚଳଚ୍ଚିତ୍ର ନିର୍ମାଣ ଅଭିଯୋଗରେ ରାଜ କୁନ୍ଦ୍ରା ଗିରଫ ହୋଇଥିବା ବେଳେ ପୋର୍ଣ୍ଣୋଗ୍ରାଫି ମାମଲାରେ ଏବେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଦିନକୁ ଦିନ ରାଜ୍ କୁନ୍ଦ୍ରାଙ୍କୁ ନେଇ ବହୁ ଅଭିନେତ୍ରୀ ଓ ମଡେଲେ ନୂଆ ନୂଆ ଖୁଲାସା କରୁଛନ୍ତି। ଏହାରି ଭିତରେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ…

ରାଜ କୁନ୍ଦ୍ରାଙ୍କ ପରେ ଗିରଫ ହେଲେ ଆଉ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ୱାମୀ ତଥା ବିଜନେସମ୍ୟାନ୍ ରାଜକୁନ୍ଦ୍ରାଙ୍କୁ ମୁମ୍ବାଇ କ୍ରାଇମବ୍ରାଞ୍ଚ ଗିରଫ କରିଛି। ଅଶ୍ଳୀଳ ଫିଲ୍ମ ନିର୍ମାଣ ଏବଂ ସେଗୁଡିକୁ ମୋବାଇଲ୍ ଆପ୍ଲିକେସନ୍ ମାଧ୍ୟମରେ ବିଭିନ୍ନ ସୋସିଆଲ୍ ମିଡିଆ ପ୍ଲାଟଫର୍ମରେ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ…