ସାମ୍ବାଦିକଙ୍କୁ ମାଡ଼ ମାରିଲା ପୁଲିସ
ପୁରୀ: ସାମ୍ବାଦିକଙ୍କୁ ପିଟିଲା ପୁଲିସ। ଜଣେ ବ୍ୟବସାୟୀଙ୍କୁ ପୁଲିସ ମାଡ଼ ମାରି ଗୁରୁତର ଆହତ କରିବା ସହ ଏନେଇ ଜଣେ ସାମ୍ବାଦିକ ପୁଲିସକୁ ପଚାରିବାରୁ ପୁଲିସ ସମ୍ପୃକ୍ତ ସାମ୍ବାଦିକଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି।
ସୂଚନା ମୁତାବକ, ବଡ଼ଶଙ୍ଖ ଠାରେ ଫଳ ଓ ପନିପରିବା ବିକିବାକୁ ନେଇ ଆଜି ପୁଲିସ ଓ…